ନବୂଖଦ୍ନିତ୍ସର ସଦାପ୍ରଭୁଙ୍କ ମନ୍ଦିରରୁ କେତକେ ଦ୍ରବ୍ଯ ନଇଗେଲେ। ସେ ସହେି ବସ୍ତୁଗୁଡ଼ିକୁ ବାବିଲକୁ ନଇଗେଲେ ଓ ସଗେୁଡ଼ିକୁ ନଇେ ନିଜ ଗୃହ ରେ ରଖିଲେ।
Cross references
ନବୂଖଦ୍ନିତ୍ସର ରାଜପ୍ରାସାଦରୁ ଏବଂ ୟିରୁଶାଲମ୍ର ସଦାପ୍ରଭୁଙ୍କ ମନ୍ଦିରରୁ ସମସ୍ତ ଧନ ନଇଗେଲେ। ସେ ରାଜା ଶଲୋମନଙ୍କ ଦ୍ବାରା ତିଆରି ସଦାପ୍ରଭୁଙ୍କ ମନ୍ଦିରର ସ୍ବର୍ଣ୍ଣମଯ ପାତ୍ରଗୁଡିକୁ ଖଣ୍ତ ଖଣ୍ତ କରି କାଟି ପକାଇଲେ। ଏସବୁ ସଦାପ୍ରଭୁଙ୍କ ବାକ୍ଯାନୁସା ରେ ଘଟିଲା।
ନବୂଖଦ୍ନିତ୍ସର ପରମେଶ୍ବରଙ୍କ ମନ୍ଦିରରୁ ସବୁ ପଦାର୍ଥ ବାବିଲକୁ ବୋହି ନଇଗେଲେ। ସେ ମନ୍ଦିରରୁ, ରାଜାଙ୍କ ନିକଟରୁ ଓ ରାଜାଙ୍କ ପଦାଧିକାରୀମାନଙ୍କଠାରୁ ବହୁମୂଲ୍ଯ ବସ୍ତୁ ସବୁ ନଇଗେଲେ।
ଆଉ ନବୂଖଦ୍ନିତ୍ସର ସଦାପ୍ରଭୁଙ୍କ ମନ୍ଦିରର ଯେ ସକଳ ପାତ୍ର ୟିରୁଶାଲମରୁ ଆଣି ଆପଣା ମିଥ୍ଯା ଦବେତାଗଣଙ୍କ ମନ୍ଦିର ରେ ରଖିଥିଲା, କୋରସ ରାଜା ତାହାସବୁ ବାହାର କରି ଆଣିଲା।
ତା'ପ ରେ ମୁଁ, ଯିରିମିୟ ଓ ସମସ୍ତ ଯାଜକମାନଙ୍କୁ ଓ ଏହା କହନ୍ତି, ସଦାପ୍ରଭୁ ଏହି କଥା କହନ୍ତି। ଦେଖ, ତୁମ୍ଭମାନଙ୍କର ଭବିଷ୍ଯଦବକ୍ତାଗଣ ଓ ଯାଜକଗଣ ତୁମ୍ଭମାନଙ୍କ ନିକଟରେ ଭବିଷ୍ଯଦବାକ୍ଯ ପ୍ରଚାର କରି କହନ୍ତି ଯେ, 'ସଦାପ୍ରଭୁଙ୍କ ମନ୍ଦିରର ସମସ୍ତ ବାସନକୁସନ ଶୀଘ୍ର ବାବିଲରୁ ଅଣାୟିବ। କିନ୍ତୁ ତୁମ୍ଭମାନେେ ସମାନଙ୍କେ କଥା ରେ ଧ୍ଯାନ ଦିଅ ନାହିଁ, କାରଣ ସମାନେେ ତୁମ୍ଭମାନଙ୍କ ନିକଟରେ ମିଥ୍ଯା ଭବିଷ୍ଯଦବାକ୍ଯ ପ୍ରଚାର କରନ୍ତି।
ବାବିଲର ରାଜା ନବୂଖଦନିତ୍ସର ଏହି ସ୍ଥାନରୁ ସଦାପ୍ରଭୁଙ୍କ ଗୃହର ଯେଉଁସବୁ ପାତ୍ର ବାବିଲକୁ ନଇେ ୟାଇଅଛି, ସେସବୁ ଆମ୍ଭେ ଦୁଇବର୍ଷ ପୂର୍ର୍ଣ ହବୋ ପୂର୍ବରୁ ପୁନର୍ବାର ଏହି ସ୍ଥାନକୁ ଫରୋଇ ଆଣିବା।
ବର୍ତ୍ତମାନ ସଦାପ୍ରଭୁ ଯିହାୟୋକୀମ୍କୁ ପରାସ୍ତ କରିବା ପାଇଁ ନବୂଖଦ୍ନିତ୍ସରଙ୍କୁ ଅନୁମତି ଦେଲେ ଏବଂ ସେ କିଛି ପାତ୍ର ପରମେଶ୍ବରଙ୍କ ମନ୍ଦିରରୁ ନଇଗେଲେ। ସେ ସିନଯର ଭୂମିକୁ ସବୁଗୁଡିକୁ ବହନ କରି ନେଲେ ଏବଂ ଆରଣା ଦବେତାମାନଙ୍କ ମନ୍ଦିର ଭଣ୍ତାରଗୃହ ରେ ସେସବୁ ରଖି ଦେଲେ।
ବେଲ୍ଶତ୍ସର ଦ୍ରାକ୍ଷାରସ ପାନ କରୁଥିବା ବେଳେ ତାଙ୍କର ପିତା ନବୂଖଦ୍ନିତ୍ସର। ୟିରୁଶାଲମସ୍ଥ ମନ୍ଦିରରୁ ଅପହରଣ କରି ଆଣିଥିବା ସୁନା ଓ ରୂପା ରେ ପାତ୍ରଗୁଡିକୁ ଆଣିବାକୁ ତାଙ୍କ ଲୋକମାନଙ୍କୁ ଆଦେଶ କଲେ। ସେ ଗ୍ଭହୁଁଥିଲେ ସେଥି ରେ ସେ, ତାଙ୍କର ଅମାତ୍ଯଗଣ, ତାଙ୍କର ପତ୍ନିଗଣ ଓ ଉପପତ୍ନୀଗଣ ଯେପରି ପାନ କରିବେ।