ଯେଉଁ ବିଷଯଗୁଡ଼ିକ କରିବା ଭୁଲ୍ ବୋଲି ସଦାପ୍ରଭୁ କହିଥିଲେ, ମନଃଶି ସହେିସବୁ କାର୍ୟ୍ଯ କଲେ। ସଦାପ୍ରଭୁ ଯେଉଁ ଦେଶଗୁଡ଼ିକୁ ଇଶ୍ରାୟେଲର ଲୋକମାନଙ୍କ ସମ୍ମୁଖରୁ ବଳପୂର୍ବକ ବାହାର କରି ଦଇେଥିଲେ, ମନଃଶି ସହେି ଦେଶବାସୀମାନଙ୍କର ଭୟାନକ ଓ ପାପପୂର୍ଣ୍ଣ ପଥରେ ଅନୁଗମନ କଲେ।
Cross references
ତୁମ୍ଭମାନେେ ଏହିସବୁ ମଧ୍ଯରୁ କୌଣସି କ୍ରିଯା ଦ୍ବାରା ନିଜକୁ ଅଶୁଚି କରନାହିଁ। କାରଣ ଆମ୍ଭେ ଯେଉଁ ଦେଶୀଯ ଲୋକମାନଙ୍କୁ ତୁମ୍ଭ ସମ୍ମୁଖରୁ ଦୂର କରୁଅଛୁ, ସମାନେେ ଏହିସବୁ କ୍ରୀଯା ଦ୍ବାରା ଅଶୁଚି ହାଇେଅଛନ୍ତି।
ଏଣୁ ତୁମ୍ଭମାନେେ ଆମ୍ଭର ସମସ୍ତ ବ୍ଯବସ୍ଥା ଓ ବିଧି ମାନ୍ଯ କରି ପାଳନ କରିବ। ଆମ୍ଭେ ଯେଉଁ ଦେଶ ରେ ବାସ କରିବାକୁ ତୁମ୍ଭମାନଙ୍କୁ ନଇେ ଯାଉଅଛୁ, ସହେି ଦେଶ ତୁମ୍ଭମାନଙ୍କୁ ଉଦ୍ଗାର କରିବ ନାହିଁ।
ସଦାପ୍ରଭୁ ତୁମ୍ଭର ପରମେଶ୍ବର ସହେି ଦେଶସବୁକକ୍ସ୍ଟ ଉଚ୍ଛିନ୍ନ କରିବାକୁ ଯାଉଛନ୍ତି, ଯେଉଁମାନଙ୍କର ଭୂମି ତୁମ୍ଭେ ଅଧିକାର କରିବା ପାଇଁ ଯାଉଛ। ତା'ପରେ ତୁମ୍ଭେ ସମାନଙ୍କେୁ ଅଧିକାର କରି ସମାନଙ୍କେ ଦେଶ ରେ ବାସ କରିବ।
ସଦାପ୍ରଭୁ ତୁମ୍ଭମାନଙ୍କର ପରମେଶ୍ବରଙ୍କ ପାଇଁ ଏପରି କର ନାହିଁ। ତୁମ୍ଭମାନଙ୍କର ସଦାପ୍ରଭୁଙ୍କର ଉପାସନା ସପରେି କର ନାହିଁ। କାରଣ ସେ ଲୋକମାନେ ଏପରି କର୍ମମାନ କରୁଥିଲେ ଯାହାକକ୍ସ୍ଟ ସଦାପ୍ରଭୁ ଘୃଣା କରନ୍ତି। ସମାନେେ ଆପଣା ଦବେତାଗଣଙ୍କ ଉଦ୍ଦେଶ୍ଯ ରେ ଆପଣାର ସନ୍ତାନମାନଙ୍କୁ ଅଗ୍ନି ରେ ଦଗ୍ଧ କରନ୍ତି।
ତୁମ୍ଭମାନେେ ଯେତବେେଳେ ତକ୍ସ୍ଟମ୍ଭ ସଦାପ୍ରଭୁ ପରମେଶ୍ବରଙ୍କ ଦତ୍ତ ଦେଶ ରେ ପ୍ରବେଶ କରି ବାସ କରିବ, ସେ ଲୋକମାନଙ୍କ ତକ୍ସ୍ଟଲ୍ଯ ଘୃଣ୍ଯ କାର୍ଯଗୁଡିକ କରିବାକୁ ତୁମ୍ଭମାନେେ ଶିଖିବା ଉଚିତ୍ ନକ୍ସ୍ଟ ହେଁ।
