ଏହି ପୁସ୍ତକ ଆମ୍ଭମାନଙ୍କୁ ସଦାପ୍ରଭୁଙ୍କ ପ୍ରତି ତାଙ୍କର ଆନୁଗତ୍ଯ ଓ ସେ କିପରି ସଦାପ୍ରଭୁଙ୍କ ନିଯମକୁ ମାନିଥିଲେ, ତାହା କ ହେ।
Cross references
ଯହେୂଙ୍କ ଅବଶିଷ୍ଟ ବୃତ୍ତାନ୍ତ ଓ ତାଙ୍କର ସମସ୍ତ କ୍ରିଯା ପରାକ୍ରମ ଇଶ୍ରାୟେଲ ବଂଶ ରାଜାମାନଙ୍କ ଇତିହାସ ପୁସ୍ତକରେ ଲିଖିତ ହାଇେଅଛି।
ଏହିପରି ଆହାସଙ୍କର ଅବଶିଷ୍ଟ କ୍ରିଯାର ବୃତ୍ତାନ୍ତ ଯିହୁଦା ରାଜାମାନଙ୍କ ଇତିହାସ ପୁସ୍ତକଲର ଲିଖିତସହାଇଛି।
ହିଜକିଯଙ୍କର ଅବଶିଷ୍ଟ ବୃତ୍ତାନ୍ତ ଓ ତାଙ୍କର ସମସ୍ତ ପରାକ୍ରମ ସେ କିପରି ପୁଷ୍କରିଣୀ ଓ ନାଳ ପ୍ରସ୍ତୁତ କରି ନଗର ମଧ୍ଯକୁ ଜଳ ଆଣିଲେ, ଏ ସମସ୍ତ ଯିହୁଦା ରାଜବଂଶର ଇତିହାସ ପୁସ୍ତକରେ ଲିଖିତ ହାଇେଅଛି।
ଏହି ଆମାେନ୍ଙ୍କ ଅବଶିଷ୍ଟ ବୃତ୍ତାନ୍ତ ଓ ସମସ୍ତ କାର୍ୟ୍ଯ ଯିହୁଦା ରାଜବଂଶ ଇତିହାସ ପୁସ୍ତକରେ ଲିଖିତ ହାଇେଛି।
ରିହବିଯାମ୍ ଯେତବେେଳେ ରାଜା ଥିଲେ, ତାଙ୍କର ରାଜତ୍ବର ଆରମ୍ଭରୁ ଶଷେ ପର୍ୟ୍ଯନ୍ତ ଯେଉଁ କର୍ମସବୁ କରିଥିଲେ, ସହେିସବୁ ଭବିଷ୍ଯଦ୍ବକ୍ତା ଶମଯିଯଙ୍କ ଲିଖିତ ସକଳ ବିଷଯ ଓ ଦାର୍ଶନିକ ଇଦ୍ଦୋଙ୍କ ଲିଖିତ ସକଳ ବିଷଯ ରେ ଲିପିବଦ୍ଧ କରାୟାଇଅଛି। ସହେି ବ୍ଯକ୍ତିମାନେ ପାରିବାରିକ ଇତିହାସ ସବୁ ଲେଖିଥିଲେ। ରିହବିଯାମ୍ ଓ ୟାରବିଯାମ୍ ଏହି ଦୁଇ ରାଜାଙ୍କ ମଧିଅରେ, ସମାନଙ୍କେ ରାଜତ୍ବ କାଳ ରେ ସବୁ ସମୟରେ ୟୁଦ୍ଧ ଲାଗି ରହିଥିଲା।
ଯିହାଶାଫେଟ୍ ଆଉ ଯେଉଁସବୁ କର୍ମ କରିଥିଲେ, ସହେିସବୁ ଆରମ୍ଭରୁ ଶଷେ ପର୍ୟ୍ଯନ୍ତ ହନାନିଙ୍କ ପୁତ୍ର ଯହେୂଙ୍କର ସରକାରୀ ଦଲିଲ ରେ ଲିପିବଦ୍ଧ ହାଇେ ରହିଅଛି। ଏହି ବିଷଯଗୁଡ଼ିକର ନକଲ କରାଗଲା ଓ ତାହାକୁ ଇଶ୍ରାୟେଲର ରାଜାମାନଙ୍କର ଇତିହାସ ପୁସ୍ତକର ଅନ୍ତଭୁର୍କ୍ତ କରାଗଲା।
