Home Bibles ଦିତୀୟ ବଂଶାବଳୀ 36:12 · ଓଡ଼ିଆ ବାଇବେଲ
ଦିତୀୟ ବଂଶାବଳୀ 36:12 · ଓଡ଼ିଆ ବାଇବେଲ

ସେ ସଦାପ୍ରଭୁଙ୍କ ଇଚ୍ଛାନୁୟାଯୀ କର୍ମ କଲେ ନାହିଁ। ଭବିଷ୍ଯତ୍ବକ୍ତା ଯିରିମିୟ ସଦାପ୍ରଭୁଙ୍କଠାରୁ ଆଗତ ବାର୍ତ୍ତାସବୁ କହିଲେ। କିନ୍ତୁ ସିଦିକିଯ ନିଜକୁ ନମ୍ର କଲେ ନାହିଁ ଓ ଯିରିମିୟ ଯେଉଁସବୁ କଥା କହିଲେ, ତାହା ମାନିଲେ ନାହିଁ।

Cross references

ଯାତ୍ରା ପୁସ୍ତକ 10:3

ତେଣୁ ମାଶାେ ଏବଂ ହାରୋଣ ଫାରୋଙ୍କ ନିକଟକୁ ଗଲେ। ସମାନେେ ତାଙ୍କୁ କହିଲେ, ସଦାପ୍ରଭୁ ଏବ୍ରୀଯମାନଙ୍କର ପରମେଶ୍ବର କହିନ୍ତି, ' କେତେ ଦିନ ତୁମ୍ଭେ ମାେତେ ଅମାନ୍ଯ କରିବ? ମାରେ ଲୋକମାନଙ୍କୁ ୟିବାକୁ ଦିଅ ଓ ସମାନଙ୍କେୁ ମାରେ ଉପାସନା କରିବାକୁ ଦିଅ।

ଦିତୀୟ ବଂଶାବଳୀ 32:26

କିନ୍ତୁ ହିଜକିଯ ଓ ୟିରୁଶାଲମ ରେ ବାସ କରୁଥିବା ଲୋକମାନେ ସମାନଙ୍କେର ହୃଦଯ ଓ ଜୀବନକୁ ପରିବର୍ତ୍ତିତ କଲେ। ସମାନେେ ନିଜକୁ ନମ୍ର କଲେ ଓ ଆଉ ଗର୍ବ କଲେ ନାହିଁ। ତେଣୁ ହିଜକିଯ ଜୀବିତ ଥିବା ପର୍ୟ୍ଯନ୍ତ ସଦାପ୍ରଭୁ ସମାନଙ୍କେ ଉପରେ କୋରଧ କଲେ।

ଦିତୀୟ ବଂଶାବଳୀ 33:12

ତାଙ୍କ ଉପରକୁ ଯେତବେେଳେ ଏହିସବୁ ବିପଦ ଆସିଲା, ମନଃଶି ସଦାପ୍ରଭୁ ତାଙ୍କର ପରମେଶ୍ବରଙ୍କଠାରୁ ସାହାୟ୍ଯ ଲୋଡ଼ିଲେ। ମନଃଶି ନିଜକୁ ତାଙ୍କର ପୂର୍ବପୁରୁଷମାନଙ୍କର ପରମେଶ୍ବରଙ୍କ ସମ୍ମୁଖ ରେ ନମ୍ର କଲେ।

