Home Bibles ଦିତୀୟ ବଂଶାବଳୀ 30:13 · ଓଡ଼ିଆ ବାଇବେଲ
ଦିତୀୟ ବଂଶାବଳୀ 30:13 · ଓଡ଼ିଆ ବାଇବେଲ

ଅନକେ ଲୋକ ତାଡ଼ୀଶୂନ୍ଯ ରୋଟୀର ପର୍ବ ପାଳନ କରିବା ନିମନ୍ତେ ଆସି ୟିରୁଶାଲମ ରେ ଦ୍ବିତୀୟ ମାସ ରେ ଏକତ୍ର ହେଲେ। ତାହା ଏକ ଅତି ବୃହତ୍ ଜନତାର ଭିଡ଼ ଥିଲା।

Cross references

ଗଣନା ପୁସ୍ତକ 9:10

ଇଶ୍ରାୟେଲର ଲୋକମାନଙ୍କୁ କୁହ, ତୁମ୍ଭମାନଙ୍କ ମଧିଅରେ କିମ୍ବା ତୁମ୍ଭମାନଙ୍କ ଭବିଷ୍ଯତ ସନ୍ତାନଗଣ ମଧିଅରେ ଯବେେ କହେି ଶବ ଦ୍ବାରା ଅଶୁଚି ହୁଏ, କିମ୍ବା କହେି ଜଣେ ଯଦି ଦୂର ସ୍ଥାନ ରେ ପଥିକ ହୁଏ, ତଥାପି ସମାନେେ ନିସ୍ତାର ପର୍ବ ପାଳନ କରିପାରିବେ।

ଦିତୀୟ ରାଜାବଳୀ 23:22

ପୂର୍ବଦିନଗୁଡିକରେ ଇଶ୍ରାୟେଲ ଓ ଯିହୁଦାର ରାଜାମାନଙ୍କର ଶାସନର ପୂର୍ବବର୍ତ୍ତୀ କାଳ ରେ ବିଗ୍ଭରକମାନେ ଇଶ୍ରାୟେଲ ରେ ଶାସନ କଲେ। ଏପରି ନିସ୍ତାର ପର୍ବ ପାଳନ କବେେ ହାଇେ ନଥିଲା।

ଦିତୀୟ ବଂଶାବଳୀ 30:2

ଦ୍ବିତୀୟ ମାସ ରେ ନିସ୍ତାରପର୍ବ ପାଳିବା ନିମନ୍ତେ ରାଜା ହିଜକିଯ ତାଙ୍କର ସମସ୍ତ ପଦାଧିକାରୀ ଓ ୟିରୁଶାଲମର ସମସ୍ତ ଜନତାଙ୍କ ସହ ଏକମତ ହେଲେ।

ଦିତୀୟ ବଂଶାବଳୀ 30:15

ଏହାପରେ ସମାନେେ ଦ୍ବିତୀୟ ମାସର ଚତୁର୍ଦ୍ଦଶତମ ଦିନ ରେ ନିସ୍ତାରପର୍ବର ମଷେଶାବକଙ୍କୁ ହତ୍ଯା କଲେ। ଯାଜକମାନେ ଓ ଲବେୀୟମାନେ ଲଜ୍ଜିତ ହେଲେ। ସମାନେେ ପବିତ୍ର ସବୋକାର୍ୟ୍ଯ ନିମନ୍ତେ ନିଜକୁ ପ୍ରସ୍ତୁତ କଲେ। ଯାଜକ ଓ ଲବେୀୟମାନେ ସଦାପ୍ରଭୁଙ୍କ ମନ୍ଦିରକୁ ହାମବେଳି ଉପହାର ଆଣିଲେ।

ଦିତୀୟ ବଂଶାବଳୀ 35:1

ରାଜା ଯୋଶିୟଯ ୟିରୁଶାଲମ ରେ ସଦାପ୍ରଭୁଙ୍କ ଉଦ୍ଦେଶ୍ଯ ରେ ନିସ୍ତାରପର୍ବ ପାଳନ କଲେ। ପ୍ରଥମ ମାସର ଚତୁର୍ଦ୍ଦଶତମ ଦିବସ ରେ ନିସ୍ତାରପର୍ବର ମଷେଶାବକଙ୍କୁ ହତ୍ଯା କରାଗଲା।

ଗୀତସଂହିତା 84:7

ସମାନେେ ପ୍ରେତ୍ୟକକ ସିୟୋନ୍ରେ ପରମେଶ୍ବରଙ୍କ ଆଗରେ ଉପସ୍ଥିତ ହବୋ ପର୍ୟ୍ଯନ୍ତ ଲୋକମାନେ ସହରରୁ ସହରକୁ ଭ୍ରମଣ କରନ୍ତି।

Interlinear

Choose Theme