ଏହି ସମସ୍ତ ଘଟିଲା ପରେ, ମନଃଶି ଦାଉଦଙ୍କ ନଗର ବାହା ରେ ଏକ ପ୍ରାଚୀର ନିର୍ମାଣ କଲେ। ଏହି ପ୍ରାଚୀର ଉପତ୍ୟକା ରେ ଥିଲା ଏବଂ ଗୀହାନେ ଝରଣାର ପଶ୍ଚିମ ପାଶର୍ବରୁ ମତ୍ସ୍ଯ ଦ୍ବାରର ପ୍ରବେଶପଥ ପର୍ୟ୍ଯନ୍ତ, ଓଫଲ ପର୍ବତର ଚତୁର୍ଦ୍ଦିଗ ରେ ବେଷ୍ଟନ କରି ରହିଥିଲା। ସେ ସହେି ପ୍ରାଚୀରକୁ ଅତି ଉଚ୍ଚ କଲେ। ଏହାପରେ ଯିହୁଦାର ସବୁ ଦୁର୍ଗଗୁଡ଼ିକରେ ପଦାଧିକାରୀମାନଙ୍କୁ ସ୍ଥାପନ କଲେ।
Cross references
ତା'ପରେ ରାଜା ସମାନଙ୍କେୁ କହିଲେ, ମାରେସମସ୍ତ ଦାସମାନଙ୍କୁ ତୁମ୍ଭମାନଙ୍କ ସଙ୍ଗ ରେ ନଇେ ଓ ମାରେ ପୁତ୍ର ଶଲୋମନକୁ ମାେ ନିଜ ଖଚର ରେ ବସାଇ ଗୀହୋନ ଝରଣା ନିକଟକୁ ଆଣ।
ତା'ପରେ ସାଦୋକ ଯାଜକ ଓ ନାଥନ ଭବିଷ୍ଯଦ୍ବକ୍ତା ଶଲୋମନଙ୍କୁ ଗୀହାନେ ଝରଣା ନିକଟରେ ଅଭିଷକେ କରାଇଲେ। ତା'ପରେ ସମାନେେ ନଗର ରେ ପ୍ରବେଶ କଲେ ଓ ଲୋକମାନେ ତାଙ୍କ ପଶ୍ଚାଧାବନ କଲେ। ବର୍ତ୍ତମାନ ସମସ୍ତ ନଗରବାସୀ ମହାଆନନ୍ଦିତ ଓ ସହେି ଆନନ୍ଦଧ୍ବନି ତୁମ୍ଭେ ଶୁଣୁଥିଲ।
ଯେତବେେଳେ ରିହବିଯାମ୍ ସହେି ନଗର ଗୁଡ଼ିକୁ ଦୃଢ଼ କଲେ, ସେ ସଠାେରେ ସନୋଧ୍ଯକ୍ଷମାନଙ୍କୁ ସ୍ଥାପନ କଲେ। ସେ ସହେି ନଗରଗୁଡ଼ିକୁ ଖାଦ୍ୟ, ତୈଳ ଓ ଦ୍ରାକ୍ଷାରସ ମଧ୍ଯ ଯୋଗଣ କଲେ।
ସହେିସବୁ ସୈନ୍ଯମାନେ ରାଜା ଯହେୋଶାଫଟ୍ଙ୍କର ସବୋ କରୁଥିଲେ। ଯିହୁଦା ଦେଶସାରା ଥିବା ଦୁର୍ଗଗୁଡ଼ିକରେ ରାଜାଙ୍କର ଆହୁରି ଅନ୍ୟ ଲୋକମାନେ ମଧ୍ଯ ଥିଲେ।
ୟୋଥାମ୍ ପୁନର୍ବାର ସଦାପ୍ରଭୁଙ୍କ ମନ୍ଦିରର ଉର୍ଦ୍ଧ୍ବସ୍ଥ ଦ୍ବାର ନିର୍ମାଣ କଲେ। ସେ ଓଫଲର୍ ନାମକ ସ୍ଥାନର ପ୍ରାଚୀରକୁ ଅଧିକ ନିର୍ମାଣ କଲେ।
