Home Bibles ଦିତୀୟ ବଂଶାବଳୀ 3:13 · ଓଡ଼ିଆ ବାଇବେଲ
ଦିତୀୟ ବଂଶାବଳୀ 3:13 · ଓଡ଼ିଆ ବାଇବେଲ

ଏହି କିରୁବଦୂତଗଣଙ୍କର ଡ଼ଣୋ ମାଟେ ରେ କୋଡ଼ିଏ ହାତ ସ୍ଥାନ ଆଚ୍ଛାଦନ କରୁଥିଲା। ଏହି କିରୁବଦୂତଗଣ ମନ୍ଦିର ଆଡ଼କୁ ମୁହଁକରି ଛିଡ଼ା ହାଇେଥିଲେ।

Cross references

ଯାତ୍ରା ପୁସ୍ତକ 25:20

ସହେି ଦୂତମାନେ ନିଯମ-ସିନ୍ଦୁକକୁ ସମାନଙ୍କେର ଡଣୋ ଦ୍ବାରା ଆଚ୍ଛାଦନ କରିବେ, ଯାହାକି ଆକାଶ ଆଡକୁ ଉେଠ। ଆଚ୍ଛାଦକ ଆଡକୁ ଅନାଇ ଦୂତମାନେ ସାମ୍ନାସାମ୍ନି ରହିବା ଉଚିତ୍।

Interlinear

Choose Theme