Home Bibles ଦିତୀୟ ବଂଶାବଳୀ 29:26 · ଓଡ଼ିଆ ବାଇବେଲ
ଦିତୀୟ ବଂଶାବଳୀ 29:26 · ଓଡ଼ିଆ ବାଇବେଲ

ତେଣୁ ଲବେୀୟମାନେ ଦାଉଦଙ୍କ ବାଦ୍ଯୟନ୍ତ୍ରସବୁ ସହିତ ପ୍ରସ୍ତୁତ ହାଇେ ଠିଆ ହେଲେ ଓ ଯାଜକମାନେ ସମାନଙ୍କେର ତୂରୀ ସହିତ ପ୍ରସ୍ତୁତ ହାଇେ ଠିଆ ହେଲେ।

Cross references

ଗଣନା ପୁସ୍ତକ 10:8

କବଳେ ହାରୋଣର ପୁତ୍ର ଯାଜକମାନେ ଏହି ଦୁଇ ତୂରୀ ବଜାଇବେ। ଆଉ ଏହି ବିଧି ତୁମ୍ଭମାନଙ୍କ ପ୍ରତି ପୁରୁଷାନୁକ୍ରମେ ଅନନ୍ତକୀଳୀନ ହବେ।

ଗଣନା ପୁସ୍ତକ 10:10

ଆଉ ମଧ୍ଯ ତୁମ୍ଭମାନଙ୍କ ଆନନ୍ଦ ଦିନ ରେ ଓ ତୁମ୍ଭମାନଙ୍କ ନିରୂପିତ ପର୍ବ ରେ ଓ ତୁମ୍ଭମାନଙ୍କ ମାସର ଆରମ୍ଭ ରେ ତୁମ୍ଭମାନେେ ଆପଣାମାନଙ୍କ ହାମବେଳି ଓ ମଙ୍ଗଳାର୍ଥକ ବଳି ଉପରେ ଏହି ତୂରୀ ବଜାଇବ। ତାହା ପରମେଶ୍ବରଙ୍କ ସମ୍ମୁଖ ରେ ସ୍ମରଣାର୍ଥେ କରାୟିବ। ମୁଁ ସଦାପ୍ରଭୁ ତୁମ୍ଭମାନଙ୍କର ପରମେଶ୍ବର ଅଟେ।

ଯିହୋଶୂୟ 6:4

ସାତାଟେି ମଷେଶିଙ୍ଗା ସହିତ ସାତଜଣ ଯାଜକ ପବିତ୍ର ସିନ୍ଦକ୍ସ୍ଟକ ସମ୍ମକ୍ସ୍ଟଖକକ୍ସ୍ଟ ଯିବେ। ଆଉ ସଲ୍ଗମ ଦିନ ରେ ତୁମ୍ଭମାନେେ ସାତଥର ନଗର ପ୍ରଦକ୍ଷିଣ କରବା ଉଚିତ୍ ଓ ଯାଜକମାନେ ମଷେର ଶିଙ୍ଗା ବଜାଇବା ଉଚିତ୍।

ପ୍ରଥମ ବଂଶାବଳୀ 15:24

ଶବନିଯ, ୟୋଶାଫଟ୍, ନଥନଲେ, ଅମାସଯ, ଜିଖରିଯ, ବନାଯ ଓ ଇଲୀଯଷେର, ଏମାନଙ୍କର କାର୍ୟ୍ଯ ଥିଲା, ନିଯମସିନ୍ଦୁକର ସମ୍ମୁଖ ରେ ତୂରୀ ବଜାଇବା। ଓବେଦ୍-ଇଦୋମ୍ ଓ ୟିହିଯ ନିଯମସିନ୍ଦୁକର ଦ୍ବାରପାଳ ଥିଲେ।

