ଦିତୀୟ ବଂଶାବଳୀ 32:16 · ଓଡ଼ିଆ ବାଇବେଲ
ଅଶୂର ରାଜାର ଭୃତ୍ଯମାନେ ସଦାପ୍ରଭୁ ପରମେଶ୍ବର ଓ ପରମେଶ୍ବରଙ୍କ ଦାସ ହିଜକିଯଙ୍କ ବିରୁଦ୍ଧ ରେ ଆହୁରି ଜଘନ୍ଯ କଥାସବୁ କହିଲେ।
Cross references
ଆୟୁବ ପୁସ୍ତକ 15:25
କାହିଁକି ? କାରଣ ଦୁଷ୍ଟ ବ୍ଯକ୍ତି ପରମେଶ୍ବରଙ୍କ ଆଦେଶକୁ ପ୍ରତ୍ଯାଖ୍ଯାନ କରେ। ସେ ପରମେଶ୍ବରଙ୍କ ବିରୁଦ୍ଧ ରେ ହସ୍ତ ଉଠାଏ ଏବଂ ସର୍ବଶକ୍ତିମାନ ପରମେଶ୍ବରଙ୍କୁ ପରାସ୍ତ କରିବାକୁ ପ୍ରଯାସ କରେ।
ଗୀତସଂହିତା 73:9
ସହେି ଗର୍ବୀ ଲୋକମାନେ ନିଜକୁ ଦବେତା ବୋଲି ଭାବନ୍ତି। ସମାନେେ ଭାବନ୍ତି ସମାନେେ ହେଉଛନ୍ତି ଏହି ଭୂଖଣ୍ଡର ଅଧିପତି।
ଯୋହନଲିଖିତ ସୁସମାଚାର 15:21
ଲୋକମାନେ ମାେ ଯୋଗୁଁ ତୁମ୍ଭ ପ୍ରତି ଏଭଳି ବ୍ଯବହାର କରିବେ। କାରଣ ସମାନେେ ମାରେ ପ୍ ରରଣୋକର୍ତ୍ତାଙ୍କୁ ଜାଣନ୍ତି ନାହିଁ।