ହିଲ୍କିଯ ସଚିବ ଶାଫନ୍ଙ୍କୁ କହିଲେ, ମୁଁ ସଦାପ୍ରଭୁଙ୍କ ଗୃହ ରେ ବ୍ଯବସ୍ଥା ନିଯମ ପୁସ୍ତକଟି ପାଇଅଛି ! ହିଲ୍କିଯ ଶାଫନ୍ଙ୍କୁ ସହେି ପୁସ୍ତକଟି ଦେଲେ।
Cross references
ଏବଂ ସେ ଯେତବେେଳେ ଶାସନ କରିବାକୁ ସିଂହାସନ ରେ ବ ସେ, ଲବେୀୟ ଯାଜକମାନେ ରଖିଥିବା ନଳାକାର ନିଯମ ପସ୍ତକରେ ଏକ ନକଲ ସେ ନିଜ ପାଇଁ କରିବା ଉଚିତ୍।
ରାଜା ସଦାପ୍ରଭୁଙ୍କ ମନ୍ଦିରକୁ ଗଲେ। ଯିହୁଦାର ସମସ୍ତ ଲୋକ, ୟିରୁଶାଲମ ରେ ବାସ କରୁଥିବା ଲୋକମାନେ, ଯାଜକମାନେ, ଲବେୀୟମାନେ, ଏବଂ ସମସ୍ତ ଗୁରୁତ୍ବପୂର୍ଣ୍ଣ ଓ ଗୁରୁତ୍ବହୀନ ଲୋକମାନେ, ଯୋଶିୟଯଙ୍କ ସହିତ ଥିଲେ। ଯୋଶିୟଯ ସୋମନଙ୍କ ନିକଟରେ ବ୍ଯବସ୍ଥା ନିଯମ ପୁସ୍ତକରୁ ସବୁ ବାକ୍ଯ ପଢ଼ି ଶୁଣାଇଲେ। ସଦାପ୍ରଭୁଙ୍କ ମନ୍ଦିର ମଧ୍ଯରୁ ସହେି ପୁସ୍ତକ ମିଳିଥିଲା।
ଏହିସବୁ ଘଟଣାପରେ ପାରସ୍ଯ ରାଜା ଅର୍ତ୍ତକ୍ଷସ୍ତର ଶାସନ ସମୟରେ ସରାଯର ପୁତ୍ର ଏଜ୍ରା ବାବିଲରୁ ୟାତ୍ରା କଲେ। ଉକ୍ତ ସରାଯ ଅସରିଯର ପୁତ୍ର, ଅସରିଯ ହିଲ୍କିଯର ପୁତ୍ର ଥିଲେ।
ତେଣୁ ସମସ୍ତ ଲୋକମାନେ ଜଳଦ୍ବାର ନିକଟରେ ଥିବା ଛକରେ ଏକମନ ରେ ଏକତ୍ରୀତ ହେଲେ। ସଦାପ୍ରଭୁ ଇଶ୍ରାୟେଲକୁ ମାଶାଙ୍କେର ଯେଉଁ ବ୍ଯବସ୍ଥା ପୁସ୍ତକ ଆଜ୍ଞା କରିଥିଲେ, ତାହା ଆଣିବା ପାଇଁ ସମାନେେ ଏଜ୍ରା ଲିପିକାରଙ୍କୁ କହିଲେ।
େ ହରୋଦ ୟିହୂଦା ସମାଜର ସମସ୍ତ ପ୍ରମୁଖ ଯାଜକ ଏବଂ ଧର୍ମ ଶାସ୍ତ୍ରୀମାନଙ୍କର ଗୋଟିଏ ବୈଠକ ଡାକିଲେ। ସେ ସମାନଙ୍କେୁ ପଚାରିଲେ, ଖ୍ରୀଷ୍ଟ କେଉଁଠା ରେ ଜନ୍ମ ହବେେ?