Home Bibles ☰ Books ଦିତୀୟ ବଂଶାବଳୀ 32:6 · ଓଡ଼ିଆ ବାଇବେଲ
ଦିତୀୟ ବଂଶାବଳୀ 32:6 · ଓଡ଼ିଆ ବାଇବେଲ

ଲୋକମାନଙ୍କର ଦାଯିତ୍ବ ନବୋ ନିମନ୍ତେ ହିଜକିଯ ୟୁଦ୍ଧର ପଦାଧିକାରୀମାନଙ୍କୁ ମନୋନୀତ କଲେ। ନଗରଦ୍ବାର ନିକଟସ୍ଥ ଉନ୍ମୁକ୍ତ ସ୍ଥାନ ରେ ସେ ସହେି ପଦାଧିକାରୀମାନଙ୍କୁ ସାକ୍ଷାତ କଲେ। ସେ କହିଲେ,

Cross references

ଆଦି ପୁସ୍ତକ 34:3

ଏହାପରେ ଶିଖିମ ଦୀଣାର ପ୍ ରମେ ରେ ପଡ଼ିଗଲା ଓ ତାକୁ ବିବାହ ହବୋକୁ ଚାହିଁଲା।

ପ୍ରଥମ ବଂଶାବଳୀ 27:3

ୟାଶବିଯାମ ପରେସଙ୍କ ପରିବାରର ଜଣେ ଥିଲେ। ୟାରବିଯାମ ପ୍ରଥମ ମାସ ନିମନ୍ତେ ସମସ୍ତ ସନୋଧ୍ଯକ୍ଷମାନଙ୍କର ନେତା ଥିଲେ।

ଦିତୀୟ ବଂଶାବଳୀ 17:14

ସହେି ସୈନ୍ଯମାନଙ୍କୁ ସମାନଙ୍କେ ପରିବାରବର୍ଗ ରେ ତାଲିକାଭୁକ୍ତ କରାଗଲା। ୟିରୁଶାଲମ ରେ ଅବସ୍ଥାପିତ ସହେି ସୈନ୍ଯମାନଙ୍କର ତାଲିକା ଏହି :

ଦିତୀୟ ବଂଶାବଳୀ 30:22

ସଦାପ୍ରଭୁଙ୍କ ସବୋକାର୍ୟ୍ଯ କିପରି କରିବାକୁ ହବେ, ଏହା ଯେଉଁ ଲବେୀୟମାନେ ଜାଣିଥିଲେ, ସମାନଙ୍କେୁ ରାଜା ହିଜକିଯ ଉତ୍ସାହିତ କଲେ। ଲୋକମାନେ ସାତଦିନ ପର୍ୟ୍ଯନ୍ତ ଉତ୍ସବ ପାଳନ କଲେ ଓ ବଳି ଉତ୍ସର୍ଗ କଲେ। ସମାନେେ ସମାନଙ୍କେ ପୂର୍ବପୁରୁଷମାନଙ୍କର ସଦାପ୍ରଭୁ ପରମେଶ୍ବରଙ୍କର ଧନ୍ଯବାଦ ଓ ପ୍ରଶଂସା କଲେ।

ଏଜ୍ରା 10:9

ତେଣୁ ଯିହୁଦା ଓ ବିନ୍ଯାମିନର ସମଗ୍ର ଲୋକ ତିନିଦିନ ମଧିଅରେ ୟିରୁଶାଲମ ରେ ଏକତ୍ରୀତ ହେଲ। ସହେିଦିନ ନବମ ମାସର ବିଂଶତିତମ ଦିନ ଥିଲା। ଆଉ ସମସ୍ତ ଲୋକେ ପରମେଶ୍ବରଙ୍କ ଗୃହର ସମ୍ମୁଖସ୍ଥ ଛକରେ ବସି ଉକ୍ତ ବିଷଯ ଓ ମହାବୃଷ୍ଟି ସକାଶୁ କମ୍ପିତ ହୋଉଥିଲେ।

ନିହିମିୟା 8:1

ତେଣୁ ସମସ୍ତ ଲୋକମାନେ ଜଳଦ୍ବାର ନିକଟରେ ଥିବା ଛକରେ ଏକମନ ରେ ଏକତ୍ରୀତ ହେଲେ। ସଦାପ୍ରଭୁ ଇଶ୍ରାୟେଲକୁ ମାଶାଙ୍କେର ଯେଉଁ ବ୍ଯବସ୍ଥା ପୁସ୍ତକ ଆଜ୍ଞା କରିଥିଲେ, ତାହା ଆଣିବା ପାଇଁ ସମାନେେ ଏଜ୍ରା ଲିପିକାରଙ୍କୁ କହିଲେ।

ନିହିମିୟା 8:16

ତହିଁରେ ଲୋକମାନେ ବାହା ରେ ୟାଇ ତାହା ସବୁ ଆଣି ଆପଣା ପାଇଁ ପତ୍ର କୁଟୀର ନିର୍ମାଣ କଲେ। ପ୍ରେତ୍ୟକକ ନିଜ ନିଜ ଗୃହର ଛାତ ଉପରେ ଓ ପ୍ରାଙ୍ଗଣ ରେ ପରମେଶ୍ବରଙ୍କ ଗୃହର ସବୁ ପ୍ରାଙ୍ଗଣ ରେ ଓ ଜଳ ଦ୍ବାର ଛକରେ ଓ ଇଫ୍ରଯିମ ଦ୍ବାର ଛକରେ ଅସ୍ଥାଯୀ କୁଟୀର ନିର୍ମାଣ କଲେ।

ଯିଶାଇୟ 40:2

ତୁମ୍ଭମାନେେ ୟିରୁଶାଲମକୁ ଦୟାପୂର୍ଣ୍ଣ ମଧୁର ବାକ୍ଯ କୁହ। ତାହାର ସଂଗ୍ରାମ ଶଷେ ହାଇେଛି ଓ ତାହାର ପାପକୁ କ୍ଷମା କରାୟାଇଛି।' ସେ ନିଜର ପାପପାଇଁ ସଦାପ୍ରଭୁଙ୍କଠାରୁ ଦୁଇଗୁଣ ଦଣ୍ଡ ପାଇଅଛି ବୋଲି ପ୍ରଚାର କର।

Interlinear

Choose Theme