ସହେି ଅନ୍ୟ ଦେଶୀଯ ଲୋକମାନଙ୍କୁ ଯେଉଁମାନଙ୍କୁ ତୁମ୍ଭମାନେେ ଦେଶରକ୍ସ୍ଟ ତଡି ଦେଉଛି। ସହେି ଲୋକମାନେ ମନ୍ତ୍ରଜ୍ଞମାନଙ୍କର ୟାଦକ୍ସ୍ଟକାରୀ କଥା ଶକ୍ସ୍ଟଣନ୍ତି। କିନ୍ତୁ ସଦାପ୍ରଭୁ ତୁମ୍ଭର ପରମେଶ୍ବର ତୁମ୍ଭମାନଙ୍କୁ ଏପରି କରିବାକୁ ଦବେେ ନାହିଁ।
ପୁଣି ସଠାେରେ ଥିବା ସମସ୍ତ ଉଚ୍ଚସ୍ଥଳୀମାନଙ୍କ ରେ ସଦାପ୍ରଭୁଙ୍କ ଦ୍ବାରା ବିତାଡିତ ହାଇେଥିବା ଦେଶୀଯମାନଙ୍କ ପରି ସମାନେେ ଧୂପ ଜଳାଇଲେ ଓ ସଦାପ୍ରଭୁଙ୍କ ବିରକ୍ତି ପାଇଁ ଦୁଷ୍କର୍ମ କଲେ।
ସମାନେେ ସଦାପ୍ରଭୁଙ୍କ ବ୍ଯବସ୍ଥା ଓ ସମାନଙ୍କେ ପିତୃଗଣଙ୍କ ସହିତ କୃତ ତାଙ୍କର ନିଯମ ଓ ସମାନଙ୍କେର ପ୍ରତି ଦତ୍ତ ତାହାଙ୍କର ସାକ୍ଷ୍ଯସବୁ ଅଗ୍ରାହ୍ଯ କଲେ। ସମାନେେ ସଦାପ୍ରଭୁଙ୍କ ଚତାବେନୀ ଶୁଣିବାକୁ ଅମାନ୍ଯ କଲେ। ସମାନେେ ମୂଲ୍ଯହୀନ ମୂର୍ତ୍ତିଗୁଡିକୁ ଅନୁସରଣ କଲେ ପୂଜା କଲେ ଏବଂ ସମାନେେ ନିଜେ ମୂଲ୍ଯହୀନ ହାଇଗେଲେ। ସମାନେେ ତାଙ୍କ ଚତୁଃପାଶର୍ବ ରେ ଜାତି ପରି ବାସ କଲେ, ଯଦିଓ ସଦାପ୍ରଭୁ ସମାନଙ୍କେୁ ଆଦେଶ ଦଇେଥିଲେ, ସମାନେେ ଯାହା କରନ୍ତି ତୁମ୍ଭମାନେେ ତାହା କର ନାହିଁ। ଯାହା ସଦାପ୍ରଭୁ ସମାନଙ୍କେୁ ବାରିବାକୁ ମନା କରିଥିଲେ, ସମାନେେ ତାହା କଲେ।
ମନଃଶି ସଦାପ୍ରଭୁଙ୍କ ଦୃଷ୍ଟି ରେ କୁକର୍ମ କଲେ। ପୁଣି ସଦାପ୍ରଭୁ ଯେଉଁ ଅନ୍ୟ ଦେଶୀଯମାନଙ୍କୁ ଇଶ୍ରାୟେଲୀୟମାନଙ୍କ ସମ୍ମୁଖରୁ ତଡି ଦଇେଥିଲେ। ସହେିମାନଙ୍କର ଘୃଣ୍ଯକର୍ମ ସେ କଲେ।
ମାତ୍ର ସମାନେେ ପରମେଶ୍ବରଙ୍କ ବାକ୍ଯ ଶୁଣିଲେ ନାହିଁ। କିଣାନର ଦେଶଠାରୁ ଅଧିକ ମନ୍ଦ କର୍ମ କରିବାକୁ ମନଃଶି ସମାନଙ୍କେୁ ମାର୍ଗ ଦର୍ଶନ କରୁଥିଲେ। ସେଥିପାଇଁ ସଦାପ୍ରଭୁଙ୍କ ଦ୍ବାରା ସମାନଙ୍କେୁ ବିନଷ୍ଟ କରାଗଲା। ଯେତବେେଳେ ଇଶ୍ରାୟେଲୀୟମାନେ ଦେଶକୁ ଆସିଲେ।
