Home Bibles ଦିତୀୟ ବଂଶାବଳୀ 6:2 · ଓଡ଼ିଆ ବାଇବେଲ
ଦିତୀୟ ବଂଶାବଳୀ 6:2 · ଓଡ଼ିଆ ବାଇବେଲ

ହେ ସଦାପ୍ରଭୁ, ତୁମ୍ଭେ ବାସ କରିବା ନିମନ୍ତେ ମୁଁ ଏକ ମନ୍ଦିର ନିର୍ମାଣ କରିଅଛି। ଅନନ୍ତକାଳ ବାସ କରିବା ପାଇଁ ଏହା ତୁମ୍ଭ ନିମନ୍ତେ ଏକ ଉଚ୍ଚ ମନ୍ଦିର ସ୍ଥାନ ଅଟେ।

Cross references

ଦିତୀୟ ଶାମୁୟେଲ 7:13

ସେ ମାେ ନାମ ରେ ଏକ ମନ୍ଦିର ନିର୍ମାଣ କରିବ। ଏବଂ ମୁ ତା'ର ରାଜ୍ଯକକ୍ସ୍ଟ ଚିରଦିନ ପାଇଁ ଶକ୍ତିଶାଳୀ କରିବି।

ପ୍ରଥମ ରାଜାବଳୀ 8:13

ଚିରଦିନ ପାଇଁ ବାସ କରିବାକୁ ତୁମ୍ଭ ପାଇଁ ମୁଁ ଏକ ଆଶ୍ଚର୍ୟ୍ଯଜନକ ମନ୍ଦିର ନିର୍ମାଣ କରିଅଛି।

ପ୍ରଥମ ବଂଶାବଳୀ 17:12

ତୁମ୍ଭର ପୁତ୍ର ଆମ୍ଭ ନିମନ୍ତେ ଏକ ଗୃହ ନିର୍ମାଣ କରିବ। ଆମ୍ଭେ ତୁମ୍ଭ ପୁତ୍ରର ବଂଶକୁ ଚିରକାଳ ନିମନ୍ତେ ରାଜ୍ଯଭାର ଦବୋ।

ପ୍ରଥମ ବଂଶାବଳୀ 22:10

ଶଲୋମନ ଆମ୍ଭ ନାମ ରେ ଏକ ମନ୍ଦିର ନିର୍ମାଣ କରିବ। ଶଲୋମନ ମାରେ ପୁତ୍ର ହବେ ଏବଂ ଆମ୍ଭେ ତାହାର ପିତା ହବୋ। ଏବଂ ଆମ୍ଭେ ଶଲୋମନର ରାଜ୍ଯକୁ ଦୃଢ଼ କରିବା। ତାହାର ବଂଶରୁ କୌଣସି ଜଣେ ଇଶ୍ରାୟେଲ ଉପରେ ସଦାସର୍ବଦା ରାଜତ୍ବ କରିବ।'

ପ୍ରଥମ ବଂଶାବଳୀ 28:6

ସଦାପ୍ରଭୁ ମାେତେ କହିଲେ, 'ଦାଉଦ, ତୁମ୍ଭର ପୁତ୍ର ଶଲୋମନ ଆମ୍ଭର ମନ୍ଦିର ଓ ତାହାର ଚତୁର୍ଦ୍ଦିଗସ୍ଥ ମନ୍ଦିର ପ୍ରାଙ୍ଗଣ ନିର୍ମାଣ କରିବ। କାହିଁକି ? କାରଣ, ଆମ୍ଭେ ଶଲୋମନକୁ ଆମ୍ଭର ପୁତ୍ରରୂପେ ମନୋନୀତ କରିଅଛୁ ଓ ଆମ୍ଭେ ତାହାର ପିତା ହବୋ।

