Home Bibles ଦିତୀୟ ବଂଶାବଳୀ 32:11 · ଓଡ଼ିଆ ବାଇବେଲ
ଦିତୀୟ ବଂଶାବଳୀ 32:11 · ଓଡ଼ିଆ ବାଇବେଲ

ହିଜକିଯ ତୁମ୍ଭମାନଙ୍କୁ ପ୍ରତାରଣା କରୁଅଛି। ତୁମ୍ଭମାନେେ ଯେପରି କ୍ଷୁଧା ଓ ତୃଷା ରେ ମୃତ୍ଯୁବରଣ କରିବ ; ଏଥିନିମନ୍ତେ ତୁମ୍ଭମାନଙ୍କୁ କୌଶଳକ୍ରମେ ୟିରୁଶାଲମ ରେ ରଖାଯାଉଅଛି। ହିଜକିଯ ତୁମ୍ଭଙ୍କୁ କ ହେ, ସଦାପ୍ରଭୁ ଆମ୍ଭମାନଙ୍କ ପରମେଶ୍ବର ଆମ୍ଭମାନଙ୍କୁ ଅଶୂରର ରାଜାର ହସ୍ତରୁ ରକ୍ଷା କରିବେ।

Cross references

ଦିତୀୟ ରାଜାବଳୀ 18:27

କିନ୍ତୁ ଆଦେଶକାରୀ ସମାନଙ୍କେୁ କହିଲେ, ମାରେ ମହାଶୟ କବଳେ ତୁମ୍ଭର ମହାଶୟଙ୍କୁ ଓ ତୁମ୍ଭକୁ ଏସବୁ କଥା କହିବା ପାଇଁ ପଠାଇ ନାହାନ୍ତି। ପ୍ରାଚୀର ଉପରେ ବସିଥିବା ଲୋକମାନଙ୍କୁ ମଧ୍ଯ ମୁଁ କହିବି। ମୁଁ ସମାନଙ୍କେୁ ଜଣାଇଦବୋକୁ ଗ୍ଭ ହେଁ ଯେ, ସମାନେେ ତୁମ୍ଭମାନଙ୍କ ସହିତ ସମାନଙ୍କେର ବିଷ୍ଠା ଖାଇବେ ଓ ସମାନଙ୍କେର ମୂତ୍ର ପିଇବେ।

ଦିତୀୟ ରାଜାବଳୀ 18:30

ହିଜକିଯ ତୁମ୍ଭର ବିଶ୍ବାସ ସଦାପ୍ରଭୁଙ୍କଠା ରେ ନଜନ୍ମାଉ, ହିଜକିଯ କ ହେ, 'ସଦାପ୍ରଭୁ ଆମ୍ଭମାନଙ୍କୁ ରକ୍ଷା କରିବେ। ଅଶୂରର ରାଜା ଏହି ନଗରକୁ ପରାସ୍ତ କରି ପାରିବ ନାହିଁ।'

ଦିତୀୟ ରାଜାବଳୀ 19:10

ତୁମ୍ଭମାନେ ଯିହୁଦାର ରାଜା ହିଜକିଙ୍କୁ ଏହିକଥା କହିବ,

ଦିତୀୟ ବଂଶାବଳୀ 32:15

ତୁମ୍ଭମାନଙ୍କୁ ମୂର୍ଖ ବନଇବୋ ଓ ପ୍ରତାରଣା କରିବାକୁ ହିଜକିଯଙ୍କୁ ଦିଅ ନାହିଁ। ତାହାକୁ ଆଦୌ ବିଶ୍ବାସ କର ନାହିଁ, କାରଣ କୌଣସି ରାଜ୍ଯ ବା କୌଣସି ଦେଶ ତାହାର ଲୋକମାନଙ୍କୁ ମାେ'ଠାରୁ ବା ମାରେପୂର୍ବପୁରୁଷମାନଙ୍କଠାରୁ ରକ୍ଷା କରିପାରି ନାହିଁ। ତେଣୁ ତୁମ୍ଭମାନଙ୍କ ପରମେଶ୍ବର ଯେ ତୁମ୍ଭମାନଙ୍କୁ ବିନଷ୍ଟ କରିବାରୁ ମାେତେ ରୋକିପାରିବ, ଏହା ଆଦୌ ଭାବ ନାହିଁ।'

ଗୀତସଂହିତା 3:2

ବହୁତ ଲୋକ ମାେ ବିରୁଦ୍ଧରେ କଥା ହେଉଛନ୍ତି। ସହେି ଲୋକମାନେ କହୁଛନ୍ତି, ପରମେଶ୍ବର ତାକୁ ରକ୍ଷା କରିପାରିବେ ନାହିଁ।

ଗୀତସଂହିତା 11:1

ମୁଁ ସର୍ବଦା ସଦାପ୍ରଭୁଙ୍କ ଆଶ୍ରଯ ନିଏ। ତଣେୁ କାହିଁକି ମାେତେ ଲୁଚିବାକୁ କହୁଅଛ, ପକ୍ଷୀ ପରି ଆପଣା ପର୍ବତକୁ ଉଡ଼ିୟାଅ ?

