Home Bibles ଦିତୀୟ ବଂଶାବଳୀ 32:15 · ଓଡ଼ିଆ ବାଇବେଲ
ଦିତୀୟ ବଂଶାବଳୀ 32:15 · ଓଡ଼ିଆ ବାଇବେଲ

ତୁମ୍ଭମାନଙ୍କୁ ମୂର୍ଖ ବନଇବୋ ଓ ପ୍ରତାରଣା କରିବାକୁ ହିଜକିଯଙ୍କୁ ଦିଅ ନାହିଁ। ତାହାକୁ ଆଦୌ ବିଶ୍ବାସ କର ନାହିଁ, କାରଣ କୌଣସି ରାଜ୍ଯ ବା କୌଣସି ଦେଶ ତାହାର ଲୋକମାନଙ୍କୁ ମାେ'ଠାରୁ ବା ମାରେପୂର୍ବପୁରୁଷମାନଙ୍କଠାରୁ ରକ୍ଷା କରିପାରି ନାହିଁ। ତେଣୁ ତୁମ୍ଭମାନଙ୍କ ପରମେଶ୍ବର ଯେ ତୁମ୍ଭମାନଙ୍କୁ ବିନଷ୍ଟ କରିବାରୁ ମାେତେ ରୋକିପାରିବ, ଏହା ଆଦୌ ଭାବ ନାହିଁ।'

Cross references

ଯାତ୍ରା ପୁସ୍ତକ 5:2

କିନ୍ତୁ ଫାରୋ କହିଲେ, ସଦାପ୍ରଭୁ କିଏ? ମୁଁ କାହିଁକି ତାଙ୍କୁ ମାନିବି? ମୁଁ କାହିଁକି ଇଶ୍ରାୟେଲୀୟମାନଙ୍କୁ ୟିବାକୁ ଦବେି? ସଦାପ୍ରଭୁ କିଏ ମୁଁ ତାହା ଜାଣେ ନାହିଁ। ତେଣୁ ମୁଁ ଇଶ୍ରାୟେଲୀୟମାନଙ୍କୁ ୟିବାକୁ ଦବେି ନାହିଁ।

ଯାତ୍ରା ପୁସ୍ତକ 10:10

ଫାରୋ ସମାନଙ୍କେୁ କହିଲେ, ସଦାପ୍ରଭୁ ତୁମ୍ଭ ସହିତ ରହିବା ଉଚିତ୍, ଯଦି ମୁଁ ତୁମ୍ଭର ପିଲାମାନଙ୍କୁ ତୁମ୍ଭ ସହିତ ୟିବାକୁ ଦିଏ! ଦେଖ, ତୁମ୍ଭମାନେେ ତୁମ୍ଭ ନିଜ ପାଇଁ ଅସୁବିଧା କରୁଛ।

ପ୍ରଥମ ରାଜାବଳୀ 22:22

ସଦାପ୍ରଭୁ କହିଲେ, 'ତୁମ୍ଭେ କିପରି ତାକୁ ପ୍ରତାରଣା କରିବ?' ସ୍ବର୍ଗଦୂତ ଉତ୍ତର ଦଲୋ, 'ମୁଁ ସମସ୍ତ ଭବିଷ୍ଯଦ୍ବକ୍ତାଙ୍କୁ ଦ୍ବନ୍ଦ ରେ ପକାଇବି। ମୁଁ ସମାନଙ୍କେୁ ରାଜାଙ୍କ ନିକଟରେ ମିଛ କୁହାଇବି।' ସଦାପ୍ରଭୁ କହିଲେ, 'ଉତ୍ତମ, ୟାଅ, ତାକୁ କୌଶଳ ରେ ଠକିବାକୁ ଚେଷ୍ଟା କର। ଏଥି ରେ ତୁମ୍ଭେ କୃତକାର୍ୟ୍ଯ ହବେ।'

ଦିତୀୟ ରାଜାବଳୀ 18:29

ରାଜା ଏହି କଥା କହିନ୍ତି, 'ତୁମ୍ଭମାନଙ୍କୁ ଧୋକା ଦବୋକୁ ହିଜକିଯକୁ ପ୍ରଶଯ ଦିଅ ନାହିଁ। କାରଣ ସେ ତୁମ୍ଭମାନଙ୍କୁ ମାେ ହସ୍ତରୁ ଉଦ୍ଧାର କରି ପାରିବ ନାହିଁ।'

ଦିତୀୟ ରାଜାବଳୀ 19:10

ତୁମ୍ଭମାନେ ଯିହୁଦାର ରାଜା ହିଜକିଙ୍କୁ ଏହିକଥା କହିବ,

ଦିତୀୟ ବଂଶାବଳୀ 32:11

ହିଜକିଯ ତୁମ୍ଭମାନଙ୍କୁ ପ୍ରତାରଣା କରୁଅଛି। ତୁମ୍ଭମାନେେ ଯେପରି କ୍ଷୁଧା ଓ ତୃଷା ରେ ମୃତ୍ଯୁବରଣ କରିବ ; ଏଥିନିମନ୍ତେ ତୁମ୍ଭମାନଙ୍କୁ କୌଶଳକ୍ରମେ ୟିରୁଶାଲମ ରେ ରଖାଯାଉଅଛି। ହିଜକିଯ ତୁମ୍ଭଙ୍କୁ କ ହେ, ସଦାପ୍ରଭୁ ଆମ୍ଭମାନଙ୍କ ପରମେଶ୍ବର ଆମ୍ଭମାନଙ୍କୁ ଅଶୂରର ରାଜାର ହସ୍ତରୁ ରକ୍ଷା କରିବେ।