ପ୍ରଥମ ବଂଶାବଳୀ 28:20

ଦାଉଦ ତାଙ୍କର ପୁତ୍ର ଶଲୋମନଙ୍କୁ ଆହୁରି ମଧ୍ଯ କହିଲେ, ବଳବାନ୍ ଓ ସାହସୀ ହୁଅ ଏବଂ ଏହି କାର୍ୟ୍ଯ ଶଷେ କର। ଭୟ କର ନାହିଁ, କାରଣ ସଦାପ୍ରଭୁ ପରମେଶ୍ବର, ମାରେ ପରମେଶ୍ବର, ତୁମ୍ଭ ସହିତ ରେ ଅଛନ୍ତି। ସମସ୍ତ କାର୍ୟ୍ଯ ସମାପ୍ତ ହବୋ ପର୍ୟ୍ଯନ୍ତ ସେ ତୁମ୍ଭକୁ ସାହାୟ୍ଯ କରିବେ। ସେ ତୁମ୍ଭକୁ ତ୍ଯାଗ କରିବେ ନାହିଁ। ତୁମ୍ଭେ ସଦାପ୍ରଭୁଙ୍କ ମନ୍ଦିର ନିର୍ମାଣ କରିବ।

ଦିତୀୟ ବଂଶାବଳୀ 2:4

ସଦାପ୍ରଭୁ ମାରେ ପରମେଶ୍ବରଙ୍କ ନାମକୁ ସମ୍ମାନ ଦବୋ ନିମନ୍ତେ ମୁଁ ଏକ ମନ୍ଦିର ନିର୍ମାଣ କରିବି। ମନ୍ଦିର ରେ ଆମ୍ଭେ ସଦାପ୍ରଭୁଙ୍କ ସମ୍ମୁଖ ରେ ଧୂପ ଜଳାଇବୁ ଏବଂ ବିଶଷେ ମଜେ ଉପରେ ପବିତ୍ର ରୋଟୀ ସବୁବେଳେ ଅର୍ପଣ କରିବୁ। ଆମ୍ଭମାନେେ ପ୍ରେତ୍ୟକକ ସକାଳ ଏବଂ ସନ୍ଧ୍ଯା ରେ, ପ୍ରେତ୍ୟକକ ବିଶ୍ରାମ ଦିନ ରେ, ପ୍ରେତ୍ୟକକ ଅମାବାସ୍ଯା ଦିନ ରେ ଏବଂ ଅନ୍ଯାନ୍ଯ ପର୍ବ ଦିନ ରେ ସଦାପ୍ରଭୁ ଆମ୍ଭର ପରମେଶ୍ବରଙ୍କୁ ହାମବେଳି ଦବେୁ। ଇଶ୍ରାୟେଲ ଚିରଦିନ ଏହା କରିବ।

ଏଜ୍ରା 7:16

ବାବିଲର ସମୁଦାଯ ପ୍ରଦେଶ ରେ ତୁମ୍ଭେ ସମସ୍ତ ସୁନା ଓ ରୂପା ପାଇବ। ପୁଣି ଲୋକମାନେ ଓ ଯାଜକମାନେ ସମାନଙ୍କେ ପରମେଶ୍ବରଙ୍କ ୟିରୁଶାଲମସ୍ଥିତ ମନ୍ଦିର ପାଇଁ ସ୍ବେଚ୍ଛାପୂର୍ବକ ଯାହା ଦବେେ ସହେିସବୁ ଉପହାର ନବୋ ପାଇଁ ତୁମ୍ଭେ ରାଜା ଓ ତାଙ୍କର ସପ୍ତମନ୍ତୀଙ୍କ ଦ୍ବାରା ପ୍ ରରେିତ ହେଉଅଛ।