ପ୍ରଥମ ବଂଶାବଳୀ 16:6

ବନାଯ ଓ ୟହସୀଯଲେ, ଏହି ଦୁଇଜଣ ଯାଜକ ସର୍ବଦା ନିଯମସିନ୍ଦୁକ ସମ୍ମୁଖ ରେ ତୂରୀ ବଜାଉଥିଲେ।

ପ୍ରଥମ ବଂଶାବଳୀ 23:5

4,000 ଲବେୀୟ ଦ୍ବାରପାଳ ହବେେ ଏବଂ 4,000 ଲବେୀୟ ବାଦ୍ଯକାର ହବେେ। ମୁଁ ସମାନଙ୍କେ ନିମନ୍ତେ ବିଶଷେ ବାଦ୍ଯୟନ୍ତ୍ରସବୁ ନିର୍ମାଣ କରିଅଛି। ସମାନେେ ସଦାପ୍ରଭୁଙ୍କର ପ୍ରଶଂସା କରିବା ନିମନ୍ତେ ସହେି ବାଦ୍ଯୟନ୍ତ୍ରଗୁଡ଼ିକୁ ବ୍ଯବହାର କରିବେ।

ଦିତୀୟ ବଂଶାବଳୀ 5:12

ଲବେୀୟ ଗାଯକମାନେ ୟଜ୍ଞବଦେୀର ପୂର୍ବପଟେ ଠିଆ ହେଲେ। ଆସଫ୍, ହମେନ୍ ଓ ୟିଦୂଥୂନ୍ଙ୍କ ଗାଯକଦଳର ପ୍ରେତ୍ୟକକ ସଠାେରେ ଥିଲେ। ଆଉ ସମାନଙ୍କେର ପୁତ୍ରଗଣ ଓ ଭ୍ରତାଗଣ ମଧ୍ଯ ସଠାେରେ ଥିଲେ। ସହେି ଲବେୀୟ ଗାଯକମାନେ ଶୁଭ୍ର କାର୍ପାସ ବସ୍ତ୍ର ପିନ୍ଧିଥିଲେ। ସମାନଙ୍କେ ନିକଟରେ ଗିନି, ସାରଙ୍ଗ ଓ ବୀଣାୟନ୍ତ୍ର ଥିଲା। ସହେି ଲବେୀୟ ଗାଯକମାନଙ୍କ ନିକଟରେ 120 ଜଣ ଯାଜକ ଥିଲେ। ସହେି 120 ଜଣ ଯାଜକ ତୂରୀ ବଜାଇଲେ।

ଗୀତସଂହିତା 81:3

ଅମାବାସ୍ଯା ଦିନରେ ମେଣ୍ଢା ଶିଙ୍ଗା ବଜାଅ। ଆମ୍ଭର ପର୍ବଦିନରେ, ପୂର୍ଣ୍ଣିମାରେ ଏହାକୁ ବଜାଅ।

ଗୀତସଂହିତା 87:7

ସହେି ପର୍ବରେ ନର୍ତ୍ତକ ଓ ଗାଯକ କହିବେ। ସମସ୍ତେ ଭଲ ଜିନିଷ ତୁମ୍ଭ ମଧ୍ଯରୁ ଆସେ।

ଗୀତସଂହିତା 98:5

ହେ ପୃଥିବୀର ପ୍ରେତ୍ୟକକ ଲୋକ ସଦାପ୍ରଭୁଙ୍କର ଜଯଧ୍ବନି କର। ସ୍ତୁତି ଗାନ ଶୀଘ୍ର ଆରମ୍ଭ୍ କର।

ଗୀତସଂହିତା 150:3

ତୂରୀ ଧ୍ବନିରେ ପରମେଶ୍ବରଙ୍କର ପ୍ରଶଂସା କର। ନବେଲ ଓ ବୀଣା ୟନ୍ତ୍ରରେ ତାଙ୍କର ପ୍ରଶଂସା କର !

ଯିଶାଇୟ 38:20

ତେଣୁ ମୁଁ କହିବି, ସଦାପ୍ରଭୁ ମାେତେ ପରିତ୍ରାଣ କଲେ। ତେଣୁ ଆମ୍ଭମାନେେ ଜୀବନସାରା ସଦାପ୍ରଭୁଙ୍କ ମନ୍ଦିର ରେ ତାରୟୁକ୍ତ ୟନ୍ତ୍ର ସହିତ ସଙ୍ଗୀତ ଗାନ କରିବୁ।'

ଆମୋଷ 6:5

ତୁମ୍ଭେ ବୀଣାବାଦନ କରୁଛ ଏବଂ ଦାଉଦଙ୍କ ପରି ତୁମ୍ଭର ବାଦ୍ଯୟନ୍ତ୍ରଗୁଡିକରେ ଅଭ୍ଯାସ କରୁଛ।

Interlinear

Choose Theme