ଦିତୀୟ ବଂଶାବଳୀ 33:19

ମନଃଶିଙ୍କ ପ୍ରାର୍ଥନା ଓ ପରମେଶ୍ବର କିପରି ତାଙ୍କର ପ୍ରାର୍ଥନା ଶୁଣିଲେ ଓ ତାଙ୍କ ନିମନ୍ତେ ଦୁଃଖିତ ହେଲେ, ତାହା 'ଭବିଷ୍ଯତ୍ବକ୍ତାମାନଙ୍କ ପୁସ୍ତକ' ରେ ଲଖାୟୋଇଅଛି। ମନଃଶିର ସମସ୍ତ ପାପ ଓ ମନ୍ଦକର୍ମ ଏବଂ ସହେି ଉଚ୍ଚସ୍ଥାନଗୁଡ଼ିକ ଯାହା ସେ ନିର୍ମାଣ କରିଥିଲେ, ଆଶରୋ ସ୍ତମ୍ଭମାନ ଏବଂ ମୂର୍ତ୍ତିଗୁଡ଼ିକ ଯାହା ସେ ପୂର୍ବରୁ ସ୍ଥାପନ କରିଥିଲେ ଓ ସମ୍ମାନ କରିଥିଲେ, ସହେିସବୁ ଭବିଷ୍ଯତ୍ବକ୍ତାମାନଙ୍କ ପୁସ୍ତକ ରେ ଲଖାୟୋଇଅଛି।

ଦିତୀୟ ବଂଶାବଳୀ 33:23

ଆମାେନ୍ ତାଙ୍କର ପିତା ମନଃଶିଙ୍କ ପରି ସଦାପ୍ରଭୁଙ୍କ ସମ୍ମୁଖ ରେ ନିଜକୁ ନମ୍ର କଲେ ନାହିଁ। କିନ୍ତୁ ଆମାେନ୍ ଆହୁରି ଅଧିକରୁ ଅଧିକ ପାପ କଲେ।

ଦିତୀୟ ବଂଶାବଳୀ 35:22

କିନ୍ତୁ ଯୋଶିୟଯ ଚାଲିଗଲେ ନାହିଁ। ସେ ନଖୋଙ୍କ ବିରୁଦ୍ଧ ରେ ୟୁଦ୍ଧ କରିବାକୁ ସ୍ଥିର କଲେ, ତେଣୁ ସେ ତାଙ୍କର ରୂପ ବଦଳାଇଲେ ଓ ୟୁଦ୍ଧ କରିବା ନିମନ୍ତେ ୟୁଦ୍ଧକ୍ଷେତ୍ରକୁ ଗଲେ। ନଖୋ ପରମେଶ୍ବରଙ୍କ ଆଦେଶ ସମ୍ବନ୍ଧ ରେ ଯାହା କହିଲେ, ଯୋଶିୟଯ ତାହା ଶୁଣିବାକୁ ଅଗ୍ରାହ୍ଯ କଲେ। ଯୋଶିୟଯ ମାଗିଦ୍ଦୋ ସମତଳ ଭୂମିରେ ୟୁଦ୍ଧ କରିବାକୁ ଗଲେ।

ଯିରିମିୟ 21:1

ରାଜା ସିଦିକିଯ ମଲ୍କିଯର ପୁତ୍ର ପଶ୍ହୂରକୁ ଓ ମା ସଯରେ ପୁତ୍ର ସଫନିଯ ଯାଜକକୁ ସଦାପ୍ରଭୁଙ୍କର ବାକ୍ଯ ଦଇେ ଯିରିମିୟ ନିକଟକୁ ପଠାଇଲେ।

ଯିରିମିୟ 27:12

'ଅନନ୍ତର ମୁଁ ସହେି ସମସ୍ତ ବାକ୍ଯ ଯିହୁଦାର ରାଜା ସିଦିକିଯକୁ କହିଲି, ତୁମ୍ଭମାନେେ ଆପଣା ଆପଣା ବକେ ବାବିଲ ରାଜାର ୟୁଆଳି ତଳେ ରଖ ଓ ତାହାର ଏବଂ ତାହାର ଲୋକମାନଙ୍କର ସବୋ କର। ତହିଁରେ ତୁମ୍ଭମାନେେ ବଞ୍ଚିବ।

