ସଦାପ୍ରଭୁ ଇଶ୍ରାୟେଲ ଲୋକମାନଙ୍କ ସହିତ କରିଥିବା ବିଶଷେ ଚୁକ୍ତିର ପ୍ରତିନିଧିତ୍ବ କରୁଥିବା ସିନ୍ଦୁକକୁ ମୁଁ ମନ୍ଦିର ରେ ରଖିଅଛି।'3
Cross references
ଏହାପରେ ମାଶାେ ନିଯମର ନଳାକାର ପୁସ୍ତକକୁ ପବିତ୍ର ସିନ୍ଦୁକ ମଧିଅରେ ରଖିଲେ। ସେ ସାଙ୍ଗିକୁ ସିନ୍ଦୁକ ଉପରେ ରଖିଲେ ଏବଂ ସିନ୍ଦୁକ ଉପରେ ଆଚ୍ଛାଦନ ବସ୍ତ୍ର ଘୋଡାଇ ଦେଲେ।
ସହେି ପବିତ୍ର ସିନ୍ଦୁକରେ କବଳେ ଦୁଇଟି ପ୍ରସ୍ତର ଫଳକ ଥିଲା। ହାରେବେ ନିକଟରେ ମାଶାେ ଏହି ଫଳକ ଦୁଇଟିକୁ ରଖିଥିଲେ ଯେତବେେଳେ ଇଶ୍ରାୟେଲ ସନ୍ତାନଗଣ ମିଶର ଦେଶରୁ ବାହାରି ଆସିଥିଲେ। ସେତବେେଳେ ସଦାପ୍ରଭୁ ଏହି ହାରେବେ ରେ ଇଶ୍ରାୟେଲୀୟଙ୍କ ପାଇଁ ନିଯମ କରିଥିଲେ।
ସଦାପ୍ରଭୁ ଆମ୍ଭର ପୂର୍ବପୁରୁଷମାନଙ୍କୁ ମିଶର ଦେଶରୁ ବାହାର କରି ଆଣିବା ବେଳେ ସମାନଙ୍କେ ସହିତ ଯେଉଁ ନିଯମ କରିଥିଲେ ତାହା ଏହି ନିଯମ ସିନ୍ଦୁକ ମଧିଅରେ ଅଛି। ସହେି ନିଯମ ସିନ୍ଦୁକକୁ ରଖିବା ନିମନ୍ତେ ମୁଁ ଏକ ସ୍ଥାନ ସଦାପ୍ରଭୁଙ୍କ ଗୃହ ରେ ନିରୂପଣ କରିଅଛି।
ଏହାପରେ ଯାଜକମାନେ ସଦାପ୍ରଭୁଙ୍କର ନିଯମ-ସିନ୍ଦୁକକୁ ତହିଁ ନିମନ୍ତେ ପ୍ରସ୍ତୁତ ହାଇେଥିବା ସ୍ଥାନକୁ ଆଣିଲେ। ସହେି ସ୍ଥାନ ମନ୍ଦିରର ଭିତର ପାଶର୍ବ କୋଠରୀ ରେ ଥିଲା ଓ ସବୁଠାରୁ ପବିତ୍ର ସ୍ଥାନ ଥିଲା ଏବଂ ଏହି କିରୁବଦୂତ ପକ୍ଷ ତଳେ ଥିଲା।
ଦୁଇ ଗୋଟି ପ୍ରସ୍ତର ଫଳକ ବିନା ନିଯମ-ସିନ୍ଦୁକ ମଧିଅରେ ଆଉ କିଛି ନ ଥିଲା। ମାଶାେ 'ହାରେବେ' ପର୍ବତ ରେ ଏହି ଦୁଇଟି ଫଳକକୁ ନିଯମ-ସିନ୍ଦୁକ ମଧିଅରେ ରଖିଥିଲେ। 'ହାରେବେ' ସହେି ସ୍ଥାନ, ଯେଉଁଠା ରେ ସଦାପ୍ରଭୁ ଇଶ୍ରାୟେଲର ଲୋକମାନଙ୍କ ସହିତ ଏକ ଚୁକ୍ତି କରିଥିଲେ। ଇଶ୍ରାୟେଲର ଲୋକମାନେ ମିଶରରୁ ବାହାରି ଆସିବା ପରେ ଏହା ଘଟିଥିଲା।
ଏଠା ରେ ସୁଗନ୍ଧିତ ଦ୍ରବ୍ଯ ପୋଡ଼ିବା ପାଇଁ ଗୋଟିଏ ସୁନାର ବଦେୀ ଥିଲା। 'ପୁରାତନ ନିୟମ315 ଗୋଟିଏ ପବିତ୍ର ବାକ୍ସ ଭିତ ରେ ଥିଲା। ବାକ୍ସ ସୁନା ରେ ତିଆରି ହାଇେଥିଲା। ସହେି ବାକ୍ସ ଭିତ ରେ ସୁନା ରେ ତିଆରି ମାନ୍ନା316 ରଖା ହାଇେଥିବା ଗୋଟିଏ ପାତ୍ର ଥିଲା। ହାରୋଣର ବାଡ଼ିଟି ଯେଉଁବାଡ଼ି ଉପରେ ନୂଆ ହାଇେ ପତ୍ର କଅଁଳି ଥିଲା ମଧ୍ଯ ଥିଲା। ସହେି ବାକ୍ସ ରେ ପୁରାତନ ନିୟମର ଦଶଆଜ୍ଞା ଲଖାେଥିବା ପ୍ରସ୍ତର ଫଳକମାନ ମଧ୍ଯ ଥିଲା।