Home Bibles ଦିତୀୟ ବଂଶାବଳୀ 4:9 · ଓଡ଼ିଆ ବାଇବେଲ
ଦିତୀୟ ବଂଶାବଳୀ 4:9 · ଓଡ଼ିଆ ବାଇବେଲ

ଶଲୋମନ ଯାଜକମାନଙ୍କ ପାଇଁ ବୃହତ୍ ପ୍ରାଙ୍ଗଣ ନିର୍ମାଣ କଲେ। ସେ ବୃହତ୍ ପ୍ରାଙ୍ଗଣ ନିମନ୍ତେ ଦ୍ବାର ନିର୍ମାଣ କଲେ ଏବଂ ସଗେୁଡ଼ିକୁ ପିତ୍ତଳ ରେ ଆଚ୍ଛାଦନ କଲେ।

Cross references

ଯାତ୍ରା ପୁସ୍ତକ 27:9

ପବିତ୍ର ତମ୍ବୁ ପାଇଁ ଏକ ପ୍ରାଙ୍ଗଣ ତିଆରି କର। ସହେି ପ୍ରାଙ୍ଗଣର ଦକ୍ଷିଣ ଦିଗ ରେ ବଳା ଶୁଭ୍ର କ୍ଷୋମ ସୂତା ନିର୍ମିତ ପରଦା ରହିବା ଉଚିତ୍। ଏହାର ଲମ୍ବ ଏକ ଶହ ହାତ ହବୋ ଉଚିତ୍।

ପ୍ରଥମ ରାଜାବଳୀ 6:36

ତା'ପରେ ସେ ଭିତର ଅଗଣା ଗ୍ଭରିପଟେ କାନ୍ଥ ଦେଲେ। ପ୍ରେତ୍ୟକକ କାନ୍ଥ ତିନି ଧାଡି କଟା ପଥର ରେ ଓ ଏକଧାଡି ଏରସ କାଠର କଡି ରେ କରାଗଲା।

ପ୍ରଥମ ରାଜାବଳୀ 7:12

ପ୍ରାସାଦ ଅଗଣାର, ମନ୍ଦିର ଅଗଣାର ଓ ନାଟ ମନ୍ଦିର ଚତୁପାଶର୍‌ବସର କାନ୍ଥ ଥିଲା।ସସହି କାନ୍ଥଗୁଡିକ ତିନିଧାଡି ପ୍ରସ୍ତର ଓ ଏକଧାଡି ଏରସ କଡି କାଠସର ନିର୍ମିତସହାଇ ଥିଲା।

ଦିତୀୟ ରାଜାବଳୀ 21:5

ଆହୁରି ସେ ସଦାପ୍ରଭୁଙ୍କ ଦୁଇ ପ୍ରାଙ୍ଗଣ ରେ ଆକାଶସ୍ଥ ସକଳ ବାହିନୀ ନିମନ୍ତେ ୟଜ୍ଞବଦେି ନିର୍ମାଣ କଲେ।

ଯିହିଜିକଲ 42:15

ମନ୍ଦିରର ଭିତର ପାଖଗୁଡ଼ିକ ମାପି ସାରିଲା ପ ରେ ସେ ପୂର୍ବାଭିମୁଖ ଦ୍ବାରର ପଥଦଇେ ମାେତେ ବାହାରକୁ ଆଣିଲେ ଓ ତାହାର ଚତୁର୍ଦ୍ଦିଗ ମାପିଲେ।

Interlinear

Choose Theme