Home Bibles ଦିତୀୟ ବଂଶାବଳୀ 3:15 · ଓଡ଼ିଆ ବାଇବେଲ
ଦିତୀୟ ବଂଶାବଳୀ 3:15 · ଓଡ଼ିଆ ବାଇବେଲ

ଶଲୋମନ ମନ୍ଦିରର ସାମନା ରେ ଦୁଇଟି ସ୍ତମ୍ଭ ରଖିଲେ। ଏହି ସ୍ତମ୍ଭ ପଞ୍ଚତିରିଶ ହାତ ଉଚ୍ଚ ଥିଲା। ଏହି ସ୍ତମ୍ଭ ଦୁଇଟିର ଅଗ୍ରଭାଗ ପାଞ୍ଚ ହାତରୁ ଟିକେ ଅଧିକ ଲମ୍ବ ଥିଲା।

Cross references

ପ୍ରଥମ ରାଜାବଳୀ 7:15

ହୀରମ ଦୁଇଟି ପିତ୍ତଳ ସ୍ତମ୍ଭ ନିର୍ମାଣ କଲଲ ଯାହାର ଉଚ୍ଚତା ଅଠର ହାତ ଓ ଗୋଲଲଇ ବାର ହାତ ଥିଲା। ସ୍ତମ୍ଭର ଭିତର ଫମ୍ଫା ଥିଲା ଓ ପିତ୍ତଳ ତିନି ଇଞ୍ଚି ବହଳର ଥିଲା।

ପ୍ରଥମ ବଂଶାବଳୀ 18:8

ଦାଉଦ ଆହୁରି ମଧ୍ଯ ହଦ ରଷେରର ଟିଭତ୍ ଓ କୂନି ସହରରୁ ବହୁତ ପିତ୍ତଳ ଆଣିଲେ। ଶଲୋମନ ସହେି ପିତ୍ତଳରୁ ପିତ୍ତଳ ଜଳଧାର, ପିତ୍ତଳ ସ୍ତମ୍ଭ ଓ ଅନ୍ଯାନ୍ଯ ବସ୍ତୁ ନିର୍ମାଣ କଲେ।

ଯିରିମିୟ 52:20

ଦୁଇଟି ଖମ୍ବ, ସଦୃଶ ଡବା ଏବଂ କଂସାର ବା ରୋଟି ବୃଷଭ, ଏହାକୁ ରାଜା ଶ ଲୋମନ ସଦାପ୍ରଭୁଙ୍କ ମନ୍ଦିର ପାଇଁ ନିର୍ମାଣ କରିଥିଲେ। ଏହିସବୁ ଜିନିଷ ରେ ବ୍ଯବହୃତ ହାଇେଥିବା କଂସାର ଓଜନ ବହୁତ ଅଧିକ ଥିଲା।

Interlinear

Choose Theme