ଏହି ବୃହତ୍ ପିତ୍ତଳର କୁଣ୍ଡର ତଳ ପାଶର୍ବର ଚତୁର୍ଦ୍ଦିଗ ରେ ଷଣ୍ଢର ପ୍ରତିମୂର୍ତ୍ତିସବୁ ଶୋଭା ପାଉଥିଲା। କୁଣ୍ଡର ଚତୁଃପାଶର୍ବ ରେ ଦଶ ହାତ ପର୍ୟ୍ଯନ୍ତ ଦୁଇ ଧାଡ଼ି ରେ ସଗେୁଡ଼ିକ ଥିଲା। କୁଣ୍ଡକୁ ଗଢ଼ାୟିବା ସମୟରେ ଏହି ଷଣ୍ଢ ପ୍ରତିମୂର୍ତ୍ତିଟିକୁ ତରଳଇେ ଠିକ୍ ସ୍ଥାନ ରେ ବ ସଇେ ଦିଆୟଇଥିଲା।
Cross references
ଚୌବାଗ୍ଭର ବାହାର କାନ୍ଥ ଗ୍ଭରିପାଖସର ଏକ ଫନ୍ଦ ଥିଲା। ଫନ୍ଦ ତଲଳ ଦୁଇଧାଡି ପିତ୍ତଳର ଲାଭ ଥିଲା।ସସହି ଲାଭାଗୁଡିକ ଚୌବାଚା ସହିତ ଏକ ଖଣ୍ତ କରି ନିର୍ମାଣ କରାୟାଇ ଥିଲା।
ପ୍ରତି ପ୍ରାଣୀର ଚାରି ମୁଖ ମଧ୍ଯରୁ ସମ୍ମୁଖ ଭାଗ ରେ ମନୁଷ୍ଯର ମୁଖ, ଦକ୍ଷିଣ ପାଶର୍ବ ରେ ସିଂହର ମୁଖ, ବାମ ପାଶର୍ବ ରେ ଗୋରୁର ମୁଖ ଓ ପଛ ଭାଗ ରେ ଉତ୍କ୍ରୋଶ ପକ୍ଷୀର ମୁଖ ଥିଲା।
ପ୍ରେତ୍ୟକକ କିରୂବର ଚାରିମୁଖ ଥିଲା : ପ୍ରଥମ ମୁଖ କିରୁବ ଦୂତର ମୁଖ, ଦ୍ବିତୀୟ ମୁଖ ମନୁଷ୍ଯର ମୁଖ, ତୃତୀୟଟି ସିଂହର ମୁଖ ଓ ଚତୁର୍ଥଟି ଉତକ୍ରୋଷ ପକ୍ଷୀର ମୁଖ ଥିଲା।
ମାଶାଙ୍କେ ବ୍ଯବସ୍ଥା ରେ ଲଖାେ ଅଛି : ଖଳା ରେ ବେଙ୍ଗଳା ବୁଲାଇଲା ବେଳେ ବଦଳର ମୁହଁ ବାନ୍ଧ ନାହିଁ। ପରମେଶ୍ବର ଏହା କ'ଣ କବଳେ ବଳଦଙ୍କ ବିଷୟ ରେ କହିଲେ ? ନା।
ପ୍ରଥମ ଜୀବିତ ପ୍ରାଣୀର ଆକୃତି ସିଂହପରି। ଦ୍ବିତୀୟ ପ୍ରାଣୀ ଗୋଟିଏ ଗୋରୁ ସଦୃଶ। ତୃତୀୟ ପ୍ରାଣୀର ମୁଖ ଜଣେ ମନୁଷ୍ଯର ମୁଖ ଭଳି। ଚତୁର୍ଥ ପ୍ରାଣୀଟି ଗୋଟିଏ ଉଡ଼ନ୍ତା ଉତ୍କ୍ରୋଶ ପକ୍ଷୀ ପରି ଥିଲା।