ଏହାପରେ ରାଜା ଯୋଶିୟଯ ଯିହୁଦା ଓ ୟିରୁଶାଲମର ସମସ୍ତ ବଯୋଜ୍ଯୋଷ୍ଠ ବ୍ଯକ୍ତିମାନଙ୍କୁ ତାଙ୍କୁ ସାକ୍ଷାତ କରିବାକୁ ଡାକିଲେ।
Cross references
ମାେ ପକ୍ଷ ରେ, ମୁ ତୁମ୍ଭମାନଙ୍କ ନିମନ୍ତେ ପ୍ରାର୍ଥନା କରିବାରକ୍ସ୍ଟ ନିବୃତ ହବେି ନାହିଁ। ଯଦି ମୁ ତୁମ୍ଭମାନଙ୍କ ପାଇଁ ପ୍ରାର୍ଥନା କରିବା ବନ୍ଦ କରି ଦବେି, ତବେେ ମୁ ସଦାପ୍ରଭୁଙ୍କ ବିରକ୍ସ୍ଟଦ୍ଧ ରେ ପାପ କରିବି। ମୁ ତୁମ୍ଭମାନଙ୍କୁ ଉତ୍ତମ ଓ ସତ୍ ଶିକ୍ଷା ଦବୋ ଗ୍ଭଲକ୍ସ୍ଟ ରଖିବି।
ଯିହୁଦା ଓ ୟିରୁଶାଲମର ସମସ୍ତ ପ୍ରାଚୀନବର୍ଗଙ୍କୁ ଆସି ସାକ୍ଷାତ କରିବାକୁ ଯୋଶିୟଯ ରାଜା କହିଲେ।
ପରମେଶ୍ବରଙ୍କ ମନ୍ଦିର ନିର୍ମାଣ କରିବା ନିମନ୍ତେ ମୁଁ ମାରେ ସାଧ୍ଯମତେ ଯୋଜନା ପାଇଁ ଚେଷ୍ଟା କରିଅଛି। ମୁଁ ସୁବର୍ଣ୍ଣ ରେ ନିର୍ମିତ ହବୋକୁ ଥିବା ସାମଗ୍ରୀଗୁଡ଼ିକ ନିମନ୍ତେ ସୁବର୍ଣ୍ଣ ଦଇେଅଛି। ମୁଁ ରେ ୗପ୍ୟ ରେ ନିର୍ମିତ ହବୋକୁ ଥିବା ସାମଗ୍ରୀଗୁଡ଼ିକ ନିମନ୍ତେ ରେ ୗପ୍ୟ ଦଇେଅଛି। ମୁଁ ପିତ୍ତଳ ରେ ନିର୍ମିତ ହବୋକୁ ଥିବା ସାମଗ୍ରୀଗୁଡ଼ିକ ନିମନ୍ତେ ପିତ୍ତଳ ଦଇେଅଛି। ମୁଁ ଲୌହର ନିର୍ମିତ ହବୋକୁ ଥିବା ସାମଗ୍ରୀଗୁଡ଼ିକ ନିମନ୍ତେ ଲୌହ ଦଇେଅଛି। ମୁଁ କାଠର ନିର୍ମିତ ହବୋକୁ ଥିବା ସାମଗ୍ରୀଗୁଡ଼ିକ ନିମନ୍ତେ କାଠ ଦଇେଅଛି। ମୁଁ ଚିତ୍ରବିଚିତ୍ର ଟାଇଲ୍ ଓ ପ୍ରସ୍ତର ଖାଦେନ କାର୍ୟ୍ଯ ପାଇଁ ଓ ଗୋବଦକମେଣି ଓ ସମସ୍ତ ପ୍ରକାର ବିଭିନ୍ନ ରଙ୍ଗର ବହୁମୂଲ୍ଯ ପ୍ରସ୍ତର ଓ ଶୁଭ୍ର ମାର୍ବଲପ୍ରସ୍ତର ଦଇେଅଛି। ସଦାପ୍ରଭୁଙ୍କ ମନ୍ଦିର ନିର୍ମାଣ କାର୍ୟ୍ଯ ନିମନ୍ତେ ମୁଁ ଏହି ପ୍ରକାର ଅନକେ ଅନକେ ସାମଗ୍ରୀ ଦଇେଅଛି।
ଇଶ୍ରାୟେଲର ଲୋକମାନଙ୍କ ସହ ଶଲୋମନ କଥା ହେଲେ। ସେ 1,000 ସୈନ୍ଯ ବିଶିଷ୍ଟ ସୈନ୍ଯଦଳର ଦଳପତି ଓ 100 ସୈନ୍ଯ ବିଶିଷ୍ଟ ସୈନ୍ଯଦଳର ଦଳପତି ଓ ବିଚାରକର୍ତ୍ତା ଏବଂ ସମସ୍ତ ଇଶ୍ରାୟେଲର ନେତାମାନଙ୍କ ସହ ପୁଣି ପରିବାରଗୁଡ଼ିକର ମୁଖ୍ଯଙ୍କ ସହ କଥା ହେଲେ।
ଦ୍ବିତୀୟ ମାସ ରେ ନିସ୍ତାରପର୍ବ ପାଳିବା ନିମନ୍ତେ ରାଜା ହିଜକିଯ ତାଙ୍କର ସମସ୍ତ ପଦାଧିକାରୀ ଓ ୟିରୁଶାଲମର ସମସ୍ତ ଜନତାଙ୍କ ସହ ଏକମତ ହେଲେ।
ଏ ସ୍ତ୍ରୀ ଲୋକଟିର ମାେ ପାଇଁ ଯାହା କରି ପାରିବାର ଶକ୍ତି ଥିଲା, ସେ ସତକେ କରିଛି। ସମାଧି ନିମନ୍ତେ ମାେ ଦହକେୁ ପ୍ରସ୍ତୁତ କରିବା ପାଇଁ ସେ ମାେ ଦହେ ରେ ମାରେ ମୃତ୍ଯୁ ପୂର୍ବରୁ ଅତର ଢାଳିଛି।