ଯିଶାଇୟ 36:18

ହିଜକିଯ ତୁମ୍ଭମାନଙ୍କ ପାଇଁ ଯେପରି ଦୁଃଖ ନ ମଣାଏ, ସେଥିପାଇଁ ଧ୍ଯାନ ଦିଅ। ସେ କୁହନ୍ତି, ସଦାପ୍ରଭୁ ଆମ୍ଭମାନଙ୍କୁ ଉଦ୍ଧାର କରିବେ।' ମାତ୍ର କୌଣସି ଗୋଷ୍ଠୀଯମାନଙ୍କର ଦବେତାଗଣ ମଧ୍ଯରୁ କୌଣସି ଦବେତା କ'ଣ ଅଶୂରୀଯ ରାଜାଙ୍କ ହସ୍ତରୁ ଆପଣା ଦେଶକୁ ଉଦ୍ଧାର କରିଅଛ ? ନା।

ଯିହିଜିକଲ 35:13

ତୁମ୍ଭମାନେେ ଗର୍ବିତ ହାଇେ ମାେ ବିରୁଦ୍ଧ ରେ କହିଅଛ। ତୁମ୍ଭମାନେେ ତାହା ବାରମ୍ବାର କହିଛ, ଆଚ୍ଛା ! ମୁଁ ତାହା ଶୁଣିଅଛି।

ଦାନିଏଲ 3:15

ଯେତବେେଳେ ଶିଙ୍ଗା, ବଂଶୀ, ବୀଣା, ଚତୁସ୍ତନ୍ତ୍ରୀ, ନବେଲ, ମୃଦଙ୍ଗ ଓ ସବୁପ୍ରକାର ବାଦ୍ଯ ଶୁଣ, ତୁମ୍ଭମାନେେ ସୁବର୍ଣ୍ଣ ପ୍ରତିମାକୁ ମୁଣ୍ତ ନୁଆଁଇ ପ୍ରଣାମ କରିବ। ଯଦି ତୁମ୍ଭମାନେେ ପୂଜା ନକର ତବେେ ତୁମ୍ଭମାନଙ୍କୁ ଜ୍ବଳନ୍ତ ଅଗ୍ନି କୁମ୍ତ ରେ ଫିଙ୍ଗା ୟିବ। ଆଉ ଏପରି କୌଣସି ଦବେତା ନାହିଁନ୍ତି ଯେ କି ମାଠାରୁେ ତୁମ୍ଭମାନଙ୍କୁ ଉଦ୍ଧାର କରିବ।

ଯୋହନଲିଖିତ ସୁସମାଚାର 19:10

ପୀଲାତ କହିଲେ, ତୁମ୍ଭେ କ'ଣ ମାେ ସହିତ କଥା କହିବ ନାହିଁ? ମନରେଖ, ତୁମ୍ଭକୁ ମୁକ୍ତି ଦବୋକୁ କି କୃଶ ରେ ଚଢାଇବାକୁ ମଧ୍ଯ ଆମ୍ଭର କ୍ଷମତା ଅଛି।

ରେରିତମାନଙ୍କ କାର୍ଯ୍ୟର ବିବରଣ 19:26

ତୁମ୍ଭମାନେେ ଦେଖୁଛ ଓ ଶୁଣୁଛ ଯେ, ଏହି ପାଉଲ କବଳେ ଏଫିସ ନଗର ରେ ନୁହେଁ, ପୁରା ଏସିଆ ରେ ଲୋକମାନଙ୍କୁ ମତଇେ ପ୍ରଭାବିତ କରୁଛି। ସେ କହୁଛି ଯେ, ମନୁଷ୍ଯର ହାତ ତିଆରି ଦବେତାମାନେ ପ୍ରକୃତ ଦବେତା ନୁହଁନ୍ତି।

ଗାଲାତୀୟଙ୍କ ପ୍ରତି ପତ୍ର 1:10

ତୁମ୍ଭମାନେେ କ'ଣ ଭାବୁଛ ଯେ, ଲୋକେ ମାେତେ ଯେପରି ଗ୍ରହଣ ଓ ସମର୍ଥନ କରନ୍ତି ସେଥିପାଇଁ ମୁଁ ଚେଷ୍ଟା କରୁଛି ? ନା! ଜଣେ ପରମେଶ୍ବର ଅଛନ୍ତି, ମୁଁ କବଳେ ତାହାଙ୍କୁ ପ୍ରସନ୍ନ କରିବା ପାଇଁ ଚେଷ୍ଟା କରୁଛି। ମୁଁ ଯଦି ମଣିଷମାନଙ୍କୁ ପ୍ରସନ୍ନ କରିବା ପାଇଁ ଚେଷ୍ଟା କରୁଥାନ୍ତି, ତବେେ ଖ୍ରୀଷ୍ଟଙ୍କର ସବେକ ହାଇେ ନ ଥାନ୍ତି।

Interlinear

Choose Theme