Home Bibles ଦିତୀୟ ବଂଶାବଳୀ 6:10 · ଓଡ଼ିଆ ବାଇବେଲ
ଦିତୀୟ ବଂଶାବଳୀ 6:10 · ଓଡ଼ିଆ ବାଇବେଲ

ବର୍ତ୍ତମାନ ସଦାପ୍ରଭୁ ଯାହା କରିବେ ବୋଲି କହିଥିଲେ, ସେ ତାହା କରିଛନ୍ତି। ଇଶ୍ରାୟେଲର ରାଜା ରୂପେ ମୁଁ ମାରେପିତାଙ୍କ ଉତ୍ତରାଧିକାରୀ ହାଇେଛି। ସଦାପ୍ରଭୁ ତାହାହିଁ ପ୍ରତିଜ୍ଞା କରିଥିଲେ। ଆଉ ମୁଁ ଇଶ୍ରାୟେଲର ସଦାପ୍ରଭୁ ପରମେଶ୍ବରଙ୍କ ନାମ ଉଦ୍ଦେଶ୍ଯ ରେ ମନ୍ଦିର ନିର୍ମାଣ କରିଅଛି।

Cross references

ପ୍ରଥମ ରାଜାବଳୀ 2:12

ଶଲୋମନ ନିଜ ପିତା ଦାଉଦଙ୍କର ସିଂହାସନ ରେ ଉପବିଷ୍ଟ ହାଇେ ଇଶ୍ରାୟେଲ ଉପରେ ରାଜତ୍ବ କଲେ। ଓ ତାଙ୍କର ରାଜ୍ଯ ଅତୋଶଯ ଦୃଢ ହେଲା।

ପ୍ରଥମ ରାଜାବଳୀ 3:6

ଶ ଲୋମନ ଉତ୍ତର କଲେ, ତୁମ୍ଭେ ମାରେ ପିତା ତୁମ୍ଭର ଦାସ ଦାଉଦଙ୍କ ପ୍ରତି ଅତ୍ଯନ୍ତ ଦୟାଳୁ ଥିଲ। ସେ ଧାର୍ମିକତା ଓ ନ୍ଯାଯ ପଥରେ ୟାଇ ତୁମ୍ଭକୁ ଅନୁସରଣ କରୁଥିବାରୁ ତୁମ୍ଭେ ତାଙ୍କୁ ମହାଦୟା କରିଥିଲ। ଆଉ ମଧ୍ଯ ତୁମ୍ଭେ ତାହାପାଇଁ ଏହି ମହାଦୟା ରଖିଅଛ ଯେ ଆଜିର ନ୍ଯାଯ ରେ ତାଙ୍କର ପୁତ୍ରକୁ ସିଂହାସନ ରେ ବସାଇଛ।

ପ୍ରଥମ ବଂଶାବଳୀ 17:11

ତୁମ୍ଭେ ଯେତବେେଳେ ମୃତ୍ଯୁଭୋଗ କରିବ ଓ ତୁମ୍ଭର ପୂର୍ବପୁରୁଷମାନଙ୍କ ପାଖକୁ ୟିବ, ସେତବେେଳେ ଆମ୍ଭେ ତୁମ୍ଭର ପୁତ୍ରକୁ ନୂତନ ରାଜା କରିବା। ତୁମ୍ଭର ପୁତ୍ରଗଣଙ୍କ ମଧ୍ଯରୁ ଜଣେ ନୂତନ ରାଜା ହବେ, ଏବଂ ଆମ୍ଭେ ତା'ର ରାଜ୍ଯକୁ ଶକ୍ତିଶାଳୀ କରିବା।

ପ୍ରଥମ ବଂଶାବଳୀ 22:11

ଦାଉଦ ଆହୁରି ମଧ୍ଯ କହିଲେ, ବର୍ତ୍ତମାନ ପୁତ୍ର, ସଦାପ୍ରଭୁ ତୁମ୍ଭ ସହିତ ରେ ରୁହନ୍ତୁ। ତୁମ୍ଭେ ସଫଳ ହୁଅ ଓ ସଦାପ୍ରଭୁ ତୁମ୍ଭର ପରମେଶ୍ବର ତୁମ୍ଭକୁ ଯେପରି କହିଅଛନ୍ତି, ସପରେି ତୁମ୍ଭେ ତାହାଙ୍କ ନିମନ୍ତେ ଏକ ମନ୍ଦିର ନିର୍ମାଣ କରିବ।