ଗୀତସଂହିତା 22:8

ସମାନେେ ମାେତେ କହନ୍ତି, ତୁମ୍ଭେ ସଦାପ୍ରଭୁଙ୍କୁ ସାହାୟ୍ଯ ପାଇଁ ଡ଼ାକ, ସେ ତୁମ୍ଭକୁ ଉଦ୍ଧାର କରିପାରନ୍ତି। ୟଦି ସେ ତୁମ୍ଭକୁ ପ୍ରକୃତରେ ଭଲ ପାଉଥାନ୍ତି ତବେେ ନିଶ୍ଚଯ ତୁମ୍ଭକୁ ସାହାୟ୍ଯ କରିବାକୁ ଆଗଇେ ଆସିବେ।

ଗୀତସଂହିତା 42:10

ମାରେ ଶତ୍ରୁମାନେ ନିରନ୍ତର ମାେତେ ଅପମାନିତ କରନ୍ତି ଓ ଏକ ଶକ୍ତ ଚାପୁଡ଼ା ଦିଅନ୍ତି, ଯେତବେେଳେ ସମାନେେ ମାେତେ ପଚାରନ୍ତି, ତୁମ୍ଭର ପରମେଶ୍ବର କେଉଁଠାରେ ଅଛନ୍ତି ? ସେ କ'ଣ ତୁମ୍ଭକୁ ଉଦ୍ଧାର କରିବାକୁ ଆସୁଛନ୍ତି?

ଗୀତସଂହିତା 71:11

ମାରେ ଶତ୍ରୁମାନେ କହିଲେ, ତାଙ୍କୁ ଅନୁଧାବନ କର ଏବଂ ଧରିଆଣ। ପରମେଶ୍ବର ତାଙ୍କୁ କରିତ୍ଯାଗ କରିଛନ୍ତି। ତଣେୁ ତାଙ୍କୁ କୌଣସି ଲୋକ ଉଦ୍ଧାର କରିବେ ନାହିଁ।

ଯିଶାଇୟ 36:12

ମାତ୍ର ରବଶାକି କହିଲା, ମାରେ ପ୍ରଭୁ କ'ଣ ମାେତେ ତୁମ୍ଭମାନଙ୍କୁ ଓ ତୁମ୍ଭର ପୁତ୍ରଙ୍କୁ କହିବା ପାଇଁ ପଠାଇଛନ୍ତି ? ସେ କ'ଣ ମାେତେ ତୁମ୍ଭମାନଙ୍କ ସହିତ ଯେଉଁମାନେ ଆପଣା ଆପଣା ବିଷ୍ଠା ଖାଉଛନ୍ତି ଓ ମୂତ୍ର ପାନ କରୁଛନ୍ତି, ସମାନଙ୍କେ ନିକଟକୁ ପଠାଇ ନାହାଁନ୍ତି ?'

ଯିଶାଇୟ 36:18

ହିଜକିଯ ତୁମ୍ଭମାନଙ୍କ ପାଇଁ ଯେପରି ଦୁଃଖ ନ ମଣାଏ, ସେଥିପାଇଁ ଧ୍ଯାନ ଦିଅ। ସେ କୁହନ୍ତି, ସଦାପ୍ରଭୁ ଆମ୍ଭମାନଙ୍କୁ ଉଦ୍ଧାର କରିବେ।' ମାତ୍ର କୌଣସି ଗୋଷ୍ଠୀଯମାନଙ୍କର ଦବେତାଗଣ ମଧ୍ଯରୁ କୌଣସି ଦବେତା କ'ଣ ଅଶୂରୀଯ ରାଜାଙ୍କ ହସ୍ତରୁ ଆପଣା ଦେଶକୁ ଉଦ୍ଧାର କରିଅଛ ? ନା।

ମାଥିଉଲିଖିତ ସୁସମାଚାର 27:43

ସେ ପରମେଶ୍ବରଙ୍କଠା ରେ ବିଶ୍ବାସ କରୁଥିଲେ। ଯଦି ପ୍ରକୃତ ରେ ପରମେଶ୍ବର ତାହାଙ୍କୁ ଚାହୁଁଥାଆନ୍ତି, ତବେେ ସେ ତାହାଙ୍କୁ ବର୍ତ୍ତମାନ ରକ୍ଷା କରନ୍ତୁ। ସେ ନିଜେ କହୁଥିଲେ, 'ମୁଁ ପରମେଶ୍ବରଙ୍କ ପୁତ୍ର।'

Interlinear

Choose Theme