ସଦାପ୍ରଭୁଙ୍କ ସବୋକାର୍ୟ୍ଯ କିପରି କରିବାକୁ ହବେ, ଏହା ଯେଉଁ ଲବେୀୟମାନେ ଜାଣିଥିଲେ, ସମାନଙ୍କେୁ ରାଜା ହିଜକିଯ ଉତ୍ସାହିତ କଲେ। ଲୋକମାନେ ସାତଦିନ ପର୍ୟ୍ଯନ୍ତ ଉତ୍ସବ ପାଳନ କଲେ ଓ ବଳି ଉତ୍ସର୍ଗ କଲେ। ସମାନେେ ସମାନଙ୍କେ ପୂର୍ବପୁରୁଷମାନଙ୍କର ସଦାପ୍ରଭୁ ପରମେଶ୍ବରଙ୍କର ଧନ୍ଯବାଦ ଓ ପ୍ରଶଂସା କଲେ।
Cross references
ତେଣୁ ଭୟକର ନାହିଁ। ମୁଁ ତୁମ୍ଭର ଓ ତୁମ୍ଭ ସନ୍ତାନମାନଙ୍କର ଯତ୍ନ ନବେି। ଏହି ପ୍ରକାର ରେ ଯୋଷଫେ ତାଙ୍କର ଭାଇମାନଙ୍କୁ ମଧୁର ବଚନ ରେ ତୋଷିଲେ। ଏହିପରି କଥା ରେ ସେ ତାଙ୍କର ଭାଇମାନଙ୍କୁ ସାନ୍ତ୍ବନା ଦେଲେ।
ତୁମ୍ଭେ ସହେି ସମୟରେ ଯାଜକ ନିକଟକକ୍ସ୍ଟ ୟିବା ଉଚିତ୍ ଏବଂ କହିବ, 'ସଦାପ୍ରଭୁ ଆମ୍ଭମାନଙ୍କୁ ଯେଉଁ ଦେଶ ଦବୋପାଇଁ ଆମ୍ଭମାନଙ୍କ ପୂର୍ବପୁରୁଷମାନଙ୍କ ନିକଟରେ ଶପଥ କରିଥିଲେ, ସହେି ଦେଶ ରେ ଆମ୍ଭେ ବାସ କରୁଅଛକ୍ସ୍ଟ। ଏହା ଆମ୍ଭେ ସଦାପ୍ରଭୁ ତକ୍ସ୍ଟମ୍ଭ ପରମେଶ୍ବରଙ୍କ ସାକ୍ଷାତ ରେ ଘାଷେଣା କରୁଅଛକ୍ସ୍ଟ।'
ସମାନେେ ୟାକକ୍ସ୍ଟବଙ୍କକ୍ସ୍ଟ ତୁମ୍ଭର ଶିକ୍ଷା ଓ ଇଶ୍ରାୟେଲ ରେ ତୁମ୍ଭର ବ୍ଯବସ୍ଥା ଶିଖାଇବେ। ସମାନେେ ତକ୍ସ୍ଟମ୍ଭ ସମ୍ମକ୍ସ୍ଟଖ ରେ ଧୂପକାଠି ଓ ତକ୍ସ୍ଟମ୍ଭ ୟଜ୍ଞବଦେୀ ଉପରେ ହାମବେଳି ରଖିବେ।
ପ୍ରକୃତ ରେ ଇଶ୍ରାୟେଲ ଦୀର୍ଘକାଳ ପର୍ୟ୍ଯନ୍ତ ପରମେଶ୍ବରଙ୍କ ବିନା ରହିଥିଲା। ଆଉ ସମାନେେ ଜଣେ ଶିକ୍ଷାଗୁରୁ ଯାଜକ ଓ ନିଯମ ବିନା ରହୁଥିଲେ।
