ରାଜା ହିଜକିଯ ଇଶ୍ରାୟେଲ ଓ ଯିହୁଦାର ସବୁ ଲୋକମାନଙ୍କ ନିକଟକୁ ବର୍ତ୍ତମାନ ପ୍ ରରଣେ କଲେ। ସେ ଇଫ୍ରଯିମ ଓ ମନଃଶିର ଲୋକମାନଙ୍କ ନିକଟକୁ ମଧ୍ଯ ପତ୍ରମାନ ଲେଖିଲେ। ହିଜକିଯ ସହେି ସମସ୍ତ ଲୋକଙ୍କୁ ୟିରୁଶାଲମସ୍ଥ ସଦାପ୍ରଭୁଙ୍କ ମନ୍ଦିରକୁ ଆସିବା ନିମନ୍ତେ ନିମନ୍ତ୍ରଣ ଜଣାଇଲେ, ଯେପରି ସମାନେେ ସମସ୍ତ ଇଶ୍ରାୟେଲର ସଦାପ୍ରଭୁ ପରମେଶ୍ବରଙ୍କ ନିମନ୍ତେ ନିସ୍ତାରପର୍ବ ପାଳନ କରିପାରିବେ।
Cross references
ଏହି ଆଜ୍ଞା ସମଗ୍ର ଇଶ୍ରାୟେଲୀମାନଙ୍କ ପାଇଁ ଥିଲା। ଏହି ମାସର ଦଶମ ଦିନଟି ରେ ପ୍ରେତ୍ୟକକ ଲୋକ ଗୋଟିଏ ମଷେ ଶାବକ ଆପଣା ପରିବାରମାନଙ୍କ ପାଇଁ ନବେ।
ତୁମ୍ଭେ ନିସ୍ତାର ପର୍ବୀଯ ନବୈେଦ୍ଯ ପାଇଁ ଗୋମଷୋଦି ପଲରକ୍ସ୍ଟ ସଦାପ୍ରଭୁ ତୁମ୍ଭର ପରମେଶଓରଙ୍କୁ ଦବେ, ଯେଉଁଠା ରେ ସେ ତାଙ୍କର ନାମ ସ୍ଥାପନ ପାଇଁ ପସନ୍ଦ କରିଛନ୍ତି।
ପୂର୍ବଦିନଗୁଡିକରେ ଇଶ୍ରାୟେଲ ଓ ଯିହୁଦାର ରାଜାମାନଙ୍କର ଶାସନର ପୂର୍ବବର୍ତ୍ତୀ କାଳ ରେ ବିଗ୍ଭରକମାନେ ଇଶ୍ରାୟେଲ ରେ ଶାସନ କଲେ। ଏପରି ନିସ୍ତାର ପର୍ବ ପାଳନ କବେେ ହାଇେ ନଥିଲା।
ଇଶ୍ରାୟେଲର ସମସ୍ତ ଯାଜକ ଓ ଲବେୀୟଗଣ ରିହବିଯାମ୍ ସହ ଏକମତ ହେଲେ ଓ ତାଙ୍କ ସହିତ ୟୋଗ ଦେଲେ।
ଏହାପରେ ଇଶ୍ରାୟେଲ ସହେି ସମସ୍ତ ଘରର ଲୋକମାନେ ଯେଉଁମାନେ ସଦାପ୍ରଭୁ ଇଶ୍ରାୟେଲର ପରମେଶ୍ବରଙ୍କ ପ୍ରତି ବିଶ୍ବସ୍ତ ଥିଲେ, ସମାନଙ୍କେର ପିତାଙ୍କର ସଦାପ୍ରଭୁ ପରମେଶ୍ବରଙ୍କୁ ନବୈେଦ୍ଯ ଉତ୍ସର୍ଗ କରିବା ପାଇଁ ୟିରୁଶାଲମକୁ ଆସିଲେ।
କିନ୍ତୁ ପରମେଶ୍ବରଙ୍କର ଜଣେ ବ୍ଯକ୍ତି ଅମତ୍ସିଯଙ୍କ ନିକଟକୁ ଆସିଲେ। ପରମେଶ୍ବରଙ୍କର ସହେି ବ୍ଯକ୍ତି କହିଲେ, ରାଜା, ଇଶ୍ରାୟେଲର ସୈନ୍ଯମାନଙ୍କୁ ତୁମ୍ଭ ସହିତ ୟିବାକୁ ଦିଅ ନାହିଁ। ସଦାପ୍ରଭୁ ଇଶ୍ରାୟେଲର ସହିତ ରେ ନାହାଁନ୍ତି। ସଦାପ୍ରଭୁ ଇଫ୍ରଯିମର ଲୋକମାନଙ୍କ ସହିତ ରେ ନାହାଁନ୍ତି।
