ଯେତବେେଳେ ଇଶ୍ରାୟେଲର ସବୁ ମୁଖିଆମାନେ ଆସିଗଲେ, ଲବେୀୟମାନେ ନିଯମ-ସିନ୍ଦୁକକୁ ଆଣିଲେ।
Cross references
ଏହି ରୂପେ ଯେତବେେଳେ ଛାଉଣୀ ଅଗ୍ରସର ହବୋ ବେଳେ ହାରୋଣ ଓ ତାଙ୍କର ପୁତ୍ରଗଣ ପବିତ୍ରସ୍ଥାନ ଓ ପବିତ୍ର ସମସ୍ତ ଆସବାବ ଦ୍ରବ୍ଯ ଢାଙ୍କି ଦବେେ। ତାହାପରେ କହାତ ପୁତ୍ରଗଣ ତାହା ବହନ କରିବା ପାଇଁ ଆସିବା ଉଚିତ୍। ସେଥିପାଇଁ ସମାନେେ ନିଶ୍ଚଯ କୌଣସି ପବିତ୍ର ବସ୍ତ୍ର ସ୍ପର୍ଶ କରିବେ ନାହିଁ ନ ହେଲେ ସମାନେ ମୁତ୍ଯୁବରଣ କରିବେ। ପବିତ୍ର ତମ୍ବୁ ରେ ଏହାହିଁ କହାତ ପୁତ୍ରଗଣର କର୍ତ୍ତବ୍ଯ ହବେ।
ତା'ପରେ ୟିହୋଶୂଯ ଯାଜକମାନଙ୍କୁ କହିଲେ, ନିଯମ ସିନ୍ଦକ୍ସ୍ଟକ ଉଠାଅ ଏବଂ ଲୋକମାନଙ୍କର ସମ୍ମକ୍ସ୍ଟଖ ରେ ନଦୀ ମଧିଅରେ ଏହା ବହି ନିଅ। ତେଣୁ ଯାଜକମାନେ ନିଯମ ସିନ୍ଦକ୍ସ୍ଟକ ବହନ କରି ଲୋକମାନଙ୍କର ଆଗେ ଆଗେ ଚାଲିଲେ।
ତେଣୁ ନୂନର ପକ୍ସ୍ଟତ୍ର ଯିହାଶୂେୟ ସମସ୍ତ ଯାଜକମାନଙ୍କୁ ଏକତ୍ରୀତ କଲେ। ଯିହାଶୂେୟ ସମାନଙ୍କେୁ କହିଲେ, ତୁମ୍ଭମାନେେ ପବିତ୍ର ନିଯମ ସିନ୍ଦକ୍ସ୍ଟକ ଆଣ ଓ ସାତଜଣ ଯାଜକ ସଦାପ୍ରଭୁଙ୍କର ପବିତ୍ର ସିନ୍ଦକ୍ସ୍ଟକ ଆଗ ରେ ମଷେଶିଙ୍ଗା ବଜାଇବେ।
ପୁଣି ଇଶ୍ରାୟେଲର ସମସ୍ତ ପ୍ରାଚୀନବର୍ଗ ଉପସ୍ଥିତ ହବୋପରେ ଯାଜକମାନେ ନିଯମ ସିନ୍ଦୁକ ଉଠାଇଲେ।
ଏହାପରେ ଦାଉଦ କହିଲେ, କବଳେ ଲବେୀୟମାନେ ନିଯମସିନ୍ଦୁକକୁ ବହି ନଇେ ପାରିବେ। କାରଣ ସଦାପ୍ରଭୁ ସମାନଙ୍କେୁ ନିଯମସିନ୍ଦୁକ ବହିନବୋ ନିମନ୍ତେ ଓ ଚିରକାଳ ତାଙ୍କର ସବୋ କରିବା ନିମନ୍ତେ ମନୋନୀତ କରିଅଛନ୍ତି।
ଦାଉଦ ସମାନଙ୍କେୁ କହିଲେ, ତୁମ୍ଭମାନେେ ଲବେୀ ଗୋଷ୍ଠୀର ନେତା ଅଟ। ତୁମ୍ଭେ ଓ ଅନ୍ୟ ଲବେୀୟମାନେ ନିଜକୁ ପବିତ୍ର କରିବା ନିତାନ୍ତ ଆବଶ୍ଯକ। ଏହାପରେ ମୁଁ ନିଯମସିନ୍ଦୁକ ନିମନ୍ତେ ଯେଉଁ ସ୍ଥାନ ପ୍ରସ୍ତୁତ କରିଅଛି, ତୁମ୍ଭମାନେେ ତାହାକୁ ସହେି ସ୍ଥାନକୁ ଆଣିବ।
ଏହାପରେ ଯାଜକମାନେ ସଦାପ୍ରଭୁଙ୍କର ନିଯମ-ସିନ୍ଦୁକକୁ ତହିଁ ନିମନ୍ତେ ପ୍ରସ୍ତୁତ ହାଇେଥିବା ସ୍ଥାନକୁ ଆଣିଲେ। ସହେି ସ୍ଥାନ ମନ୍ଦିରର ଭିତର ପାଶର୍ବ କୋଠରୀ ରେ ଥିଲା ଓ ସବୁଠାରୁ ପବିତ୍ର ସ୍ଥାନ ଥିଲା ଏବଂ ଏହି କିରୁବଦୂତ ପକ୍ଷ ତଳେ ଥିଲା।