Home Bibles ☰ Books ଦିତୀୟ ବଂଶାବଳୀ 31:18 · ଓଡ଼ିଆ ବାଇବେଲ
ଦିତୀୟ ବଂଶାବଳୀ 31:18 · ଓଡ଼ିଆ ବାଇବେଲ

ଲବେୀୟ ଶିଶୁ, ସ୍ତ୍ରୀ, ପୁତ୍ର ଓ କନ୍ଯାଗଣ ମଧ୍ଯ ଏହି ସଂଗୃହୀତ ବସ୍ତୁର ଅଂଶ ଲାଭ କରୁଥିଲେ। ଯେଉଁ ଲବେୀୟମାନେ ବଂଶର ଇତିହାସ ରେ ତାଲିକାଭୁକ୍ତ ହାଇେଥିଲେ, ସମାନଙ୍କେ ନିମନ୍ତେ ଏହିପରି କରାଯାଉ ଥିଲା। କାରଣ ଲବେୀୟମାନେ ସର୍ବଦା ସବୋକାର୍ୟ୍ଯ ନିମନ୍ତେ ନିଜକୁ ପବିତ୍ର ଓ ପ୍ରସ୍ତୁତ କରି ରଖୁଥିଲେ।

Cross references

ପ୍ରଥମ ବଂଶାବଳୀ 9:22

ପ୍ରବେଶ ଦ୍ବାରର ଦ୍ବାରପାଳ ନିମନ୍ତେ ସମୁଦାଯ 212 ଜଣ ଲୋକଙ୍କୁ ମନୋନୀତ କରାୟାଇଥିଲା। ସମାନଙ୍କେର ନାମ ସମାନଙ୍କେ ପରିବାର ଇତିହାସ ରେ ଓ ସମାନଙ୍କେ ଗ୍ରାମଗୁଡ଼ିକରେ ଲଖାୟୋଇଅଛି। ଦାଉଦ ଓ ଦର୍ଶକ ଶାମୁଯଲେ ସମାନଙ୍କେୁ ସହେି ଜାଗା ରେ ନିୟୁକ୍ତ କରିଥିଲେ। କାରଣ ସମାନେେ ବିଶ୍ବସ୍ତ ଥିଲେ।

ଦିତୀୟ ବଂଶାବଳୀ 31:15

ସେ ଏଦନ୍, ମିନ୍ଯାମୀନ, ଯଶୂେଯ, ଶମଯିଯ, ଅମରିଯ ଓ ଶିଖନିଯ କୋରିଙ୍କୁ ସାହାୟ୍ଯ କରୁଥିଲେ। ସହେି ବ୍ଯକ୍ତିମାନେ, ଯାଜକମାନେ ବାସ କରୁଥିବା ସହରଗୁଡ଼ିକରେ ବିଶ୍ବସ୍ତ ଭାବରେ ସବୋକାର୍ୟ୍ଯ କରୁଥିଲେ। ସମାନେେ ସଂଗୃହୀତ ସାମଗ୍ରୀକୁ ସମାନଙ୍କେର ଆତ୍ମୀଯ ଯାଜକମାନଙ୍କୁ ଦେଲେ, ସମାନେେ ବୃଦ୍ଧ ହୁଅନ୍ତୁ ବା ତରୁଣ।

ଯିଶାଇୟ 5:16

ସଦାପ୍ରଭୁ ସର୍ବ ଶକ୍ତିମାନ ଉତ୍ତମ ବିଚାର କରିଲବ ଏବଂସଲାକମାଲନସସ ମହାନ୍ସବାଲି ଜାଣିବଲ। ପବିତ୍ର ପରଲମଶ୍ବର ଧାର୍ମିକତା ଆଣିଲବ ଓସଲାକମାଲନ ତାଙ୍କୁ ଭକ୍ତି କରିଲବ।

ରୋମୀୟଙ୍କ ପ୍ରତି ପତ୍ର 15:16

ପରମେଶ୍ବର ମାେତେ ଖ୍ରୀଷ୍ଟ ଯୀଶୁଙ୍କର ଜଣେ ସବେକ ହାଇେ ଅଣଯିହୂଦୀମାନଙ୍କୁ ସାହାୟ୍ଯ କରିବା ପାଇଁ ନିୟୁକ୍ତି କଲେ। ସେ ମାେତେ ସୁସମାଗ୍ଭର ଶିକ୍ଷା ଦବୋର କାର୍ୟ୍ଯ କରିବା ନିମନ୍ତେ ନିୟୁକ୍ତି କଲେ। ଏପରି କରିବା ଉବ୍ଦେଶ୍ଯ ହେଲା ଯେ, ଅଣଯିହୂଦୀମାନେ ଉତ୍ସର୍ଗଦାନ ସ୍ବରୂପ ହବେେ ଯାହା କି ପରମେଶ୍ବର ଗ୍ରହଣ କରିବେ। ଏହି ଦାନ ଲୋକମାନେ ପରମେଶ୍ବରଙ୍କ ପାଇଁ ପବିତ୍ର ଆତ୍ନା ଦ୍ବାରା ପବିତ୍ର କରାଗଲା।

Interlinear

Choose Theme