Home Bibles ଦିତୀୟ ବଂଶାବଳୀ 4:12 · ଓଡ଼ିଆ ବାଇବେଲ
ଦିତୀୟ ବଂଶାବଳୀ 4:12 · ଓଡ଼ିଆ ବାଇବେଲ

ହୂରମ ଦୁଇଟି ସ୍ତମ୍ଭ ଏବଂ ଦୁଇଟି ସ୍ତମ୍ଭର ଉପରିସ୍ଥ ଭାଗ ରେ ବିରାଟ କୁଣ୍ଡର ନିର୍ମାଣ କରିଥିଲେ। ଆହୁରି ହୂରମ ଏହି ଦୁଇଟି ସ୍ତମ୍ଭର ଉପରେ ଥିବା ଦୁଇଟି ବିରାଟ କୁଣ୍ଡକୁ ଘାଡ଼ୋଇବା ନିମନ୍ତେ କାରୁକାର୍ୟ୍ଯ ପୂର୍ଣ୍ଣ ଜାଲି ତିଆରି କରିଥିଲେ।

Cross references

ପ୍ରଥମ ରାଜାବଳୀ 7:15

ହୀରମ ଦୁଇଟି ପିତ୍ତଳ ସ୍ତମ୍ଭ ନିର୍ମାଣ କଲଲ ଯାହାର ଉଚ୍ଚତା ଅଠର ହାତ ଓ ଗୋଲଲଇ ବାର ହାତ ଥିଲା। ସ୍ତମ୍ଭର ଭିତର ଫମ୍ଫା ଥିଲା ଓ ପିତ୍ତଳ ତିନି ଇଞ୍ଚି ବହଳର ଥିଲା।

ପ୍ରଥମ ରାଜାବଳୀ 7:41

2 ଗୋଟି ସ୍ତମ୍ଭ; 2 ଗୋଟି ଗୋଲାକାର ମଣ୍ତଳୀ, ସେହି ସ୍ତମ୍ଭ ଉପରିସ୍ଥ ଆବୃତ କରିବା ପାଇଁ;

ଦିତୀୟ ବଂଶାବଳୀ 3:15

ଶଲୋମନ ମନ୍ଦିରର ସାମନା ରେ ଦୁଇଟି ସ୍ତମ୍ଭ ରଖିଲେ। ଏହି ସ୍ତମ୍ଭ ପଞ୍ଚତିରିଶ ହାତ ଉଚ୍ଚ ଥିଲା। ଏହି ସ୍ତମ୍ଭ ଦୁଇଟିର ଅଗ୍ରଭାଗ ପାଞ୍ଚ ହାତରୁ ଟିକେ ଅଧିକ ଲମ୍ବ ଥିଲା।

ଦିତୀୟ ବଂଶାବଳୀ 3:16

ଶ ଲୋମନ ହାର ପରି ଜଞ୍ଜିର ବନାଇଲେ। ଏହି ଜଞ୍ଜିରକୁ ସ୍ତମ୍ଭ ଦୁଇଟିର ଉପରି ଭାଗ ରେ ରଖିଲେ। ଶଲୋମନ 100ଟି ଡ଼ାଳିମ୍ବ ଆକୃତି ଚିତ୍ର ବନାଇଲେ ଏବଂ ସଗେୁଡ଼ିକୁ ଜଞ୍ଜିର ରେ ଲଗାଇଲେ।

Interlinear

Choose Theme