Home Bibles ☰ Books ଦିତୀୟ ବଂଶାବଳୀ 31:4 · ଓଡ଼ିଆ ବାଇବେଲ
ଦିତୀୟ ବଂଶାବଳୀ 31:4 · ଓଡ଼ିଆ ବାଇବେଲ

ହିଜକିଯ ୟିରୁଶାଲମ ରେ ବାସ କରୁଥିବା ଲୋକମାନଙ୍କୁ ସମାନଙ୍କେର ଶସ୍ଯର ପ୍ରଥମ ଅଂଶ ଯାଜକ ଓ ଲବେୀୟମାନଙ୍କୁ ଦବୋ ନିମନ୍ତେ ଆଦେଶ ଦେଲେ, ଯେଉଁଥିପାଇଁ ଯାଜକ ଓ ଲବେୀୟମାନେ ବ୍ଯବସ୍ଥା ନିଯମାନୁୟାଯୀ କାର୍ୟ୍ଯ କରିବା ରେ ସମାନଙ୍କେର ସମସ୍ତ ସମୟ ଅତିବାହିତ କରିପାରିବେ।

Cross references

ଲେବୀୟ ପୁସ୍ତକ 27:30

ଭୂମିର ଶସ୍ଯ ହେଉ କି ବୃକ୍ଷର ଫଳ ହେଉ, ଉତ୍ପନ୍ନ ଦ୍ରବ୍ଯର ଦଶମାଂଶ ସଦାପ୍ରଭୁଙ୍କର ହବେ। ତାହା ସଦାପ୍ରଭୁଙ୍କ ଉଦ୍ଦେଶ୍ଯ ରେ ପବିତ୍ର ହବେ।

ଗଣନା ପୁସ୍ତକ 18:8

ତା'ପରେ ସଦାପ୍ରଭୁ ହାରୋଣଙ୍କୁ କହିଲେ, ମାେତେ ଦିଆୟାଇଥିବା ଉପହାରର ଦାଯୀତ୍ବ ମୁଁ ତୁମ୍ଭକୁ ଦଲେି। ତୁମ୍ଭକୁ ଓ ତୁମ୍ଭର ବଂଶଧରମାନଙ୍କୁ ମୁଁ ଦେଉଥିବା ପବିତ୍ର ଦ୍ରବ୍ଯ ସମାନଙ୍କେର ଚିରସ୍ଥାଯୀ ଅଂଶ ହବେ।

ଗଣନା ପୁସ୍ତକ 18:26

ଲବେୀୟମାନଙ୍କୁ କହିବ, ଆମ୍ଭେ ତୁମ୍ଭମାନଙ୍କ ଅଧିକାରାର୍ଥେ ଇଶ୍ରାୟେଲର ଲୋକମାନଙ୍କଠାରୁ ଯେଉଁ ଏକ ଦଶମାଂଶ ତୁମ୍ଭମାନଙ୍କୁ ଦଲେୁ, ତାହା ଯେତବେେଳେ ତୁମ୍ଭେ ସମାନଙ୍କେଠାରୁ ଗ୍ରହଣ କରିବ ସେତବେେଳେ ତୁମ୍ଭମାନେେ ସଦାପ୍ରଭୁଙ୍କୁ ମାଟେ ପାଇଥିବାର ଏକ ଦଶମାଂଶ ଉତ୍ସର୍ଗ କରିବ।

ଦିତୀୟ ବିବରଣ 18:8

ଲବେୀୟମାନେ ଆପଣା ପୈତୃକ ଅଧିକାରର ମୂଲ୍ଯଛଡା ସମାନଙ୍କେ ସମାନ ଭୋଜନର ଅଂଶ ପାଇବେ।

ଦିତୀୟ ବଂଶାବଳୀ 31:16

ଏହି ବ୍ଯକ୍ତିଗଣ ଲବେୀୟ ବଂଶର ଇତିହାସ ରେ ନାମ ଲଖାେଥିବା ତିରିଶ ବର୍ଷୀଯଠାରୁ ଅଧିକ ବଯସ୍କ ପୁରୁଷଙ୍କ ଦ୍ବାରା ସଂଗୃହୀତ ବସ୍ତୁଗୁଡ଼ିକ ଦେଉଥିଲେ। ଏହି ସମସ୍ତ ପୁରୁଷମାନଙ୍କୁ ପ୍ରତ୍ଯହ ସବୋକାର୍ୟ୍ଯ କରିବା ନିମନ୍ତେ ସଦାପ୍ରଭୁଙ୍କ ମନ୍ଦିର ରେ ପ୍ରବେଶ କରିବାକୁ ପଡ଼ୁଥିଲା, ପ୍ରେତ୍ୟକକ ଦଳ ରେ ଲବେୀୟମାନଙ୍କର ସମାନଙ୍କେର ନିଜ ଦାଯିତ୍ବ ରହିଥିଲା।

