Home Bibles ଦିତୀୟ ବଂଶାବଳୀ 32:22 · ଓଡ଼ିଆ ବାଇବେଲ
ଦିତୀୟ ବଂଶାବଳୀ 32:22 · ଓଡ଼ିଆ ବାଇବେଲ

ଏହି ପ୍ରକା ରେ ସଦାପ୍ରଭୁ ହିଜକିଯ ଓ ୟିରୁଶାଲମର ଲୋକମାନଙ୍କୁ ଅଶୂରର ରାଜା ସନ୍ ହେ ରୀବ୍ ଓ ଅନ୍ୟ ସମସ୍ତ ଲୋକଙ୍କ ଠାରୁ ରକ୍ଷା କଲେ। ଲୋକମାନଙ୍କୁ ରକ୍ଷା କଲେ। ସଦାପ୍ରଭୁ ସମାନଙ୍କେୁ ସବୁ ପ୍ରକାର ଧମକରୁ ଉଦ୍ଧାର କଲେ।

Cross references

ଗୀତସଂହିତା 18:48

ହେ ସଦାପ୍ରଭୁ, ତୁମ୍ଭେ ମାେତେ ଶତ୍ରୁମାନଙ୍କ କବଳରୁ ରକ୍ଷା କରିଅଛ। ଯେଉଁମାନେ ମାେ ବିରୁଦ୍ଧରେ ଲାଗିଥିଲେ ତାଙ୍କୁ ପରାସ୍ତ କରି ମାେତେ ସାହାୟ୍ଯ କରିଛ। ତୁମ୍ଭେ ନିଷ୍ଠୁର ଲୋକମାନଙ୍କ କବଳରୁ ମାେତେ ବଞ୍ଚାଇଛ।

ଗୀତସଂହିତା 37:39

ସଦାପ୍ରଭୁ ସର୍ବଦା ଧାର୍ମିକ ଲୋକକୁ ରକ୍ଷା କରନ୍ତି। ସଦାପ୍ରଭୁ ହିଁ ସହେି ଧାର୍ମିକ ଲୋକମାନଙ୍କର ସଂକଟ ସମଯରେ ଏକମାତ୍ର ବଳ। ଯେତବେେଳେ ସମାନେେ ଅସୁବିଧାରେ ପଡ଼ନ୍ତି।

ଗୀତସଂହିତା 48:14

ଏହି ପରମେଶ୍ବର ହିଁ ଆମ୍ଭର ଚିରକାଳ ଲାଗି ପରମେଶ୍ବର ଅଟନ୍ତି। ସେ ଚିରକାଳ ଲାଗି ଆମ୍ଭକୁ ପଥ ପ୍ରଦର୍ଶନ କରିବେ।

ଗୀତସଂହିତା 71:20

ତୁମ୍ଭେ ମାେ ପାଇଁ ବହୁତ ଖରାପ ସମୟ ଓ ଅସୁବିଧା ଦଇେଛ। ମାେ ଜୀବନକୁ ପୁନଃସ୍ଥାପନ କର। ଯେତବେେଳେ ମୁଁ ପ୍ରାଯ ମୃତ ପରି ଥିଲି, ମାେ ଜୀବନକୁ ରକ୍ଷା କଲ।

ଗୀତସଂହିତା 73:24

ହେ ପରମେଶ୍ବର, ତୁମ୍ଭେ ମାେତେ ଆଗଇେ ନଇେଛ। ତୁମ୍ଭେ ମାେତେ ସୁନ୍ଦର ଉପଦେଶ ଦଇେଅଛ ଓ ଶଷେରେ ତୁମ୍ଭେ ମାେତେ ଗୌରବରେ ଗ୍ରହଣ କରିବ।

ଗୀତସଂହିତା 144:10

ହେ ସଦାପ୍ରଭୁ, ତୁମ୍ଭ ରାଜାମାନଙ୍କୁ ସମାନଙ୍କେ ୟୁଦ୍ଧରେ ବିଜଯୀ କରାଅ। ସଦାପ୍ରଭୁ, ତୁମ୍ଭେ ଆପଣା ସବେକ ଦାଉଦଙ୍କୁ ଶତ୍ରୁ ଖଡ୍ଗର ସମ୍ମୁଖରୁ ଉଦ୍ଧାର କର।

ଯିଶାଇୟ 10:24

ମାରେ ପ୍ରଭୁ ସର୍ବଶକ୍ତମାନ ସଦାପ୍ରଭୁ କହନ୍ତି, ହେ ମାରେ ସିୟୋନ ନିବାସୀଗଣ, ତୁମ୍ଭମାନେେ ଅଶୂରକୁ ଭୟ କର ନାହିଁ, ୟଦ୍ଯପି ଅତୀତ ରେ ମିଶର ତୁମ୍ଭମାନଙ୍କୁ ୟଷ୍ଟି ରେ ପ୍ରହାର କଲାପରି ଅଶୂର ତୁମ୍ଭମାନଙ୍କୁ ପ୍ରହାର କରିବ।

