Home Bibles ☰ Books ଦିତୀୟ ବଂଶାବଳୀ 34:16 · ଓଡ଼ିଆ ବାଇବେଲ
ଦିତୀୟ ବଂଶାବଳୀ 34:16 · ଓଡ଼ିଆ ବାଇବେଲ

ଶାଫନ୍ ସହେି ପୁସ୍ତକକୁ ରାଜା ଯୋଶିୟଙ୍କ ନିକଟକୁ ଆଣିଲେ। ଶାଫନ୍ ରାଜାଙ୍କୁ କହିଲେ, ତୁମ୍ଭେ ତୁମ୍ଭର ଭୃତ୍ଯମାନଙ୍କୁ ଯାହା କରିବାକୁ କହିଅଛ, ତାହା ସମାନେେ କରୁଛନ୍ତି।

Cross references

ଦିତୀୟ ରାଜାବଳୀ 22:9

ଏହାପରେ ଶାଫନ୍ ସମ୍ପାଦକ ରାଜା ଯୋଶିୟଯଙ୍କ ନିକଟକୁ ଆସିଲା ଓ ରାଜାଙ୍କୁ ସମ୍ବାଦ ଦଲୋ, ଆପଣଙ୍କ ସବେକମାନେ ମନ୍ଦିରରୁ ପ୍ରାପ୍ତ ସମସ୍ତ ମୁଦ୍ରା ସଦାପ୍ରଭୁଙ୍କ ମନ୍ଦିର ରେ କାର୍ୟ୍ଯ କରୁଥିବା କର୍ମକାରୀମାନଙ୍କୁ ଓ ତତ୍ତ୍ବାବଧାରକମାନଙ୍କୁ ପ୍ରଦାନ କରିଅଛନ୍ତି।

ଯିରିମିୟ 36:13

ମୀଖାଯ ଲୋକମାନଙ୍କର କର୍ଣ୍ଣଗୋଚର ରେ ବାରୂକ ପାଠ କରିଥିବା ସଦାପ୍ରଭୁଙ୍କର ସମସ୍ତ ବାକ୍ଯ ସମାନଙ୍କେୁ ଜଣାଇଲା।

ଯିରିମିୟ 36:20

ଅନନ୍ତର ଅଧିପତିମାନେ ପୁସ୍ତକଟିକୁ ଗଲୀଶାମା ଲେଖକର କଠାେରୀ ରେ ଛାଡ଼ିଗଲେ। ସମାନେେ ରାଜା ଯିହାୟୋଦାରକୀମ ନିକଟକୁ ଗଲେ ଓ ପୁସ୍ତକ ଲିଖିତ ସମସ୍ତ ବାକ୍ଯ ତାଙ୍କୁ ଜଣାଇଲେ।

Interlinear

Choose Theme