Home Bibles ଦିତୀୟ ବଂଶାବଳୀ 33:23 · ଓଡ଼ିଆ ବାଇବେଲ
ଦିତୀୟ ବଂଶାବଳୀ 33:23 · ଓଡ଼ିଆ ବାଇବେଲ

ଆମାେନ୍ ତାଙ୍କର ପିତା ମନଃଶିଙ୍କ ପରି ସଦାପ୍ରଭୁଙ୍କ ସମ୍ମୁଖ ରେ ନିଜକୁ ନମ୍ର କଲେ ନାହିଁ। କିନ୍ତୁ ଆମାେନ୍ ଆହୁରି ଅଧିକରୁ ଅଧିକ ପାପ କଲେ।

Cross references

ଦିତୀୟ ବଂଶାବଳୀ 28:22

ରାଜା ଆହସ୍ଙ୍କ ଦୁଃଖ ସମୟରେ, ସେ ଆହୁରି ପାପ କଲେ ଓ ସଦାପ୍ରଭୁଙ୍କ ପ୍ରତି ଅଧିକ ଅବିଶ୍ବସ୍ତ ହେଲେ।

ଦିତୀୟ ବଂଶାବଳୀ 33:1

ମନଃଶି ଯିହୁଦାର ରାଜା ହବୋ ସମୟରେ ବାରବର୍ଷ ବଯସ୍କ ଥିଲେ। ସେ ୟିରୁଶାଲମ ରେ ପଞ୍ଚାବନ ବର୍ଷ ପର୍ୟ୍ଯନ୍ତ ରାଜା ହାଇେ ରହିଲେ।

ଦିତୀୟ ବଂଶାବଳୀ 33:12

ତାଙ୍କ ଉପରକୁ ଯେତବେେଳେ ଏହିସବୁ ବିପଦ ଆସିଲା, ମନଃଶି ସଦାପ୍ରଭୁ ତାଙ୍କର ପରମେଶ୍ବରଙ୍କଠାରୁ ସାହାୟ୍ଯ ଲୋଡ଼ିଲେ। ମନଃଶି ନିଜକୁ ତାଙ୍କର ପୂର୍ବପୁରୁଷମାନଙ୍କର ପରମେଶ୍ବରଙ୍କ ସମ୍ମୁଖ ରେ ନମ୍ର କଲେ।

ଦିତୀୟ ବଂଶାବଳୀ 33:19

ମନଃଶିଙ୍କ ପ୍ରାର୍ଥନା ଓ ପରମେଶ୍ବର କିପରି ତାଙ୍କର ପ୍ରାର୍ଥନା ଶୁଣିଲେ ଓ ତାଙ୍କ ନିମନ୍ତେ ଦୁଃଖିତ ହେଲେ, ତାହା 'ଭବିଷ୍ଯତ୍ବକ୍ତାମାନଙ୍କ ପୁସ୍ତକ' ରେ ଲଖାୟୋଇଅଛି। ମନଃଶିର ସମସ୍ତ ପାପ ଓ ମନ୍ଦକର୍ମ ଏବଂ ସହେି ଉଚ୍ଚସ୍ଥାନଗୁଡ଼ିକ ଯାହା ସେ ନିର୍ମାଣ କରିଥିଲେ, ଆଶରୋ ସ୍ତମ୍ଭମାନ ଏବଂ ମୂର୍ତ୍ତିଗୁଡ଼ିକ ଯାହା ସେ ପୂର୍ବରୁ ସ୍ଥାପନ କରିଥିଲେ ଓ ସମ୍ମାନ କରିଥିଲେ, ସହେିସବୁ ଭବିଷ୍ଯତ୍ବକ୍ତାମାନଙ୍କ ପୁସ୍ତକ ରେ ଲଖାୟୋଇଅଛି।

ଯିରିମିୟ 7:26

ମାତ୍ର ସମାନେେ ଆମ୍ଭ କଥା ଶୁଣିଲେ ନାହିଁ କିଅବା ତହିଁରେ କର୍ଣ୍ଣପାତ କଲେ ନାହିଁ। ସମାନେେ ଅବାଧ୍ଯ ହାଇେ ତାଙ୍କର ପୂର୍ବପୁରୁଷଗଣଙ୍କ ଅପେକ୍ଷା ଅଧିକ ଦୁରାଚାରୀ ହେଲେ।

ଯିରିମିୟ 8:12

ସମାନେେ ଘୃଣ୍ଯକର୍ମ କରିସୁଦ୍ଧା ଲଜ୍ଜିତ ହେଲେ ନାହିଁ, ସମାନଙ୍କେର ମୁଖମଣ୍ଡଳ ଏହି ମନ୍ଦକର୍ମ ଯୋଗୁଁ ବିବର୍ଣ୍ଣ ହେଲା ନାହିଁ। ଏଣୁ ସମାନେେ ପତିତ ଲୋକମାନଙ୍କ ମଧିଅରେ ପତିତ ହବେେ। ସମାନଙ୍କେ ପ୍ରତିଫଳ ପ୍ରାପ୍ତି ସମୟରେ ସମାନେେ ନିପାତିତ ହବେେ। ସଦାପ୍ରଭୁ ଏହିସବୁ କହନ୍ତି।

ଦାନିଏଲ 5:22

କିନ୍ତୁ ବଲେଟ୍ଶତ୍ସର, ଆପଣ ତାଙ୍କର ପୁତ୍ର। ଆପଣ ଏସବୁ ଜାଣିଲେ ମଧ୍ଯ ଆପଣଙ୍କ ଅନ୍ତଃକରଣକୁ ନମ୍ର କରିନାହାଁନ୍ତି।

ତୀମଥିଙ୍କ ପ୍ରତି ଦ୍ୱିତୀୟ ପତ୍ର 3:13

ସମାନେେ ଅନ୍ୟମାନଙ୍କୁ ଭ୍ରାନ୍ତ କରାଇବେ ଓ ନିଜେ ଭ୍ରାନ୍ତ ହବେେ।

Interlinear

Choose Theme