ୟୋଯାଶ୍ଙ୍କ ପୁତ୍ରମାନଙ୍କ କାହାଣୀ, ତାଙ୍କ ବିରୁଦ୍ଧ ରେ ମହାନ୍ ଭବିଷ୍ଯତ୍ବାଣୀଗୁଡ଼ିକ ଓ ସେ କିପରି ପୁନର୍ବାର ପରମେଶ୍ବରଙ୍କ ମନ୍ଦିରର ନିର୍ମାଣ କଲେ, ସହେିସବୁ ରାଜାମାନଙ୍କର ବିବରଣୀ ପୁସ୍ତକରେ ଲଖାୟୋଇ ଅଛି। ଅମତ୍ସିଯ ତାଙ୍କ ଉତ୍ତା ରେ ନୂତନ ରାଜା ହେଲେ। ଅମତ୍ସିଯ ୟୋଯାଶ୍ଙ୍କର ପୁତ୍ର ଥିଲେ।
ଅମତ୍ସିଯ ଅନ୍ୟ ଯେଉଁ ସମସ୍ତ କର୍ମ କରିଥିଲେ, ତାହା ଆରମ୍ଭରୁ ଶଷେ ପର୍ୟ୍ଯନ୍ତ ଯିହୁଦା ଓ ଇଶ୍ରାୟେଲର ରାଜାମାନଙ୍କର ପୁସ୍ତକ ରେ ଲଖାୟୋଇଅଛି।
ଉଷିୟ ଅନ୍ୟ ଯେଉଁ ସମସ୍ତ କାର୍ୟ୍ଯ କରିଥିଲେ, ସହେିସବୁ ଆରମ୍ଭରୁ ଶଷେ ପର୍ୟ୍ଯନ୍ତ ଆମାେସ୍ଙ୍କ ପୁତ୍ର ଭବିଷ୍ଯତ୍ବକ୍ତା ଯିଶାଇୟଙ୍କ ପୁସ୍ତକରେ ଲଖାେ ୟାଇଅଛି।
ହିଜକିଯଙ୍କର ଅନ୍ୟ ସମସ୍ତ ଅବଶିଷ୍ଟ କର୍ମ ଓ ସଦାପ୍ରଭୁଙ୍କୁ କେତେ ପ୍ ରମେ କଲେ, ତାହା ଆମ୍ଭମାନଙ୍କ ପୁତ୍ର ଭବିଷ୍ଯଦ୍ବକ୍ତା ଯିଶାଇୟଙ୍କ ଦର୍ଶନ ପୁସ୍ତକ ଓ ଯିହୁଦା ଓ ଇଶ୍ରାୟେଲର ରାଜାମାନଙ୍କ ପୁସ୍ତକ ରେ ଲଖାେ ୟାଇଅଛି।
ମନଃଶିଙ୍କ ପ୍ରାର୍ଥନା ଓ ପରମେଶ୍ବର କିପରି ତାଙ୍କର ପ୍ରାର୍ଥନା ଶୁଣିଲେ ଓ ତାଙ୍କ ନିମନ୍ତେ ଦୁଃଖିତ ହେଲେ, ତାହା 'ଭବିଷ୍ଯତ୍ବକ୍ତାମାନଙ୍କ ପୁସ୍ତକ' ରେ ଲଖାୟୋଇଅଛି। ମନଃଶିର ସମସ୍ତ ପାପ ଓ ମନ୍ଦକର୍ମ ଏବଂ ସହେି ଉଚ୍ଚସ୍ଥାନଗୁଡ଼ିକ ଯାହା ସେ ନିର୍ମାଣ କରିଥିଲେ, ଆଶରୋ ସ୍ତମ୍ଭମାନ ଏବଂ ମୂର୍ତ୍ତିଗୁଡ଼ିକ ଯାହା ସେ ପୂର୍ବରୁ ସ୍ଥାପନ କରିଥିଲେ ଓ ସମ୍ମାନ କରିଥିଲେ, ସହେିସବୁ ଭବିଷ୍ଯତ୍ବକ୍ତାମାନଙ୍କ ପୁସ୍ତକ ରେ ଲଖାୟୋଇଅଛି।