ସମାନେେ ସାତ ଗୋଟି ବଳଦ, ସାତାଟେି ମଷେ, ସାତାଟେି ମଷେଶାବକ ଓ ସାତାଟେି ବୋଦା ଆଣିଲେ। ଏହି ପଶୁଗୁଡ଼ିକ ପବିତ୍ର ସ୍ଥାନର ଓ ଯିହୁଦାର ଲୋକମାନଙ୍କ ନିମନ୍ତେ ପାପାର୍ଥକ ବଳିସ୍ବରୂପେ ଉତ୍ସର୍ଗୀକୃତ ହବୋକୁ ଥିଲା। ରାଜା ହିଜକିଯ ହାରୋଣଙ୍କ ବଂଶଧର ଯାଜକମାନଙ୍କୁ ସଦାପ୍ରଭୁଙ୍କ ୟଜ୍ଞବଦେୀ ଉପରେ ସହେି ପଶୁଗୁଡ଼କ ଉତ୍ସର୍ଗ କରିବାକୁ ଆଦେଶ ଦେଲେ।
Cross references
ଯଦି ଅଭିଷିକ୍ତ ଯାଜକ ପାପ କରେ ଏବଂ ଦେଶ ପାଇଁ ଦୋଷ ଆଣେ, ସେ ଗୋଟିଏ ନିଖୁଣ ବାଛୁରୀ ବଳିଦାନ କରିବ ସଦାପ୍ରଭୁଙ୍କ ସମ୍ମୁଖ ରେ ତାହା ପାପାର୍ଥକ ବଳିରୂପେ ଉତ୍ସର୍ଗ କରିବା ଉଚିତ୍।
ଯେତବେେଳେ ତୁମ୍ଭମାନେେ ଭୁଲ୍ ରେ ଏବଂ ଏହିସବୁ ଆଜ୍ଞାଗୁଡିକ ପାଳନ କର ନାହିଁ, ଯାହା ସଦାପ୍ରଭୁ ମାଶାଙ୍କେୁ କହିଲେ।
ତା'ପରେ ବିଲିଯମ ବାଲାକକୁ କହିଲେ, ଏଠା ରେ ମାେ ପାଇଁ ସାତ ଗୋଟି ୟଜ୍ଞବଦେୀ ନିର୍ମାଣ କର। ମାେ ପାଇଁ ସାତଟି ଷଣ୍ତ ଓ ସାତଟି ମଷେ ପ୍ରସ୍ତୁତ କର।
ବାଲାକ୍ ବିଲିଯମକୁ ପିସ୍ଗାର ପୃଷ୍ଠସ୍ଥିତ ସୋଫୀମ୍ କ୍ଷେତ୍ରକୁ ନଇଗେଲେ ଏବଂ ସହେି ସ୍ଥାନ ରେ ସାତଟି ୟଜ୍ଞବଦେୀ ନିର୍ମାଣ କଲେ ଏବଂ ପ୍ରେତ୍ୟକକ ୟଜ୍ଞବଦେୀ ରେ ଗୋଟିଏ ଷଣ୍ତ ଓ ଗୋଟିଏ ଅଣ୍ତିରା ମଷେ ଉତ୍ସର୍ଗ କଲେ।
ତହୁଁ ବିଲିଯମ ବାଲାକ୍ କୁ କହିଲେ, ଏହି ସ୍ଥାନ ରେ ମାେ ପାଇଁ ସାତ ଗୋଟି ୟଜ୍ଞବଦେୀ ନିର୍ମାଣ କର ଓ ଏହି ସ୍ଥାନ ରେ ମାେ ପାଇଁ ସାତଟି ଷଣ୍ତ ଓ ସାତଟି ଅଣ୍ତିରା ମଷେ ଆଯୋଜନ କର।
ପରମେଶ୍ବର ନିଯମସିନ୍ଦୁକ ବହିନଇେ ଯାଉଥିବା ଲବେୀୟମାନଙ୍କୁ ସାହାୟ୍ଯ କଲେ। ସମାନେେ ସାତ ଗୋଟି ବଳଦ ଓ ସାତାଟେି ମେଣ୍ଢାକୁ ଉତ୍ସର୍ଗ କଲେ।