ଆହସ୍ 'ହିନ୍ନୋମ ପୁତ୍ର' ଉପତ୍ୟକା ରେ ସୁଗନ୍ଧିଧୂପ ଜ୍ବଳାଇଲେ। ସେ ନିଜ ପୁତ୍ରମାନଙ୍କୁ ଅଗ୍ନି ରେ ଦଗ୍ଧ କରି ବଳିଦାନ ସ୍ବରୂପେ ଉତ୍ସର୍ଗ କଲେ। ସହେି ଦେଶ ରେ ବାସ କରୁଥିବା ଲୋକମାନେ ଯେଉଁସବୁ ଭୟଙ୍କର ପାପ କରୁଥିଲେ, ସେ ମଧ୍ଯ ସହେିସବୁ କଲେ। ଇଶ୍ରାୟେଲର ଲୋକମାନେ ଯେତବେେଳେ ସହେି ଦେଶ ରେ ପ୍ରବେଶ କଲେ, ସଦାପ୍ରଭୁ ସମାନଙ୍କେୁ ବଳପୂର୍ବକ ସଠାରୁେ ବାହାର କରି ଦେଲେ।
ଆହୁରି ମଧ୍ଯ ଯାଜକମାନଙ୍କର ନେତାଗଣ ଓ ଯିହୁଦାର ଲୋକମାନେ ଭୟଙ୍କର ପାପ କଲେ ଓ ସଦାପ୍ରଭୁଙ୍କ ନିକଟରେ ଆହୁରି ଅବିଶ୍ବସ୍ତ ହେଲେ। ସମାନେେ ଅନ୍ୟ ଦେଶମାନଙ୍କର ମନ୍ଦ ଦୃଷ୍ଟାନ୍ତକୁ ଅନୁକରଣ କଲେ। ସହେି ନେତାମାନେ ସଦାପ୍ରଭୁଙ୍କ ମନ୍ଦିରକୁ ଅପବିତ୍ର କଲେ। ସଦାପ୍ରଭୁ ୟିରୁଶାଲମର ମନ୍ଦିରକୁ ପବିତ୍ର କରିଥିଲେ।
ଏହା ଦେଖିସାରିବା ପରେ ଆମ୍ଭମାନେେ କ'ଣ ଆଉଥରେ ଏପରି ଭୁଲ୍ କରିବୁ। ଏହି ଘୃଣା ଯୋଗ୍ଯ କର୍ମ ଅନ୍ୟ ଗୋଷ୍ଠୀଯମାନଙ୍କ ସଙ୍ଗେ ବନ୍ଧୁ କରିବୁ, ତୁମ୍ଭେ କ'ଣ ଆମ୍ଭମାନଙ୍କୁ ସମ୍ପୂର୍ଣ୍ଣ ନିଃଶଷେ କରିବ ନାହିଁ।
ସମାନେେ ଅନ୍ୟଦେଶୀଯଙ୍କ ସଙ୍ଗେ ମିଶିଲେ ଏବଂ ସମାନଙ୍କେ କ୍ରିଯାସକଳ କଲେ।
କାରଣ ଯିହୁଦାର ରାଜା ହିଜକିଯଙ୍କର ପୁତ୍ର ମନଃଶି ୟିରୁଶାଲମ ରେ ଦୁଷ୍କର୍ମ କଲା, ଆମ୍ଭେ ସମାନଙ୍କେୁ ଯାହା କରିବା ସମଗ୍ର ପୃଥିବୀର ଲୋକେ ଭୟଭୀତ ହାଇଯେିବେ।'
ଏବଂ ତୁମ୍ଭମାନେେ ଜାଣିବ ଯେ, ଆମ୍ଭେ ସଦାପ୍ରଭୁ ଅଟୁ। ଯାହାର ନିଯମ ତୁମ୍ଭମାନେେ ଅନୁସରଣ କରି ନାହଁ ଓ ଯାହାର ଶାସନ ତୁମ୍ଭମାନେେ ମାନି ନାହଁ, କିନ୍ତୁ ତୁମ୍ଭ ଚତୁଃପାଶର୍ବ ରେ ଥିବା ଦେଶଗୁଡ଼ିକର ପ୍ରଥା ଅନୁସରଣ କରିଛ।