Home Bibles ଦିତୀୟ ବଂଶାବଳୀ 6:12 · ଓଡ଼ିଆ ବାଇବେଲ
ଦିତୀୟ ବଂଶାବଳୀ 6:12 · ଓଡ଼ିଆ ବାଇବେଲ

ଶଲୋମନ ସଦାପ୍ରଭୁଙ୍କ ୟଜ୍ଞବଦେୀର ସମ୍ମୁଖ ରେ ଠିଆ ହେଲେ। ସେ ଏକତ୍ରୀତ ସମଗ୍ର ଇଶ୍ରାୟେଲର ଲୋକମାନଙ୍କର ସମ୍ମୁଖ ରେ ଠିଆ ହେଲେ। ଏହାପରେ ଶଲୋମନ ତାଙ୍କର ହସ୍ତ ପ୍ରସାରିତ କଲେ।

Cross references

ଯାତ୍ରା ପୁସ୍ତକ 9:33

ମାଶାେ ଫାରୋଙ୍କ ନିକଟରୁ ନଗର ବାହାରକୁ ୟାଇ ସଦାପ୍ରଭୁଙ୍କୁ ପ୍ରାର୍ଥନା କରିବାରୁ ବର୍ଷା, ବଜ୍ର ଏବଂ ଶିଳାବୃଷ୍ଟି ବନ୍ଦ ହାଇଗେଲା।

ପ୍ରଥମ ରାଜାବଳୀ 8:22

ତା'ପରେ ଶଲୋମନ ସଦାପ୍ରଭୁଙ୍କ ୟଜ୍ଞବଦେୀ ସମ୍ମୁଖ ରେ ଛିଡା ହେଲେ ଓ ଇଶ୍ରାୟେଲର ସମଗ୍ର ସମାଜ ତାଙ୍କ ସମ୍ମୁଖ ରେ ଛିଡା ହେଲେ। ସେ ସ୍ବର୍ଗଆଡେ ଆପଣା ହସ୍ତ ବିସ୍ତାର କଲେ।

ଦିତୀୟ ରାଜାବଳୀ 11:14

ଅଥଲିଯା ଦେଖିଲେ ରାଜା ବିଧି ଅନୁସାରେ ଯେଉଁଠି ଛିଡା ହବୋ କଥା ସେଠି ଛିଡା ହାଇେଛନ୍ତି। ରାଜାଙ୍କ ନିକଟରେ ସନୋପତିମାନେ ଥିଲେ, ଲୋକମାନେ ତୂରୀ ବଜାଉଥିଲେ। ଦେଶର ସମସ୍ତ ଲୋକ ଆନନ୍ଦ କରୁଥିଲେ। ଏଥି ରେ ଅଥଲିଯା ନିଜର ବସ୍ତ୍ର ଚିରି ରାଜଦ୍ରୋହ! ରାଜଦ୍ରୋହ! ବୋଲି ଚିତ୍କାର କଲା।

ଦିତୀୟ ରାଜାବଳୀ 23:3

ଏଥି ରେ ରାଜା ସ୍ତମ୍ଭ ସମ୍ମୁଖ ରେ ଠିଆ ହେଲେ। ସଦାପ୍ରଭୁଙ୍କ ସହିତ ଗୋଟିଏ ୟୁକ୍ତି କଲେ ଏବଂ ସଦାପ୍ରଭୁଙ୍କୁ ଅନୁକରଣ କରିବାକୁ ତାଙ୍କର ଆଜ୍ଞାମାନ, ସାକ୍ଷକଥା ଓ ନିଯମମାନ ତାଙ୍କ ସମସ୍ତ ହୃଦଯ ଓ ମନ ସହିତ ପ୍ରତିଜ୍ଞା କଲେ ଏବଂ ପ୍ରେତ୍ୟକକ ଲୋକ ଏହା କରିବାକୁ ରାଜି ହେଲେ।

ଆୟୁବ ପୁସ୍ତକ 11:13

କିନ୍ତୁ ଆୟୁବ ତୁମ୍ଭେ ଯଥାର୍ଥରୂପେ ଅନ୍ତରର ସହିତ ପରମେଶ୍ବରଙ୍କ ସବୋପାଇଁ ପ୍ରସ୍ତୁତ ହବୋ ଉଚିତ। ଏବଂ ତାଙ୍କ ଉପାସନା ପାଇଁ ତୁମ୍ଭର ଦୁଇହାତ ପ୍ରସାରିତ କର।