ନିର୍ବାସନରୁ ଆଗତ ବନ୍ଦୀତ୍ବର ସନ୍ତାନଗଣ ସମଗ୍ର ଇଶ୍ରାୟେଲ ନିମନ୍ତେ ଇଶ୍ରାୟେଲ ପରମେଶ୍ବରଙ୍କ ଉଦ୍ଦେଶ୍ଯ ରେ ହାମବେଳି ରୂପେ 12 ବୃଷ, 96ଅଣ୍ତିରା ମଷେ, 77 ମଷେଶାବକ, ପାପାର୍ଥକ ବଳି ନିମନ୍ତେ 12 ଛାଗ ଉତ୍ସର୍ଗ କଲେ। ଏହିସବୁ ସଦାପ୍ରଭୁଙ୍କ ଉଦ୍ଦେଶ୍ଯ ରେ ହାମବେଳି ଥିଲା।
ତେଣୁ ବର୍ତ୍ତମାନ ଇଲୀଫସ୍ ସାତାଟେି ଷଣ୍ଢ ଓ ସାତାଟେି ମେଣ୍ଢା ନଇେ ମାେ ଭୃତ୍ଯ ଆୟୁବ ପାଖକୁ ୟାଅ। ତାହା ବଧକରି ନିଜ ପାଇଁ ହାମବେଳି ପରି ଉତ୍ସର୍ଗ କର। ଆମ୍ଭ ଦାସ ଆୟୁବ ତୁମ୍ଭ ପାଇଁ ପ୍ରାର୍ଥନା କରିବ ଏବଂ ଆମ୍ଭେ ପ୍ରାର୍ଥନାର ଉତ୍ତର ଦବୋ। ତା'ପରେ ଆମ୍ଭେ ତୁମ୍ଭକୁ ଦଣ୍ଡ ଦବୋ ନାହିଁ, ଯାହାର ତୁମ୍ଭେ ହକଦାର। ତୁମ୍ଭେ ଦଣ୍ଡ ପାଇବା ଉଚିତ୍, କାରଣ ତୁମ୍ଭେ ଅତି ନିର୍ ବୋଧ। ତୁମ୍ଭେ ଆମ୍ଭ ବିଷଯ ରେ ଉଚିତ କଥା କହି ନାହଁ। କିନ୍ତୁ ଆମ୍ଭର ଭୃତ୍ଯ ଆୟୁବ ଆମ୍ଭ ବିଷଯ ରେ ଉଚିତ୍ କଥା କହିଛି।
ଭୋଜିର ସାତଦିନ ସମୟ ୟାଏ ସେ ସଦାପ୍ରଭୁଙ୍କ ଉଦ୍ଦେଶ୍ଯ ରେ ହାମବେଳି ଉତ୍ସର୍ଗ କରିବା ଉଚିତ୍। ସାତଦିନ ୟାଏ ପ୍ରତିଦିନ ନିର୍ଦ୍ ଦୋଷ ସାତ ବୃଷଭ ଓ ସାତ ମଷେ, ଆଉ ପାପାର୍ଥକ ବଳିରୂପେ ପ୍ରତିଦିନ ଏକ ଛାଗ ଉତ୍ସର୍ଗ କରିବେ।
ଆମ୍ଭେ ଖ୍ରୀଷ୍ଟଙ୍କ ନିମନ୍ତେ କହୁ। ଖ୍ରୀଷ୍ଟଙ୍କର କିଛି ପାପ ନ ଥିଲା। କିନ୍ତୁ ପରମେଶ୍ବର ଆମ୍ଭମାନଙ୍କ ପାଇଁ ତାହାଙ୍କୁ ପାପ ରୂପେ ଗଣ୍ଯ କଲେ, ଯେପରି ତାହାଙ୍କ ମାଧ୍ଯମ ରେ ଆମ୍ଭେ ପରମେଶ୍ବରଙ୍କ ଠା ରେ ଧାର୍ମିକ ଗଣିତ ହାଇପୋରିବା।