ସହେି ନେତା ଓ ଲବେୀୟ ଓ ଯାଜକମାନେ ଯିହୁଦାର ଲୋକମାନଙ୍କୁ ଶିକ୍ଷା ଦେଲେ। ସମାନଙ୍କେ ନିକଟରେ ସଦାପ୍ରଭୁଙ୍କ ନିଯମପୁସ୍ତକ ଥିଲା। ସମାନେେ ଯିହୁଦାର ସମସ୍ତ ସହର ମଧ୍ଯ ଦଇଗେଲେ ଓ ଲୋକମାନଙ୍କୁ ଶିକ୍ଷା ଦେଲେ।
ଲୋକମାନଙ୍କର ଦାଯିତ୍ବ ନବୋ ନିମନ୍ତେ ହିଜକିଯ ୟୁଦ୍ଧର ପଦାଧିକାରୀମାନଙ୍କୁ ମନୋନୀତ କଲେ। ନଗରଦ୍ବାର ନିକଟସ୍ଥ ଉନ୍ମୁକ୍ତ ସ୍ଥାନ ରେ ସେ ସହେି ପଦାଧିକାରୀମାନଙ୍କୁ ସାକ୍ଷାତ କଲେ। ସେ କହିଲେ,
ଇଶ୍ରାୟେଲର ଲୋକମାନଙ୍କୁ ଶିକ୍ଷା ଦେଉଥିବା ଓ ସଦାପ୍ରଭୁଙ୍କ ସବୋକାର୍ୟ୍ଯ ନିମନ୍ତେ ପବିତ୍ରୀକୃତ ହାଇେଥିବା ଲୋକମାନଙ୍କ ସହିତ ମଧ୍ଯ ଯୋଶିୟଯ କଥା ହେଲେ। ସେ ସହେି ଲବେୀୟମାନଙ୍କୁ କହିଲେ : ଶଲୋମନ ଯେଉଁ ମନ୍ଦିର ନିର୍ମାଣ କରିଛନ୍ତି, ତା' ମଧିଅରେ ପବିତ୍ର ସିନ୍ଦୁକକୁ ରଖ। ଶଲୋମନ ଦାଉଦଙ୍କ ପୁତ୍ର ଥିଲେ। ଦାଉଦ ଇଶ୍ରାୟେଲର ରାଜା ଥିଲେ। ପୁନର୍ବାର ତୁମ୍ଭମାନଙ୍କ କାନ୍ଧ ରେ ବୋହି ପବିତ୍ର ସିନ୍ଦୁକକୁ ସ୍ଥାନକୁ ସ୍ଥାନ ନିଅ ନାହିଁ। ବର୍ତ୍ତମାନ ତୁମ୍ଭମାନଙ୍କର ସଦାପ୍ରଭୁ ପରମେଶ୍ବରଙ୍କର ସବୋ କର। ପରମେଶ୍ବରଙ୍କ ଲୋକ, ଇଶ୍ରାୟେଲର ଲୋକମାନଙ୍କର ସବୋ କର।
ଏଜ୍ରା ସଦାପ୍ରଭୁଙ୍କ ବ୍ଯବସ୍ଥା ଅନୁସନ୍ଧାନ ଓ ପାଳନ କରିବାରୁ ପୁଣି ଇଶ୍ରାୟେଲ ମଧିଅରେ ବ୍ଯବସ୍ଥା ଓ ଆଜ୍ଞା ଶିକ୍ଷା ଦବୋକୁ ଆପଣାକୁ ବିନିୟୋଗ କରିଥିଲେ।