ଗୀତସଂହିତା 28:2

ହେ ସଦାପ୍ରଭୁ, ମୁଁ ମାରେ ଦୁଇହାତ ଟକେି ତୁମ୍ଭର ମହାପବିତ୍ରସ୍ଥାନ ଆଡ଼କୁ ପ୍ରାର୍ଥନା କରୁଛି। ମୁଁ ଯେତବେେଳେ ତୁମ୍ଭକୁ ଡ଼ାକୁଛି। ମାେ ନିବଦନେ ଟିକେ ଶୁଣ। ମାେ ପ୍ରତି କୃପା ପ୍ରଦର୍ଶନ କର।

ଗୀତସଂହିତା 29:1

ହେ ପରମେଶ୍ବରଙ୍କର ସନ୍ତାନଗଣ, ତାଙ୍କର ପ୍ରଶଂସା କର। ତାଙ୍କର ମହିମା ଓ ଶକ୍ତିର ପ୍ରଶଂସା କର।

ଗୀତସଂହିତା 63:4

ହଁ, ମୁଁ ଜୀବନସାରା ତୁମ୍ଭର ପ୍ରଶଂସା କରିବି। ମୁଁ ତୁମ୍ଭର ନାମ ଡ଼ାକି ପ୍ରାର୍ଥନା କଲା ସମଯରେ ମାରେ ହସ୍ତ ଉଠାଇବି।

ଗୀତସଂହିତା 68:31

ମିଶରୀଯମାନଙ୍କୁ ମୂଲ୍ଯବାନ ପିତ୍ତଳର ଉପହାରଗୁଡ଼ିକ ଆଣିବାକୁ ଆଜ୍ଞା କରାଅ। ପରମେଶ୍ବର, ଇଥିଓପିଆର ଲୋକମାନଙ୍କୁ ଉପହାରଗୁଡ଼ିକ ତୁମ୍ଭ୍ ନିକଟକୁ ଆଣିବାକୁ ଚଞ୍ଚଳ କରାଅ।

ଗୀତସଂହିତା 141:2

ସଦାପ୍ରଭୁ ଜଳୁଥିବା ଧୂପକାଠିର ସୁଗନ୍ଧି ଧୂପ ପରି ମାରେ ପ୍ରାର୍ଥନାକୁ ଗ୍ରହଣ କର। ସନ୍ଧ୍ଯା ବଳରେ ଉତ୍ସର୍ଗ କରି ମୁଁ ମାରେ ହାତ ବଢ଼ାଇ କରୁଥିବା ପ୍ରାର୍ଥନାକୁ ଗ୍ରହଣ କର।

ଗୀତସଂହିତା 143:6

ହେ ସଦାପ୍ରଭୁ, ମୁଁ ହସ୍ତ ପ୍ରସାରୀ ତୁମ୍ଭକୁ ପ୍ରାର୍ଥନା କରୁଅଛି। ମୁଁ ତୁମ୍ଭର ସାହାୟ୍ଯ ଅପେକ୍ଷାରେ ଅଛି, ୟପରେି ଶୁଷ୍କଭୂମି ବର୍ଷାକୁ ଅପେକ୍ଷା କରିଥାଏ।

ଯିଶାଇୟ 50:10

ତୁମ୍ଭମାନଙ୍କ ମଧିଅରେ ଏପରି କିଏ ଅଛି ଯେ ସଦାପ୍ରଭୁଙ୍କୁ ଭୟ କରେ ଓ ତାଙ୍କ ସବେକର ବାକ୍ଯ ପାଳନ କରେ ? ପୁଣି ଯେ ଆଲୋକ ବିନା ଅନ୍ଧକାର ରେ ଗମନ କରେ ସେ ସଦାପ୍ରଭୁଙ୍କ ନାମ ଉପ ରେ ବିଶ୍ବାସ କର ଓ ଆପଣା ପରମେଶ୍ବରଙ୍କ ଉପ ରେ ନିର୍ଭରଶୀଳ ହେଉ।

ତୀମଥିଙ୍କ ପ୍ରତି ପ୍ରଥମ ପତ୍ର 2:8

ମୁଁ ଚା ହେଁ ଯେ ସର୍ବତ୍ର ଲୋକେ ପ୍ରାର୍ଥନା କରନ୍ତୁ। ଯେଉଁ ଲୋକମାନେ ପ୍ରାର୍ଥନା ପାଇଁ ହାତ ଉେଠଇବେ, ସମାନେେ ପବିତ୍ର ହାଇେଥିବା ଆବଶ୍ଯକ। ସମାନେେ ରାଗି ୟିବା ଉଚିତ୍ ନୁହେଁ ଓ ୟୁକ୍ତିତର୍କ ରେ ପ୍ରବୃତ୍ତ ହବୋ ଉଚିତ ନୁହେଁ।

Interlinear

Choose Theme