କିନ୍ତୁ ଯେଉଁ ଭୃତ୍ଯମାନେ ରାଜା ଆମାେନ୍ଙ୍କ ବିରୁଦ୍ଧ ରେ ଷଡ଼ୟନ୍ତ୍ର କରିଥିଲେ, ଯିହୁଦାର ଲୋକମାନେ ସମାନଙ୍କେୁ ହତ୍ଯା କଲେ। ଏହାପରେ ଲୋକମାନେ ଯୋଶିୟଙ୍କୁ ନୂତନ ରାଜା ରୂପେ ମନୋନୀତ କଲେ। ଯୋଶିୟଯ ଆମାେନ୍ଙ୍କ ପୁତ୍ର ଥିଲେ।
Cross references
ମୁଁ ରକ୍ତ ପାତ, ଦ୍ବାରା ଦଣ୍ଡିତ କରିବି, ତାହା ପ୍ରାଣୀ ଦ୍ବାରା ହେଉ ବା ଲୋକମାନଙ୍କ ଦ୍ବାରା। ଯଦି ଲୋକମାନେ ପରସ୍ପରକୁ ହତ୍ଯା କରନ୍ତି, ମୁଁ ରକ୍ତପାତ ଦ୍ବାରା ଦଣ୍ଡିତ କରିବି।
ଆହୁରି ମୃତ୍ଯୁଦଣ୍ତ ରେ ଦଣ୍ତିତ ନରହତ୍ଯାକାରୀର ପ୍ରାଣ ନିମନ୍ତେ କୌଣସି ପ୍ରାପ୍ଯ ଗ୍ରହଣ କରାୟାଇ ନପା ରେ। ତାକୁ ନିଶ୍ଚିତ ଭାବରେ ହତ୍ଯା କରାୟିବ।
ତୁମ୍ଭମାନେେ ତୁମ୍ଭମାନଙ୍କର ଦେଶକୁ କଳୁଷିତ କର ନାହିଁ। ନରହତ୍ଯାକାରୀର ମୃତ୍ଯୁ ବ୍ଯତୀତ କୌଣସି ପ୍ରକାର ପ୍ରାପ୍ଯ ଦେଶର ପାପକୁ ଧୋଇ ପାରିବ ନାହିଁ।
ଅମତ୍ସିଯ ଜଣେ ପରାକ୍ରମୀ ରାଜା ହେଲେ। ଏହାପରେ ଯେଉଁ ପଦାଧିକାରୀମାନେ ତାଙ୍କର ପିତା, ରାଜାଙ୍କୁ ହତ୍ଯା କରିଥିଲେ, ସେ ସହେି ପଦାଧିକାରୀମାନଙ୍କୁ ହତ୍ଯା କଲେ।
ଏହାପରେ ଯିହୁଦାର ଲୋକମାନେ ଉଷିୟଙ୍କୁ ଅମତ୍ସିଯଙ୍କ ସ୍ଥାନ ରେ ନୂତନ ରାଜା ହବୋ ନିମନ୍ତେ ମନୋନୀତ କଲେ। ଅମତ୍ସିଯ ଊଷିଯଙ୍କ ପିତା ଥିଲେ ଉଷିୟ ଷୋହଳ ବର୍ଷ ବଯସ୍କ ହାଇେଥିବା ସମୟରେ ଏହିପରି ଘଟିଲା।
ଯୋଶିୟ ରାଜା ହବୋ ସମୟରେ ଆଠ ବର୍ଷ ବଯସ୍କ ହାଇେଥିଲେ। ସେ ୟିରୁଶାଲମ ରେ ଏକତିରିଶ ବର୍ଷ ପର୍ୟ୍ଯନ୍ତ ରାଜା ହାଇେଥିଲେ।
ଯିହୁଦାର ଲୋକମାନେ ଯିହାୟୋଦାରହସ୍ଙ୍କୁ ୟିରୁଶାଲମ ରେ ନୂତନ ରାଜା ରୂପେ ମନୋନୀତ କଲେ। ୟିହୋଯାହସ୍ ଯୋଶିୟଯଙ୍କ ପୁତ୍ର ଥିଲେ।