ହିଜକିଯ ୟିରୁଶାଲମକୁ ଆହୁରି ଦୃଢ଼ କଲେ। ସେ ତାହା ଏହି ପ୍ରକାର କଲେ ; ସେ ପ୍ରାଚୀରର ଉଚ୍ଚସ୍ଥାନ ସବୁ ପୁନଃନିର୍ମାଣ କଲେ। ସେ ପ୍ରାଚୀର ଉପରେ ଦୁର୍ଗ ନିର୍ମାଣ କଲେ। ସେ ପ୍ରଥମ ପ୍ରାଚୀରର ବାହ୍ଯ ଭାଗ ରେ ଆଉ ଏକ ପ୍ରାଚୀର ନିର୍ମାଣ କଲେ। ସେ ୟିରୁଶାଲମ ପ୍ରାଚୀନ ଅଂଶର ପୂର୍ବକୁ ଏକ ଶକ୍ତିଶାଳୀ ସ୍ଥାନ ପୁନଃନିର୍ମାଣ କଲେ। ସେ ଅନକେ ଅସ୍ତ୍ର ଓ ଢ଼ାଲମାନ ନିର୍ମାଣ କଲେ।
ହିଜକିଯ ହିଁ ୟିରୁଶାଲମ ରେ ଗୀହାନେ ଝରଣାର ଉର୍ଦ୍ଧ୍ବସ୍ଥ ଉତ୍ସକୁ ବନ୍ଦ କଲେ ଓ ସହେି ଜଳକୁ ଦାଉଦଙ୍କ ନଗରର ଦକ୍ଷିଣ ପାଶର୍ବ ରେ ସଳଖ ଭାବରେ ନିମ୍ନଗାମୀ କଲେ। ଆଉ ହିଜକିଯ ଯେଉଁ ସମସ୍ତ କର୍ମ କଲେ, ସେଥି ରେ ସଫଳ ହେଲେ।
ହସନାଯାରର ପୁତ୍ରମାନେ ମତ୍ସ୍ଯଦ୍ବାର ଗଠନ କଲେ। ସମାନେେ ତାର କଢି ଚଢାଇଲେ, ତା'ର କବାଟ, ହୁଡୁକା ଓ ଅର୍ଗଳ ସବୁ ଲଗାଇଲେ।
ଏହି ସମୟରେ ନଥୀନୀଯମାନେ ଜଳଦ୍ବାରର ପୂର୍ବଦିଗ ରେ ସମ୍ମୁଖ ପର୍ୟ୍ଯନ୍ତ ଓ ବାହାର ଦୁର୍ଗ ପର୍ୟ୍ଯନ୍ତ ଓ ଫଲ ରେ ବାସ କରୁଥିଲେ।
ଆଉ ଇଫ୍ରଯିମ ଦ୍ବାର ଓ ପୁରାତନ ଦ୍ବାର ଓ ମତ୍ସ୍ଯଦ୍ବାର ଓ ହନନଲେ ଦୁର୍ଗ ଓ ହମଯ ଦୁର୍ଗ ଦଇେ ମଷେଦ୍ବାର ପର୍ୟ୍ଯନ୍ତ ଗଲୁ। ଆଉ ସମାନେେ ପ୍ରହରୀ ଦ୍ବାର ରେ ଠିଆ ହାଇେ ରହିଲେ।
ମାରେ ଲୋକମାନେ ରାଜନଗରୀ ପରିତ୍ଯାଗ କରିବେ ଓ ଜନାକୀର୍ଣ୍ଣ ନଗର ଜନଶୂନ୍ଯ ହବେ। ଗିରି ଓ ପ୍ରହରି ଦୁର୍ଗ ଚିରିକାଳ ଗୁହାମଯ, ବନ୍ଦ ଗର୍ଦ୍ଦଭମାନଙ୍କର ଉଲ୍ଲାସ ଭୂମି ଓ ପଶୁପଲର ଚରାସ୍ଥାନ ହବେ।
ସଦାପ୍ରଭୁ ମଧ୍ଯ କହିଲେ, ସହେି ସମୟରେ ୟିରୁଶାଲମର ମତ୍ସ୍ଯ ଦ୍ବାରଠା ରେ ସାହାୟ୍ଯ ପାଇଁ ଡାକୁଥିବେ। ଲୋକମାନେ ସହରର ଅନ୍ୟ ପାଶର୍ବ ରେ ମଧ୍ଯ ସାହାୟ୍ଯ ପାଇଁ ଚିତ୍କାର କରୁଥିବେ। ସମାନେେ ମଧ୍ଯ ପାହାଡମାନଙ୍କରୁ ଖୁବ୍ ଜୋର୍ ରେ ଶଦ୍ଦ ଶୁଣିବେ।