Home Bibles ☰ Books ଦିତୀୟ ବଂଶାବଳୀ 5:14 · ଓଡ଼ିଆ ବାଇବେଲ
ଦିତୀୟ ବଂଶାବଳୀ 5:14 · ଓଡ଼ିଆ ବାଇବେଲ

ସହେି ମେଘ ହତେୁ ଯାଜକମାନେ ସମାନଙ୍କେର ସବୋ ଜାରି ରଖିପାରିଲେ ନାହିଁ। କାରଣ, ସଦାପ୍ରଭୁଙ୍କ ମହିମା ପରମେଶ୍ବରଙ୍କ ମନ୍ଦିରକୁ ପୂର୍ଣ୍ଣ କରିଥିଲା।

Cross references

ଯାତ୍ରା ପୁସ୍ତକ 29:43

ସହେି ସ୍ଥାନ ରେ ମୁଁ ଇଶ୍ରାୟେଲ ଲୋକମାନଙ୍କ ସହିତ ସାକ୍ଷାତ କରିବି। ମାରେ ମହିମା ରେ ତମ୍ବୁଟି ପବିତ୍ର ହବେ।

ଯାତ୍ରା ପୁସ୍ତକ 40:35

ତହିଁରେ ମାଶାେ ସମାଗମ ତମ୍ବୁ ରେ ପ୍ରବେଶ କରି ପାରିଲେ ନାହିଁ। କାରଣ ମେଘ ତାହାକୁ ଆଚ୍ଛାଦନ କରିଥିଲା। ସଦାପ୍ରଭୁଙ୍କ ପ୍ରତାପ ପବିତ୍ର ତମ୍ବୁ ପରିପୂର୍ଣ୍ଣ କରିଥିଲା। ସହେି ପବିତ୍ର ସମାଗମ ତମ୍ବୁ।

ପ୍ରଥମ ରାଜାବଳୀ 8:11

ଯାଜକମାନେ ସଦାପ୍ରଭୁଙ୍କ ସବୋ କରିପାରିଲେ ନାହିଁ କାରଣ ମନ୍ଦିରଟି ମେଘ ରେ ପରିପୂର୍ଣ ଥିଲା ଓ ସଦାପ୍ରଭୁଙ୍କ ମହିମା ରେ ପୂର୍ଣ ହାଇେଥିଲା।

ଦିତୀୟ ବଂଶାବଳୀ 7:1

ଶଲୋମନ ପ୍ରାର୍ଥନା କରିସାରିବା ପରେ ଆକାଶରୁ ଅଗ୍ନି ଆସି ହାମବେଳି ଓ ବଳିଦାନକୁ ଗ୍ରାସ କଲା ଓ ସଦାପ୍ରଭୁଙ୍କ ଗୌରବ ମନ୍ଦିରକୁ ପୂର୍ଣ୍ଣ କଲା।

ଦିତୀୟ ବଂଶାବଳୀ 7:2

ସଦାପ୍ରଭୁଙ୍କ ମହିମା ମନ୍ଦିରକୁ ପୂର୍ଣ୍ଣ କରିଥିବାରୁ ଯାଜକମାନେ ସଦାପ୍ରଭୁଙ୍କ ମନ୍ଦିର ମଧିଅରେ ପ୍ରବେଶ କରିପାରିଲେ ନାହିଁ।

ଯିଶାଇୟ 6:1

ଯିହୁଦାର ରାଜା ଉଷିୟଙ୍କ ମୃତ୍ଯୁବର୍ଷ ରେ ମୁଁ ମାରେପ୍ରଭୁଙ୍କୁ ଦର୍ଶନ କରିବାକୁ ସକ୍ଷମ ହଲିେ। ସେ ଏକ ଉନ୍ନତ୍ତ ଓ ଚମତ୍କାର ସିଂହାସନ ଉପ ରେ ଉପବିଷ୍ଟ ହାଇେଥିଲେ। ତାଙ୍କର ରାଜ ପୋଷାକର ଅଞ୍ଚଳ ମନ୍ଦିରକୁ ବେଷ୍ଟନ କରିଥିଲା।

ଯିହିଜିକଲ 10:4

ସଦାପ୍ରଭୁଙ୍କର ମହିମା କିରୂବଦୂତର ଉପରୁ ଉଠିଲା ଏବଂ ମନ୍ଦିରର ଦ୍ବାର ଆଡ଼କୁ ଗଲା, ତେଣୁ ଗୃହ ମେଘ ରେ ପରିପୂର୍ଣ୍ଣ ହେଲା ଓ ପ୍ରାଙ୍ଗଣ ସଦାପ୍ରଭୁଙ୍କ ମହିମାରୁ ଉଜ୍ଜ୍ବଳ ତଜେ ରେ ପରିପୂର୍ଣ୍ଣ ହେଲା।

ତୀମଥିଙ୍କ ପ୍ରତି ପ୍ରଥମ ପତ୍ର 6:16

ପରମେଶ୍ବର ଅମର ଅଟନ୍ତି। ପରମେଶ୍ବର ଏତେ ଉଜ୍ଜ୍ବଳ ପ୍ରକାଶ ମଧିଅରେ ବାସ କରନ୍ତି ଯେ ଲୋକେ ତାହା ପାଖକୁ ଯାଇ ପାରନ୍ତି ନାହିଁ। କହେି କବେେ ହେଲେ ପରମେଶ୍ବରଙ୍କୁ ଦେଖି ନାହିଁ। କହେି କବେେ ହେଲେ ପରମେଶ୍ବରଙ୍କୁ ଦେଖି ନାହିଁ। କହେି କବେେ ପରମେଶ୍ବରଙ୍କୁ ମଧ୍ଯ ଦେଖି ପାରିବେ ନାହିଁ। ପରମେଶ୍ବରଙ୍କ ଗୌରବ ଓ ଶକ୍ତି ଅନନ୍ତକାଳ ପର୍ୟ୍ଯନ୍ତ ପ୍ରକାଶ ପାଉ। ଆମେନ୍।

ଯୋହନଙ୍କ ପ୍ରତି ପ୍ରକାଶିତ ବାକ୍ୟ 15:8

ସହେି ମନ୍ଦିର ପରମେଶ୍ବରଙ୍କ ଗୌରବ ଓ କ୍ଷମତାର ଧୂଆଁ ରେ ଭର୍ତ୍ତି ହାଇଗେଲା। ସାତଜଣ ଦୂତଙ୍କର ସାତାଟେି ମହାମାରୀ ଶଷେ ନ ହବୋ ପର୍ୟ୍ଯନ୍ତ କୌଣସି ଲୋକ ମନ୍ଦିର ରେ ପ୍ରବେଶ କରିପାରିଲେ ନାହିଁ।

Interlinear

Choose Theme