ଗୀତସଂହିତା 132:5

ମୁଁ ମାରେ ଗୃହକୁ ୟିବି ନାହିଁ ଏବଂ ମୁଁ ମାେ ବିଛଣାରେ ରହିବି ନାହିଁ।

ଗୀତସଂହିତା 132:13

ସଦାପ୍ରଭୁ ସିଯୋନକୁ ତାଙ୍କର ମନ୍ଦିର ପାଇଁ ବାଛିଲେ। ଓ ସେ ସହେି ସ୍ଥାନକୁ ଆପଣା ବାସସ୍ଥାନ ପାଇଁ ମନୋନୀତ କଲେ।

ଗୀତସଂହିତା 135:21

ୟିରୁଶାଲମବାସୀ, ସଦାପ୍ରଭୁ ସିୟୋନଠାରୁ ଧନ୍ଯ ହୁଅନ୍ତୁ। ତୁମ୍ଭମାନେେ ସଦାପ୍ରଭୁଙ୍କର ପ୍ରଶଂସା କର।

ଯିହିଜିକଲ 46:10

ପୁଣି ଲୋକମାନେ ଯେତବେେଳେ ଭିତରକୁ ଯିବେ ସେତବେେଳେ ଅଧିପତି ସମାନଙ୍କେ ସହିତ ଭିତରକୁ ଯିବେ। ଆଉ ବାହାରିଲା ବେଳେ ସମାନେେ ଏକତ୍ର ବାହାରିଯିବେ।

ଯୋହନଲିଖିତ ସୁସମାଚାର 4:21

ଯୀଶୁ ତାହାକୁ କହିଲେ, ହେ ନାରୀ, ମାେତେ ବିଶ୍ବାସ କର। ଏପରି ସମୟ ଆସୁଛି ଯେତବେେଳେ ତୁମ୍ଭମାନେେ ପରମପିତାଙ୍କର ଉପାସନା ଏ ପର୍ବତ ରେ କି ୟିରୁଶାଲମ ରେ କରିବ ନାହିଁ।

ଏବ୍ରୀ 9:11

କିନ୍ତୁ ଏବେ ଖ୍ରୀଷ୍ଟ ମହାୟାଜକ ରୂପେ ଆସିଅଛନ୍ତି। ଖ୍ରୀଷ୍ଟ ହେଉଛନ୍ତି ଆମ୍ଭ ପାଖ ରେ ଥିବା ସମସ୍ତ ଉତ୍ତମ ବିଷୟର ମହାୟାଜକ। କିନ୍ତୁ ଯୀଶୁ ଅନ୍ୟ ଯାଜକମାନଙ୍କ ଭଳି ତମ୍ବୁ ରେ ଆପଣା ସବୋକାର୍ୟ୍ଯ କରନ୍ତି ନାହିଁ। ଖ୍ରୀଷ୍ଟ ତାହା ଅପେକ୍ଷା ମହତ୍ତର ଓ ଶ୍ ରେଷ୍ଠ ସ୍ଥଳ ରେ ସବୋକାର୍ୟ୍ଯ କରନ୍ତି ଏବଂ ଏହି ସ୍ଥାନଟି ମଣିଷମାନେ ତିଆରି କରି ନାହାଁନ୍ତି।

ଯୋହନଙ୍କ ପ୍ରତି ପ୍ରକାଶିତ ବାକ୍ୟ 21:3

ମୁଁ ସିଂହାସନରୁ ଏକ ଉଚ୍ଚ ସ୍ବର ଶୁଣିଲି। ସହେି ସ୍ବର କହିଲା, ବର୍ତ୍ତମାନ ପରମେଶ୍ବରଙ୍କର ବାସସ୍ଥାନ ଲୋକମାନଙ୍କ ପାଖ ରେ ଅଛି। ସେ ସମାନଙ୍କେ ସହିତ ରହିବେ। ସମାନେେ ତାହାଙ୍କର ଲୋକ ହବେେ। ପରମେଶ୍ବର ନିଜେ ସମାନଙ୍କେ ସହିତ ରହିବେ ଓ ସମାନଙ୍କେର ପରମେଶ୍ବର ହବେେ।

Interlinear

Choose Theme