Home Bibles ଦିତୀୟ ବଂଶାବଳୀ 4:21 · ଓଡ଼ିଆ ବାଇବେଲ
ଦିତୀୟ ବଂଶାବଳୀ 4:21 · ଓଡ଼ିଆ ବାଇବେଲ

ପୁଷ୍ପ, ଦୀପ ଓ ଚିମୁଟାସବୁ ନିର୍ମାଣ କରିବା ନିମନ୍ତେ ଶଲୋମନ ଶୁଦ୍ଧସୁନା ବ୍ଯବହାର କରିଥିଲେ।

Cross references

ଯାତ୍ରା ପୁସ୍ତକ 25:31

ଏହାପରେ ତୁମ୍ଭମାନେେ ଏକ ଦୀପ ବୃକ୍ଷ ତିଆରି କରିବ। ଏହା ନିର୍ମଳ ସୁପର୍ଣ୍ଣ ରେ ପିଟା କର୍ମ ରେ ଏହାର ଗଣ୍ଡି ଓ ଶାଖା ନିର୍ମାଣ କର। ଆଉ ଗୋଲାଧାର ଓ କଳିକା ଓ ପୁଷ୍ପ ତହିଁରେ ସଂଲଗ୍ନ ରହିବ।

ଯାତ୍ରା ପୁସ୍ତକ 25:38

ନିର୍ମଳ ସୁବର୍ଣ୍ଣ ରେ ତହିଁର ଚିମୁଟା ଓ ଅଙ୍ଗାରଧାନୀ ନିର୍ମାଣ କରିବ।

ଯାତ୍ରା ପୁସ୍ତକ 37:20

ଦୀପରୂଖାର ଦଣ୍ଡଟି ରେ ଚାରୋଟୀ ପୁଷ୍ପ ଥିଲା, ସଗେୁଡିକ ଆକୃତି ବାଦାମ ପୁଷ୍ପର ବୃନ୍ତ ଓ ପାଖୁଡା ସଦୃଶ ଥିଲା।

ପ୍ରଥମ ରାଜାବଳୀ 6:18

ସହେି ଗୃହର କାନ୍ଥଗୁଡିକ ଏରସ କାଠର କଳିକା ରେ ଆଚ୍ଛାଦିତ ହେଲା ଓ ପଥର ଦଖାଗେଲାନାହିଁ। ସହେି କାନ୍ଥଗୁଡିକୁ ଆଚ୍ଛାଦନ କରିଥିବା ପଟାଗୁଡିକରେ ଫୁଲ ଓ ଲତାର ଛବି ଖୋଦିତ କରାଗଲା।

ପ୍ରଥମ ରାଜାବଳୀ 6:29

ମୂଖ୍ଯ କଠାେରୀର ଓ ଭିତର କଠାେରୀର କାନ୍ଥଗୁଡିକ ଗ୍ଭରିପାଖ ରେ କିରୁବ ଦୂତଗଣ, ଖଜୁର୍ର ବୃକ୍ଷ ଓ ପ୍ରସ୍ପୁଟିତ ପୁଷ୍ପମାନଙ୍କର ଛବି ଖାଦେିତ ହାଇେଥିଲା।

ପ୍ରଥମ ରାଜାବଳୀ 6:35

ପ୍ରେତ୍ୟକକ କବାଟର ଦୋହରା ଥିଲା ଓ ପ୍ରତି କବାଟରେ କିରୁବ ଦୂତଗଣ, ଖଜୁର୍ର ବୃକ୍ଷ ଓ ପ୍ରସ୍ପୁଟିତ ପୁଷ୍ପମାନଙ୍କର ଆକୃତି ଖାଦେିତ ହାଇେଥିଲା ଓ ସହେି ଖାଦେିତ ଆକୃତିଗୁଡିକୁ ସୁବର୍ଣ୍ଣ ରେ ମଣ୍ତନ କରାଗଲା।

ଦିତୀୟ ବଂଶାବଳୀ 4:5

ଏହି ବୃହତ୍ ପିତ୍ତଳ କୁଣ୍ଡଟି 3 ,000 ମହଣ ମାଟଇେେ ବିଶିଷ୍ଟ ଥିଲା। ବୃହତ୍ କୁଣ୍ଡର ଧାରଗୁଡ଼ିକ କପର ଧାରପରି ଥିଲା। ତାହାର ଧାର କଇଁ ଫୁଲଭଳି ଦଖାଯାେଉଥିଲା। ଏହା ଅଣସ୍ତରି କିଲୋଲିଟର ପାଣି ଧରି ରଖିପାରୁଥିଲା।

Interlinear

Choose Theme