ଦିତୀୟ ବଂଶାବଳୀ 4:5 · ଓଡ଼ିଆ ବାଇବେଲ
ଏହି ବୃହତ୍ ପିତ୍ତଳ କୁଣ୍ଡଟି 3 ,000 ମହଣ ମାଟଇେେ ବିଶିଷ୍ଟ ଥିଲା। ବୃହତ୍ କୁଣ୍ଡର ଧାରଗୁଡ଼ିକ କପର ଧାରପରି ଥିଲା। ତାହାର ଧାର କଇଁ ଫୁଲଭଳି ଦଖାଯାେଉଥିଲା। ଏହା ଅଣସ୍ତରି କିଲୋଲିଟର ପାଣି ଧରି ରଖିପାରୁଥିଲା।
Cross references
ପ୍ରଥମ ରାଜାବଳୀ 7:26
ସସହି ପାତ୍ରରସମାଟଲଇ ଗ୍ଭରି ଆଙ୍ଗୁଳି ଥିଲା। ତା'ର ଫନ୍ଦ କପ୍ର ଫନ୍ଦ ପରି କିଅବା ପୁଷ୍ପର ପାଖୁଡା ସଦୃଶ ଥିଲା।ସସହି ଚୌବାଗ୍ଭ 2,000 ମହଣ ଧାରଣ କରୁଥିଲା।