ହେ ଏଜ୍ରା, ତୁମ୍ଭ ପରମେଶ୍ବରଙ୍କ ବିଷଯକ ଯେଉଁଜ୍ଞାନ ତୁମ୍ଭ ହସ୍ତ ରେ ଅଛି, ତଦନୁସା ରେ ନଦୀ ସପୋରିସ୍ଥ ସମସ୍ତ ଲୋକଙ୍କର ବିଗ୍ଭରାର୍ଥେ ଯେଉଁମାନେ ତୁମ୍ଭ ପରମେଶ୍ବରଙ୍କ ବ୍ଯବସ୍ଥା ଜାଣନ୍ତି, ଏପରି ଶାସନକର୍ତ୍ତା ଓ ବିଗ୍ଭରକର୍ତ୍ତାମାନଙ୍କୁ ତୁମ୍ଭେ ନିୟୁକ୍ତି କର। ଆଉ ଯେ ତାହା ନ ଜାଣେ ତାହାକୁ ତୁମ୍ଭେ ଶିକ୍ଷା ଦିଅ।
ଏଣୁ ତୁମ୍ଭେ ତୁମ୍ଭର ପିତୃଗଣର ପରମେଶ୍ବର ସଦାପ୍ରଭୁଙ୍କ ନିକଟରେ ପ୍ରକାଶ କର। ତାଙ୍କର ତୁଷ୍ଟିଜନକ କାର୍ୟ୍ଯ କର। ଦେଶସ୍ଥ ଅନ୍ୟ ଗୋଷ୍ଠୀଯମାନଙ୍କଠାରୁ ଓ ଅନ୍ୟ ଦେଶୀଯା ସ୍ତ୍ରୀମାନଙ୍କଠାରୁ ଆପଣାମାନଙ୍କୁ ପୃଥକ କର।
ଯଶୂେଯ, ବାନି, ଶେ ରବେିଯ, ୟାମୀନ୍, ଅକ୍କ୍କବ୍, ଶଦ୍ଦଥଯ, ଦୋଦୀଯ, ମା ସଯେ, କଲିଟ୍, ଅସରିଯ, ୟୋଷାବଦ୍, ହାନନ୍, ପଲାଯ ଏହି ଲୋକମାନେ ଲବେୀୟ ଗୋଷ୍ଠୀର ଥିଲେ। ସମାନେେ ଲୋକମାନଙ୍କୁ ବ୍ଯବସ୍ଥା ବୁଝାଇ ଦେଲେ ଏବଂ ଲୋକମାନେ ନିଜ ନିଜ ସ୍ଥାନ ରେ ଛିଡା ହାଇେ ରହିଲେ।
ଆହୁରି ସେ ପ୍ରଥମ ଦିନାବଧି ଶଷଦେିନ ପର୍ୟ୍ଯନ୍ତ ପ୍ରତିଦିନ ପରମେଶ୍ବରଙ୍କ ବ୍ଯବସ୍ଥା ପୁସ୍ତକରୁ ପାଠ କଲେ। ପୁଣି ଲୋକମାନେ ସାତଦିନ ପର୍ୟ୍ଯନ୍ତ ପର୍ବପାଳନ କଲେ। ଆଉ ନିଯମ ଅନୁସାରେ ଅଷ୍ଟମ ଦିନ ମହାସଭା ହେଲା।
ସମାନେେ ସଠାେରେ ପ୍ରାଯ ତିନି ଘଣ୍ଟାଧରି ଠିଆ ହେଲେ, ଏବଂ ଲୋକମାନେ ସଦାପ୍ରଭୁ ସମାନଙ୍କେ ପରମେଶ୍ବରଙ୍କର ବ୍ଯବସ୍ଥା ପୁସ୍ତକ ପାଠ କଲେ। ଏହାପରେ ସମାନେେ ସଠାେରେ ତିନିଘଣ୍ଟାରୁ ଉର୍ଦ୍ଧଧରି ସମାନଙ୍କେର ପାପ ସ୍ବୀକାର କଲେ ଓ ନତମସ୍ତକ ହାଇେ ସଦାପ୍ରଭୁ ସମାନଙ୍କେ ପରମେଶ୍ବରଙ୍କର ଉପାସନା କଲେ।