ଛାଗମାନଙ୍କର ରକ୍ତକୁ ୟଜ୍ଞବଦେୀ ଉପରେ ଉତ୍ସର୍ଗ କରି ଯାଜକମାନେ ପାପାର୍ଥକ ବଳି ଉତ୍ସର୍ଗ କଲେ। ପରମେଶ୍ବର ଯେପରି ଇଶ୍ରାୟେଲର ଲୋକମନଙ୍କର ପାପସବୁ କ୍ଷମା କରନ୍ତି, ଏଥିନିମନ୍ତେ ସମାନେେ ଏହିପରି କଲେ। ରାଜା କହିଲେ ଯେ, ଇଶ୍ରାୟେଲର ସମସ୍ତ ଲୋକଙ୍କ ନିମନ୍ତେ ହାମବେଳି ଉପହାର ଓ ପାପାର୍ଥକ ବଳି ଏକତ୍ର ଉତ୍ସର୍ଗ କରାୟିବା ଉଚିତ୍।
ବାର୍ତ୍ତାବାହକମାନେ ଇଫ୍ରଯିମ ଓ ମନଃଶି ଅଞ୍ଚଳର ପ୍ରେତ୍ୟକକ ସହରକୁ ଗଲେ। ସମାନେେ ସବୂଲୂନ୍ର ଅଞ୍ଚଳ ପର୍ୟ୍ଯନ୍ତ ମଧ୍ଯ ଗଲେ। କିନ୍ତୁ ଲୋକମାନେ ବାର୍ତ୍ତାବାହକମାନଙ୍କ ପ୍ରତି ଅଟ୍ଟହାସ୍ଯ ଓ ବିଦ୍ରୁପ କଲେ।
ନିସ୍ତାରପର୍ବର ମଷେଶାବକଗୁଡ଼ିକୁ ହତ୍ଯା କର, ସଦାପ୍ରଭୁଙ୍କ ନିମନ୍ତେ ନିଜକୁ ପବିତ୍ର କର। ତୁମ୍ଭମାନଙ୍କର ଭ୍ରାତାଗଣ, ଇଶ୍ରାୟେଲ ଲୋକମାନଙ୍କ ନିମନ୍ତେ ସହେି ମଷେଶାବକଗୁଡ଼ିକୁ ପ୍ରସ୍ତୁତ କର, ସଦାପ୍ରଭୁ ଆମ୍ଭମାନଙ୍କୁ ଯେଉଁସବୁ ବିଷଯ କରିବାକୁ ଆଦେଶ ଦଇେଛନ୍ତି। ସଦାପ୍ରଭୁ ଆମ୍ଭମାନଙ୍କୁ ଏହି ଆଦେଶସବୁ ମାଶାଙ୍କେ ମାଧ୍ଯମ ରେ ଦଇେଥିଲେ।
ଇଶ୍ରାୟେଲର ଲୋକମାନେ ବହୁ ମନ୍ଦ କାର୍ୟ୍ଯ କରିଛନ୍ତି ଏବଂ ସହେିସବୁ ମନ୍ଦ କାର୍ୟ୍ଯ ସମାନଙ୍କେୁ ପରମେଶ୍ବରଙ୍କ ନିକଟକୁ ଫରେିବାଠାରୁ ଦୂ ରଇେ ଦଇେଛି। ସମାନେେ ସର୍ବଦା ପ୍ରତିମାଙ୍କ ପଛ ରେ ଧାଇଁ ବାକୁ ଚିନ୍ତା କରୁଛନ୍ତି। ସମାନେେ ପ୍ରକୃତ ସଦାପ୍ରଭୁଙ୍କୁ ଜାଣୁ ନାହାଁନ୍ତି।
ଇଫ୍ରଯିମ ଗୋଷ୍ଠୀଗଣ ସହିତ ମିଶେ। ସେ ସହେି ପିଠା ସଦୃଶ ଯାହାର ଉଭୟ ପାଖ ସକୋ ହାଇନୋହିଁ।
ଇଫ୍ରଯିମ, ଆମ୍ଭେ ତୁମ୍ଭକୁ ପରିତ୍ଯାଗ କରିବାକୁ ଗ୍ଭହୁଁ ନାହୁଁ। ଇଶ୍ରାୟେଲ, ଆମ୍ଭେ ତୁମ୍ଭର ସୁରକ୍ଷା ଗ୍ଭହୁଁ। ଅଦ୍ମାର ଓ ସବୋଯିମ୍ ପରି ତୁମ୍ଭକୁ ହବୋକୁ ଆମ୍ଭେ ଗ୍ଭହୁଁ ନାହୁଁ। ଆମ୍ଭର ମନକୁ ପରିବର୍ତ୍ତନ କରିଛୁ। ଆମ୍ଭର ପ୍ ରମେ ତୁମ୍ଭ ପାଇଁ ଅତି ଶକ୍ତିଶାଳୀ ଅଟେ।
ତୁମ୍ଭମାନେେ ସଂମ୍ପୂର୍ଣ୍ଣ ଭାବେ ନୂତନ ଗୁଳା ହବୋଲାଗି ତୁମ୍ଭମାନଙ୍କ ଭିତ ରେ ଥିବା ପୁରୁଣା ଖମୀରକୁ ସମ୍ପୂର୍ଣ୍ଣ ଭାବେ ବାହାର କରି ଦିଅ। ତୁମ୍ଭମାନେେ ସହେି ଖମୀର ଶୂନ୍ଯ ନିସ୍ତାର ପର୍ବର ରୋଟୀ ହଁ ଖ୍ରୀଷ୍ଟ ଆମ୍ଭର ନିସ୍ତାର ପର୍ବ ସୂଚକ ମେଣ୍ଢା ଯେ କି ଆମ୍ଭ ପାଇଁ ବଳି ହାଇେ ଯାଇଛନ୍ତି।