ଦିତୀୟ ବଂଶାବଳୀ 35:26 · ଓଡ଼ିଆ ବାଇବେଲ
ଯୋଶିୟ ରାଜା ଥିବା ସମୟରେ ଅନ୍ୟ ଯେଉଁ ସମସ୍ତ କର୍ମ କରିଥିଲେ, ତାଙ୍କ ରାଜତ୍ବର ଆରମ୍ଭରୁ ଶଷେ ପର୍ୟ୍ଯନ୍ତ ଇଶ୍ରାୟେଲ ଓ ଯିହୁଦାର ରାଜାମାନଙ୍କର ପୁସ୍ତକରେ ଲଖାୟୋଇଅଛି।
Cross references
ଦିତୀୟ ବଂଶାବଳୀ 31:20
ଅତଏବ ରାଜା ହିଜକିଯ ଯିହୁଦା ରେ ଏହି ସମସ୍ତ ଉତ୍ତମ କାର୍ୟ୍ଯ କଲେ। ସେ ତାଙ୍କର ସଦାପ୍ରଭୁ ପରମେଶ୍ବରଙ୍କ ଦୃଷ୍ଟି ରେ ଉତ୍ତମ ଓ ଯଥାର୍ଥ କର୍ମ କଲେ ଓ ବିଶ୍ବସ୍ତ ଥିଲେ।
ଦିତୀୟ ବଂଶାବଳୀ 32:32
ହିଜକିଯଙ୍କର ଅନ୍ୟ ସମସ୍ତ ଅବଶିଷ୍ଟ କର୍ମ ଓ ସଦାପ୍ରଭୁଙ୍କୁ କେତେ ପ୍ ରମେ କଲେ, ତାହା ଆମ୍ଭମାନଙ୍କ ପୁତ୍ର ଭବିଷ୍ଯଦ୍ବକ୍ତା ଯିଶାଇୟଙ୍କ ଦର୍ଶନ ପୁସ୍ତକ ଓ ଯିହୁଦା ଓ ଇଶ୍ରାୟେଲର ରାଜାମାନଙ୍କ ପୁସ୍ତକ ରେ ଲଖାେ ୟାଇଅଛି।
ଯିରିମିୟ 22:15
ହେ ଯିହାୟୋଦାରକୀମ, ତୁମ୍ଭେ ତୁମ୍ଭ ଗୃହ ରେ ବହୁ ଏରସ କାଠ ବ୍ଯବହାର କରି ବଡ଼ ରାଜା ହାଇଯେିବ ବୋଲି ଭାବୁଛ କି ? ତୁମ୍ଭର ପିତା ଧର୍ମ ରେ ଖାଦ୍ୟ ପାନୀଯ ଦଇେ ଉତ୍ତମ ରାଜା ହେଲେ ଓ ଏହି ଧର୍ମାଚରଣ ଯୋଗୁଁ ସଠାେ ରେ ଉନ୍ନତି ହେଲା।