Home Bibles ଦିତୀୟ ବଂଶାବଳୀ 35:1 · ଓଡ଼ିଆ ବାଇବେଲ
ଦିତୀୟ ବଂଶାବଳୀ 35:1 · ଓଡ଼ିଆ ବାଇବେଲ

ରାଜା ଯୋଶିୟଯ ୟିରୁଶାଲମ ରେ ସଦାପ୍ରଭୁଙ୍କ ଉଦ୍ଦେଶ୍ଯ ରେ ନିସ୍ତାରପର୍ବ ପାଳନ କଲେ। ପ୍ରଥମ ମାସର ଚତୁର୍ଦ୍ଦଶତମ ଦିବସ ରେ ନିସ୍ତାରପର୍ବର ମଷେଶାବକଙ୍କୁ ହତ୍ଯା କରାଗଲା।

Cross references

ଯାତ୍ରା ପୁସ୍ତକ 12:6

ତୁମ୍ଭମାନଙ୍କୁ ସହେି ମଷେ ଶାବକକୁ ମାସର ଚତୁର୍ଦ୍ଦଶ ଦିନୟାଏଁ ନଜର ରେ ରଖିବାକୁ ହବେ। ସହେିଦିନ ଇଶ୍ରାୟେଲର ସମସ୍ତ ଲୋକମାନେ ସୂର୍ୟ୍ଯାସ୍ତ ପରେ ସନ୍ଧ୍ଯା ପୂର୍ବରୁ ଏମାନଙ୍କୁ ହତ୍ଯା କରିବେ।

ଗଣନା ପୁସ୍ତକ 9:3

ଏହିମାସ ଚତୁର୍ବ୍ଦଶ ଦିନର ଗୋଧୂଳି ସମୟରେ ନିରୂପିତ ସମୟରେ ତୁମ୍ଭମାନେେ ତାହା ପାଳନ କରିବ। ତହିଁର ସମସ୍ତ ବିଧି ଓ ଶାସନ ଅନୁସାରେ ତାହା ପାଳନ କରିବ।

ଦିତୀୟ ବିବରଣ 16:1

ଆବୀବ ମାସର ପର୍ବକକ୍ସ୍ଟ ରଖ, ସଦାପ୍ରଭୁ ତୁମ୍ଭମାନଙ୍କର ପରମେଶଓରଙ୍କୁ ସମ୍ମାନ ଦବୋ ପାଇଁ ନିସ୍ତାର ପର୍ବ ପାଳନ କର। କାରଣ ଆବୀବ ମାସ ରେ ସଦାପ୍ରଭୁ ତୁମ୍ଭମାନଙ୍କର ପରମେଶ୍ବର ତୁମ୍ଭମାନଙ୍କୁ ରାତ୍ରିକାଳ ରେ ମିଶରରକ୍ସ୍ଟ ବାହାର କରିଆଣିଲେ।

ଦିତୀୟ ରାଜାବଳୀ 23:21

ତା'ପରେ ଯୋଶିୟ ରାଜା ସମସ୍ତ ଲୋକଙ୍କୁ ଆଦେଶ ଦେଲେ, ଏହି ନିଯମ ପୁସ୍ତକର ୟୁକ୍ତିନୁସା ରେ ତୁମ୍ଭର ପରମେଶ୍ବର ସଦାପ୍ରଭୁଙ୍କର ସମ୍ମାନାର୍ଥେ ନିସ୍ତାର ପର୍ବ ପାଳନ କର।

ଦିତୀୟ ବଂଶାବଳୀ 30:1

ରାଜା ହିଜକିଯ ଇଶ୍ରାୟେଲ ଓ ଯିହୁଦାର ସବୁ ଲୋକମାନଙ୍କ ନିକଟକୁ ବର୍ତ୍ତମାନ ପ୍ ରରଣେ କଲେ। ସେ ଇଫ୍ରଯିମ ଓ ମନଃଶିର ଲୋକମାନଙ୍କ ନିକଟକୁ ମଧ୍ଯ ପତ୍ରମାନ ଲେଖିଲେ। ହିଜକିଯ ସହେି ସମସ୍ତ ଲୋକଙ୍କୁ ୟିରୁଶାଲମସ୍ଥ ସଦାପ୍ରଭୁଙ୍କ ମନ୍ଦିରକୁ ଆସିବା ନିମନ୍ତେ ନିମନ୍ତ୍ରଣ ଜଣାଇଲେ, ଯେପରି ସମାନେେ ସମସ୍ତ ଇଶ୍ରାୟେଲର ସଦାପ୍ରଭୁ ପରମେଶ୍ବରଙ୍କ ନିମନ୍ତେ ନିସ୍ତାରପର୍ବ ପାଳନ କରିପାରିବେ।

ଦିତୀୟ ବଂଶାବଳୀ 30:2

ଦ୍ବିତୀୟ ମାସ ରେ ନିସ୍ତାରପର୍ବ ପାଳିବା ନିମନ୍ତେ ରାଜା ହିଜକିଯ ତାଙ୍କର ସମସ୍ତ ପଦାଧିକାରୀ ଓ ୟିରୁଶାଲମର ସମସ୍ତ ଜନତାଙ୍କ ସହ ଏକମତ ହେଲେ।

ଦିତୀୟ ବଂଶାବଳୀ 30:13

ଅନକେ ଲୋକ ତାଡ଼ୀଶୂନ୍ଯ ରୋଟୀର ପର୍ବ ପାଳନ କରିବା ନିମନ୍ତେ ଆସି ୟିରୁଶାଲମ ରେ ଦ୍ବିତୀୟ ମାସ ରେ ଏକତ୍ର ହେଲେ। ତାହା ଏକ ଅତି ବୃହତ୍ ଜନତାର ଭିଡ଼ ଥିଲା।

ଏଜ୍ରା 6:19

ଏହାପରେ ପ୍ରଥମ ମାସର ଚତୁର୍ଦ୍ଦଶ ଦିନ ରେ ବନ୍ଦୀତ୍ବର ସନ୍ତାନଗଣ ନିସ୍ତାରପର୍ବ ପାଳନ କଲେ।

ଯିହିଜିକଲ 45:21

ପ୍ରଥମ ମାସର ଚତୁର୍ଦ୍ଦଶ ଦିବସ ରେ ତୁମ୍ଭମାନଙ୍କର ନିସ୍ତାର ପର୍ବ ହବେ। ସହେି ପର୍ବ ସାତଦିନ ଧରି ପାଳିତ ହବେ। ସେ ସମୟରେ ତୁମ୍ଭମାନଙ୍କୁ ତାଡ଼ୀଶୂନ୍ଯ ରୋଟୀ ଭୋଜନ କରିବ।

Interlinear

Choose Theme