ଶଲୋମନ ଏହିପରି ଅନକେ ଜିନିଷ ଏତେ ପରିମାଣ ରେ ତିଆରି କରିଥିଲେ ଯେ ଏଥି ରେ ବ୍ଯବହୃତ ପିତ୍ତଳର ଓଜନ ମାପିବା ପାଇଁ କହେି ଚେଷ୍ଟା କଲେ ନାହିଁ।
Cross references
ରାଜା ୟର୍ଦ୍ଦନ ପଦାସର ସୁକ୍କୋତ ଓ ସର୍ତ୍ତନ ମଧ୍ଯସ୍ଥିତ ଚିକ୍କଣ ଭୂମିଲର ତାହା ନିର୍ମାଣ କରିବାକୁ ଆଲଦଶସଦଲଲ।ସସଗୁଡିକୁ ପିତ୍ତଳ ତରଳାଇ ଓ ଛାଞ୍ଚସର ଢାଳି ତାଆରି କରାଗଲା।
ପ୍ରବେଶ ଦ୍ବାରର କବାଟ ନିମନ୍ତେ କଣ୍ଟା ଓ କବଜା ନିର୍ମାଣ କରିବା ନିମନ୍ତେ ଦାଉଦ ଲୁହା ସଂଗ୍ରହ କଲେ ଏବଂ ସେ ଏତେ ପରିମାଣର ପିତ୍ତଳ ପ୍ରସ୍ତୁତ କଲେ ଯେ, ତାହାକୁ ମପାୟାଇ ପାରିଲା ନାହିଁ।
ଶଲୋମନ, ସଦାପ୍ରଭୁଙ୍କ ମନ୍ଦିର ନିର୍ମାଣ କରିବା ନିମନ୍ତେ ମୁଁ କଠିନ ପରିଶ୍ରମ କରି ଯୋଜନାମାନ ତିଆରି କରିଛି। ମୁଁ ଏକ ଲକ୍ଷ ତାଳନ୍ତ ସ୍ବର୍ଣ୍ଣ ଦଇେଅଛି, ଏବଂ ମୁଁ ଦଶ ଲକ୍ଷ ତାଳନ୍ତ ରୂପା ଦଇେଅଛି। ମୁଁ ଏତେ ପରିମାଣ ରେ ପିତ୍ତଳ ଓ ଲୁହା ଦଇେଅଛି ଯେ, ତାହା ତୌଲ କରାୟାଇ ନ ପା ରେ। ମୁଁ କାଠ ଓ ପ୍ରସ୍ତର ମଧ୍ଯ ଦଇେଅଛି। ଶଲୋମନ, ତୁମ୍ଭେ ସେଥି ରେ ଆହୁରି ୟୋଗ କରିପାର।
ଦୁଇଟି ଖମ୍ବ, ସଦୃଶ ଡବା ଏବଂ କଂସାର ବା ରୋଟି ବୃଷଭ, ଏହାକୁ ରାଜା ଶ ଲୋମନ ସଦାପ୍ରଭୁଙ୍କ ମନ୍ଦିର ପାଇଁ ନିର୍ମାଣ କରିଥିଲେ। ଏହିସବୁ ଜିନିଷ ରେ ବ୍ଯବହୃତ ହାଇେଥିବା କଂସାର ଓଜନ ବହୁତ ଅଧିକ ଥିଲା।