ନିହିମିୟା 13:10

ମୁଁ ଜାଣିବାକୁ ପାଇଲି ଯେ, ଲବେୀୟମାନଙ୍କ ଅଂଶ ତାଙ୍କୁ ଦିଆୟାଇ ନଥିଲା। ତେଣୁ ଲବେୀୟମାନେ ଓ ଗାଯକମାନେ ଯେଉଁମାନେ ମନ୍ଦିର ରେ କାର୍ୟ୍ଯ କରୁଥିଲେ ପ୍ରେତ୍ୟକକ ନିଜ ନିଜ ଭୂମିକୁ ଫରେି ୟାଇଥିଲେ।

ନିହିମିୟା 13:12

ତେଣୁ ସମଗ୍ର ଯିହୁଦା ଶସ୍ଯର ଓ ନୂତନ ଦ୍ରାକ୍ଷାରସର ଓ ତୈଳର ଏକ ଦଶମାଂଶ ଭଣ୍ତାରକୁ ଆଣିଲେ।

ମଲାଖୀ 2:7

ଜଣେ ଯାଜକ ପରମେଶ୍ବରଙ୍କ ଶିକ୍ଷାସମୂହ ଜାଣିବା ଉଚିତ୍। ଲୋକମାନେ ଯାଜକମାନଙ୍କ ନିକଟକୁ ୟାଇ ପରମେଶ୍ବରଙ୍କ ଶିକ୍ଷାସମୂହ ଗ୍ରହଣ କରିବା ଉଚିତ୍। କାରଣ ଜଣେ ଯାଜକ ସର୍ବଶକ୍ତିମାନ୍ ସଦାପ୍ରଭୁଙ୍କର ଦୂତ ଅଟେ।

ମଲାଖୀ 3:8

ଉତ୍ତର ରେ ସର୍ବଶକ୍ତିମାନ୍ ସଦାପ୍ରଭୁ କହିଲେ,ତୁମ୍ଭମାନେେ ପରମେଶ୍ବରଙ୍କ ଦ୍ରବ୍ଯ ଗ୍ଭରେି କରିବା ବନ୍ଦ କର। ପରମେଶ୍ବରଙ୍କ ଦ୍ରବ୍ଯ ଗ୍ଭରେିକରିବା ଉଚିତ ନୁହେଁ। ମାତ୍ର ତୁମ୍ଭମାନେେ ଆମ୍ଭର ଦ୍ରବ୍ଯ ଗ୍ଭରେିକଲ।

ମଲାଖୀ 3:10

ସର୍ବଶକ୍ତିମାନ୍ ସଦାପ୍ରଭୁ କୁହନ୍ତି, ତୁମ୍ଭମାନଙ୍କ ଦ୍ରବ୍ଯର ଏକ ଦଶମାଂଶ ଆମ୍ଭ ଭଣ୍ତାରକୁ ଆଣ ୟଦ୍ବାରା କି ତୁମ୍ଭର ଗୃହ ରେ ୟଥେଷ୍ଟ ଖାଦ୍ୟ ରହିବ। ଆମ୍ଭକୁ ପରୀକ୍ଷା କର। ଯଦି ତୁମ୍ଭମାନେେ ଏହି କାର୍ୟ୍ଯ କର, ଆମ୍ଭେ ଆକାଶର ଝରକାସବୁ ଖାଲିଦେବୋ ଏବଂ ତୁମ୍ଭେ ଉପ ରେ ଆଶୀର୍ବାଦ ବୃଷ୍ଟି କରିବା। ପ୍ରେତ୍ୟକକ ଦିଗରୁ ତୁମ୍ଭମାନଙ୍କର ଦରକାରଠାରୁ ଅଧିକ ତୁମ୍ଭମାନେେ ଲାଭ କରିବ।

କରିନ୍ଥୀୟଙ୍କ ପ୍ରତି ପ୍ରଥମ ପତ୍ର 9:9

ମାଶାଙ୍କେ ବ୍ଯବସ୍ଥା ରେ ଲଖାେ ଅଛି : ଖଳା ରେ ବେଙ୍ଗଳା ବୁଲାଇଲା ବେଳେ ବଦଳର ମୁହଁ ବାନ୍ଧ ନାହିଁ। ପରମେଶ୍ବର ଏହା କ'ଣ କବଳେ ବଳଦଙ୍କ ବିଷୟ ରେ କହିଲେ ? ନା।

ଗାଲାତୀୟଙ୍କ ପ୍ରତି ପତ୍ର 6:6

ଯେଉଁ ଲୋକ ପରମେଶ୍ବରଙ୍କ ବାକ୍ଯର ଶିକ୍ଷା କରୁଛି, ସେ ନିଜର ଶିକ୍ଷକଙ୍କୁ ତା' ନିକଟରେ ଥିବା ସମସ୍ତ ଭଲ ବିଷୟ ଗୁଡ଼ିକର ସହଭାଗୀ କରାଉ।

Interlinear

Choose Theme