ଯିରିମିୟ 34:2

ସଦାପ୍ରଭୁ ଇଶ୍ରାୟେଲର ପରମେଶ୍ବର ଏହିକଥା କହନ୍ତି, ହେ ଯିରିମିୟ, ତୁମ୍ଭେ ୟାଇ ଯିହୁଦାର ରାଜା ସିଦିକିଯଙ୍କୁ କୁହ, 'ସଦାପ୍ରଭୁ ଏହି କଥା କହନ୍ତି, ଆମ୍ଭେ ବାବିଲର ରାଜା ହସ୍ତ ରେ ୟିରୁଶାଲମକୁ ସମର୍ପଣ କରିବା, ତାହାକୁ ସେ ଅଗ୍ନି ରେ ଦଗ୍ଧ କରିବ।

ଯିରିମିୟ 37:2

ମାତ୍ର ରାଜା ସିଦିକିଯ କିଅବା ତାହାର ଦାସମାନେ କିଅବା ତାହାର ଦେଶବାସୀ ଯିରିମିୟ ଭବିଷ୍ଯଦବକ୍ତା ପ୍ରଚାରିତ ସଦାପ୍ରଭୁଙ୍କ ବାକ୍ଯ ପ୍ରତି ଧ୍ଯାନ ଦେଲେ ନାହିଁ।

ଯିରିମିୟ 38:14

ତତ୍ପ ରେ ସିଦିକିଯ ରାଜା ଲୋକ ପଠାଇ ଭବିଷ୍ଯଦବକ୍ତା ଯିରିମିୟଙ୍କୁ ଅଣାଇଲେ। ସେ ସଦାପ୍ରଭୁଙ୍କୁ ମନ୍ଦିରର ତୃତୀୟ ପ୍ରବେଶ ଦ୍ବାର ଦଇେ ରାଜାଙ୍କ ନିକଟକୁ ଆସିଲେ। ଆଉ ରାଜା ଯିରିମିୟଙ୍କୁ କହିଲେ, ମୁଁ ତୁମ୍ଭକୁ କିଛି ପ୍ରଶ୍ନ ପଚାରିବି, ତୁମ୍ଭେ କୌଣସି କଥା ଗୋପନ ନ ରଖି ସହ ସତ କହିବ।

ଯିରିମିୟ 38:21

ମାତ୍ର ଯଦି ଆପଣ ସଦାପ୍ରଭୁଙ୍କ ବାକ୍ଯ ନ ମାନି କଲଦୀଯମାନଙ୍କର ଅଧୀନତା ସ୍ବୀକାର ନ କରିବ, ତବେେ ସଦାପ୍ରଭୁ ମାେତେ ଯେଉଁ କଥା ଜଣାଇ ଅଛନ୍ତି, ତାହା ହେଉଛି ଏହା।

ଦାନିଏଲ 5:22

କିନ୍ତୁ ବଲେଟ୍ଶତ୍ସର, ଆପଣ ତାଙ୍କର ପୁତ୍ର। ଆପଣ ଏସବୁ ଜାଣିଲେ ମଧ୍ଯ ଆପଣଙ୍କ ଅନ୍ତଃକରଣକୁ ନମ୍ର କରିନାହାଁନ୍ତି।

ଯାକୁବଙ୍କ ପତ୍ 4:10

ପ୍ରଭୁଙ୍କ ଆଗ ରେ ନମ୍ର ହୁଅ ଓ ସେ ତୁମ୍ଭକୁ ମହାନ୍ କରିବେ।

ପିତରଙ୍କ ପ୍ରଥମ ପତ୍ 5:6

ଅତଏବ ପରମେଶ୍ବରଙ୍କ ବଳିଷ୍ଠ ହାତ ତଳେ ନିଜକୁ ନମ୍ର କର। ତା ହେଲେ ଠିକ୍ ସମୟ ଉପସ୍ଥିତ ହେଲେ ସେ ତୁମ୍ଭକୁ ଉନ୍ନତ କରିବେ।

Interlinear

Choose Theme