ପ୍ରଥମ ବଂଶାବଳୀ 28:5

ସଦାପ୍ରଭୁ ମାେତେ ଅନକେ ପୁତ୍ର ଦଇେଛନ୍ତି। ଆଉ ଏହି ସମସ୍ତ ପୁତ୍ରଗଣଙ୍କ ମଧ୍ଯରୁ ସଦାପ୍ରଭୁ ଶଲୋମନକୁ ସଦାପ୍ରଭୁଙ୍କ ରାଜ୍ଯର ସିଂହାସନ ରେ ବସିବା ପାଇଁ ଏବଂ ଇଶ୍ରାୟେଲ ରେ ଶାସନ କରିବା ପାଇଁ ମନୋନୀତ କରିଅଛନ୍ତି।

ପ୍ରଥମ ବଂଶାବଳୀ 29:15

ଆମ୍ଭମାନେେ ଆମ୍ଭମାନଙ୍କ ପୂର୍ବପୁରୁଷମାନଙ୍କ ପରି କବଳେ ଅପରିଚିତ ଆଗନ୍ତୁକ ଅଟୁ ଓ ଏହି ପୃଥିବୀ ମଧିଅରେ ଭ୍ରମଣ କରୁଅଛୁ। ଏହି ପୃଥିବୀର ଆମ୍ଭମାନଙ୍କର ସମୟ କବଳେ ଅତିକ୍ରାନ୍ତ ଛାଯା ତୁଲ୍ଯ। ଆମ୍ଭମାନେେ ତାହାକୁ ବନ୍ଦ କରି ନ ପାରୁ।

ପ୍ରଥମ ବଂଶାବଳୀ 29:23

ଏହାପରେ ଶଲୋମନ ସଦାପ୍ରଭୁଙ୍କ ସିଂହାସନ ରେ ରାଜାରୂପେ ବସିଲେ। ଶଲୋମନ ତାଙ୍କ ପିତାଙ୍କ ସ୍ଥାନ ନେଲେ। ଶଲୋମନ ଅତ୍ଯନ୍ତ ସଫଳ ହେଲେ। ଇଶ୍ରାୟେଲର ସମସ୍ତ ଲୋକ ଶଲୋମନଙ୍କର ବାଧ୍ଯ ହେଲେ।

ଦିତୀୟ ବଂଶାବଳୀ 1:1

ଯେ ହତେୁ ସଦାପ୍ରଭୁ ପରମେଶ୍ବର ତାଙ୍କ ସହିତ ଥିଲେ, ଦାଉଦଙ୍କର ପୁତ୍ର ଶଲୋମନ ଜଣେ ପ୍ରତିଷ୍ଠିତ ରାଜା ହବୋକୁ ସକ୍ଷମ ହାଇେଥିଲେ। ସଦାପ୍ରଭୁ ତାଙ୍କୁ ଅତ୍ଯନ୍ତ ମହାନ କରିପାରିଥିଲେ।

ଉପଦେଶକ 1:4

ଲୋକମାନେ ମରୁଛନ୍ତି ଏବଂ ନୂତନ ଲୋକମାନେ ଜନ୍ମ ନେଉଛନ୍ତି। କିନ୍ତୁ ପୃଥିବୀ ଚିରକାଳସ୍ଥାଯୀ।

ଉପଦେଶକ 2:18

ସୂର୍ୟ୍ଯତଳେ ମୁଁ ୟହିଁ ରେ ପରିଶ୍ରାନ୍ତ ହଲିେ, ମାହେର ସେସବୁ ପରିଶ୍ରମକୁ ମୁଁ ଘୃଣା କଲି, କାରଣ ମାରେଉତ୍ତରାଧିକାରୀ ପାଇଁ ତାହା ସବୁ ଛାଡ଼ି ୟିବାକୁ ହବେ।

Interlinear

Choose Theme