ଯେ ହତେୁ ସଦାପ୍ରଭୁ ଜ୍ଞାନ ଦିଅନ୍ତି। ତାଙ୍କ ମୁଖରୁ ଜ୍ଞାନ ଓ ବୁଦ୍ଧି ନିର୍ଗତ ହୁଏ।
ଶୁଣ, କାରଣ ମୁଁ ତୁମ୍ଭକୁ ଉତ୍କୃଷ୍ଟ ବିଷଯ କହିବି। ଏବଂ ମୁଁ ତୁମ୍ଭମାନଙ୍କୁ ଉଚିତ୍ କଥା କହିବି। ଯାହା ମାେ ପାଟିରୁ ବାହାରିବ।
ତୁମ୍ଭର ପରମେଶ୍ବର ଏହା କୁହନ୍ତି, ମାେ ଲୋକମାନଙ୍କୁ ସାନ୍ତ୍ବନା ଦିଅ, ସାନ୍ତ୍ବନା ଦିଅ।
ତେଣୁ ଆମ୍ଭେ ତାକୁ ପ୍ ରମବୋଣୀ କହିବା। ଆମ୍ଭେ ତାକୁ ନିର୍ଜ୍ଜନ ମରୁଭୂମିକୁ ନଇେ କୋମଳ କଥା କହିବା।
ମ୍ଭେ ଯେ ଏକମାତ୍ର ସତ୍ଯ ପରମେଶ୍ବର, ତୁମ୍ଭଙ୍କୁ ଓ ଯାହାଙ୍କୁ ତୁମ୍ଭେ ପଠାଇଛ, ସହେି ଯୀଶୁଖ୍ରୀଷ୍ଟଙ୍କୁ ଜାଣିବାହିଁ ଅନନ୍ତଜୀବନ ଅଟେ।
ଥରେ ପରମେଶ୍ବର କହିଲେ : ଅନ୍ଧକାର ମଧ୍ଯରୁ ଆଲୋକ ପ୍ରକାଶିତ ହବେ।
ମୁଁ ମାରେ ପ୍ରଭୁ ଯୀଶୁ ଖ୍ରୀଷ୍ଟଙ୍କୁ ଜାଣିବାର ମହାନତା ହତେୁ, ଅନ୍ୟ ସମସ୍ତ ବିଷୟକୁ ଏବେ ତୁଚ୍ଛ ମନକରେେ, ସଗେୁଡ଼ିକ ମାେ ପାଇଁ ମୂଲ୍ଯହୀନ। ଖ୍ରୀଷ୍ଟଙ୍କୁ ପାଇବା ପାଇଁ ଯେଉଁ ବିଷୟଗୁଡ଼ିକୁ ମହତ୍ବପୂର୍ଣ୍ଣ ଭାବୁଥିଲି, ମୁଁ ସବୁ ତ୍ଯାଗ କରିଛି। ମୁଁ ଏବେ ଜାଣେ ଯେ ସଗେୁଡ଼ିକ ମୂଲ୍ଯହୀନ ସଢ଼ାକୁଟା ପରି।
ଲୋକମାନଙ୍କୁ ସୁସମାଚାର ପ୍ରଚାର କର। ସବୁବେଳେ ପ୍ରସ୍ତୁତ ରୁହ। ଲୋକମାନଙ୍କୁ କୁହ ଯେ ସମାନେେ କ'ଣ କରିବା ଉଚିତ, ସମାନେେ ଭୁଲ କଲା ବେଳେ ସମାନଙ୍କେୁ ଅନୁୟୋଗ କର ଓ ସମାନଙ୍କେୁ ଉତ୍ସାହ ଦିଅ। ଅତି ର୍ଧୈୟ୍ଯ ସହକା ରେ ଓ ଯତ୍ନପୂର୍ବକ ଶିକ୍ଷା ଦ୍ବାରା ଏହି ସମସ୍ତ ବିଷୟ କର।