ଯିଶାଇୟ 31:4

ସଦାପ୍ରଭୁ ମାେତେ କହିଲେ, ଯେତବେେଳେ ସିଂହ ଓ ୟୁବା ସିଂହ ଶିକାର ଧ ରେ ଓ ସହେି ମୃତ ପ୍ରାଣୀ ଉପ ରେ ସେତବେେଳେ ବହୁ ମଷେପାଳକ ତା ବିରୁଦ୍ଧ ରେ ଗର୍ଜନ କଲେ ହେଁ ସେ କବେେ ଭୟଭୀତ ହୁଏ ନାହିଁ।'

ଯିଶାଇୟ 33:22

ତୁମ୍ଭମାନେେ ଜାହାଜର ମାସ୍ତୁଲକୁ ଶକ୍ତ କରିବ ନାହିଁ। ତୁମ୍ଭମାନେେ ତୁମ୍ଭର ଜାହାଜକୁ ଖାଲିବୋକୁ କ୍ଷମ ହବେ ନାହିଁ। କାରଣ ସଦାପ୍ରଭୁ ଆମ୍ଭମାନଙ୍କର ବିଚାରକର୍ତ୍ତା, ସଦାପ୍ରଭୁ ଆମ୍ଭମାନଙ୍କର ବ୍ଯବସ୍ଥାପକ, ସଦାପ୍ରଭୁ ଆମ୍ଭମାନଙ୍କର ରାଜା, ସେ ଆମ୍ଭମାନଙ୍କୁ ପରିତ୍ରାଣ କରିବେ।

ଯିଶାଇୟ 58:11

ଆଉ ମଧ୍ଯ ସଦାପ୍ରଭୁ ତୁମ୍ଭକୁ ସର୍ବଦା ବାଟ କଢ଼ାଇ ନବେେ। ମରୁଭୂମିରେ ତୁମ୍ଭର ଅଭାବ ତୃପ୍ତ କରିବେ। ସେ ତୁମ୍ଭର ଅସ୍ଥିଗୁଡ଼ିକୁ ବଳିଷ୍ଠ କରିବେ। ତହିଁରେ ତୁମ୍ଭେ ଜଳସିକ୍ତ ଉଦ୍ୟାନତୁଲ୍ଯ କିମ୍ବା ଜଳପୂର୍ଣ୍ଣ ଝରଣା ସଦୃଶ ହବେ।

ହୋଶେୟ 1:7

କିନ୍ତୁ ଆମ୍ଭେ ଯିହୁଦାର ଲୋକଙ୍କୁ ଦୟା ଦଖାଇବୋ। ଆମ୍ଭେ ଯିହୁଦା ଦେଶକୁ ରକ୍ଷା କରିବା। ଆମ୍ଭେ ସମାନଙ୍କେୁ ରକ୍ଷା କରିବାକୁ ଖଣ୍ତା କି ଧନୁ ବ୍ଯବହାର କରିବା ନାହିଁ। ଆମ୍ଭେ ସମାନଙ୍କେୁ ରକ୍ଷା କରିବାକୁ ୟୁଦ୍ଧ ରେ ଅଶ୍ବ କି ସୈନ୍ଯ ବ୍ଯବହାର କରିବା ନାହିଁ। ଆମ୍ଭେ ସମାନଙ୍କେୁ ଆମ୍ଭ ନିଜ ଶକ୍ତି ବଳ ରେ ରକ୍ଷା କରିବା।

ଯୋହନଲିଖିତ ସୁସମାଚାର 16:13

କିନ୍ତୁ ଯେତବେେଳେ ସତ୍ଯମୟ ଆତ୍ମା ଆସିବେ, ସେତବେେଳେ ସେ ତୁମକୁ ସମସ୍ତ ସତ୍ଯ ପଥରେ କଢାଇନବେେ। ସେ ତାହାଙ୍କ ନିଜର କଥା କହିବେ ନାହିଁ। ସେ କବଳେ ଯାହା ଶୁଣିବେ, ତାହା କହିବେ। ସେ ତୁମକୁ ଭବିଷ୍ଯତର ଘଟଣା ବିଷୟ ରେ କହିବେ।

ଥେସଲନୀକୀୟଙ୍କ ପ୍ରତି ଦ୍ୱିତୀୟ ପତ୍ର 3:5

ଖ୍ରୀଷ୍ଟଙ୍କର ର୍ଧୈୟ୍ଯ ଓ ପରମେଶ୍ବରଙ୍କ ପ୍ ରମେ ପଥରେ ତୁମ୍ଭମାନଙ୍କ ହୃଦୟ ଅଗ୍ରସର ହବୋ ନିମନ୍ତେ ସେ ତୁମ୍ଭମାନଙ୍କୁ ପରିଚାଳିତ କରିବେ ବୋଲି ଆମ୍ଭେ ପ୍ରାର୍ଥନା କରୁଛୁ।

Interlinear

Choose Theme