Home Bibles ☰ Books ଦିତୀୟ ବଂଶାବଳୀ 5:3 · ଓଡ଼ିଆ ବାଇବେଲ
ଦିତୀୟ ବଂଶାବଳୀ 5:3 · ଓଡ଼ିଆ ବାଇବେଲ

ସପ୍ତମ ମାସ ରେ ଭୋଜି ସମୟରେ ରାଜା ଶଲୋମନଙ୍କ ସମ୍ମୁଖ ରେ ଇଶ୍ରାୟେଲର ସମସ୍ତ ଲୋକ ଏକତ୍ରୀତ ହେଲେ।

Cross references

ଲେବୀୟ ପୁସ୍ତକ 23:34

ତୁମ୍ଭେ ଇଶ୍ରାୟେଲର ସନ୍ତାନଗଣଙ୍କୁ କୁହ, ସପ୍ତମ ମାସର ପଞ୍ଚଦଶ ଦିନଠାରୁ ସାତଦିନ ୟାଏ ସଦାପ୍ରଭୁଙ୍କ ଉଦ୍ଦେଶ୍ଯ ରେ ପତ୍ରକୁଟୀର ପର୍ବ ପାଳିତ ହବେ।

ପ୍ରଥମ ରାଜାବଳୀ 8:2

ଇଶ୍ରାୟେଲ ସମସ୍ତ ପୁତ୍ରଗଣ ବର୍ଷର ସପ୍ତମ ମାସ ରେ ଏଥାନୀମ ନାମକ ଏକ ବିଶଷେ ପର୍ବ ଦିନ ରେ ଶଲୋମନ ରାଜାଙ୍କ ନିକଟରେ ଏକତ୍ରୀତ ହେଲେ।

ଦିତୀୟ ବଂଶାବଳୀ 7:8

ଶ ଲୋମନ ଓ ଇଶ୍ରାୟେଲର ସମସ୍ତ ଲୋକ ସାତଦିନ ପର୍ୟ୍ଯନ୍ତ ଭୋଜି ଉତ୍ସବ ପାଳନ କଲେ। ଶଲୋମନଙ୍କ ସହିତ ଲୋକମାନଙ୍କର ଏକ ବିରାଟ ସମାବେଶ ହେଲା। ସହେି ଲୋକମାନେ ଲିବୋ-ହମାତ୍ ଓ ମିଶରର ସୀମାରୁ ଆସିଥିଲେ।

Interlinear

Choose Theme