ଦିତୀୟ ବଂଶାବଳୀ 35:5 · ଓଡ଼ିଆ ବାଇବେଲ
ଲବେୀୟମାନଙ୍କର ଏକଦଳ ସହ ପବିତ୍ର ସ୍ଥାନ ରେ ଛିଡ଼ା ହୁଅ। ପ୍ରେତ୍ୟକକ ଭିନ୍ନ ଭିନ୍ନ ବଂଶ ନିମନ୍ତେ ଏହିପରି କର। ତବେେ ତୁମ୍ଭମାନେେ ସମାନଙ୍କେୁ ସାହାୟ୍ଯ କରିପାରିବ।
Cross references
ଏଜ୍ରା 6:18
ସମାନେେ ମାଶାେ ପୁସ୍ତକର ଲିଖନ ପ୍ରମାଣେ ୟିରୁଶାଲମ ରେ ପରମେଶ୍ବରଙ୍କ ମନ୍ଦିରର ସବୋପାଇଁ ଯାଜକମାନଙ୍କୁ ସମାନଙ୍କେର ଦଳ ଅନୁସାରେ ଓ ଲବେୀୟମାନଙ୍କୁ ସମାନଙ୍କେ ଦଳ ଅନୁସାରେ ନିୟୁକ୍ତି କଲେ।
ଗୀତସଂହିତା 134:1
ହେ ସଦାପ୍ରଭୁଙ୍କର ସମସ୍ତ ଦାସଗଣ, ଯେଉଁମାନେ ରାତିସାରା ତାଙ୍କର ମନ୍ଦିରରେ ତାଙ୍କର ସବୋ କରନ୍ତି, ସମାନେେ ସଦାପ୍ରଭୁଙ୍କର ପ୍ରଶଂସା କରନ୍ତୁ!
ଗୀତସଂହିତା 135:2
ତୁମ୍ଭେ ଯେଉଁ ଲୋକମାନେ ସଦାପ୍ରଭୁଙ୍କର ମନ୍ଦିରରେ ଛିଡ଼ା ହାଇେଅଛ। ଯେଉଁମାନେ ତାଙ୍କ ପ୍ରାଙ୍ଗଣରେ ଛିଡ଼ା ହାଇେଅଛ, ତାଙ୍କର ଧନ୍ଯବାଦ କର।