Home Bibles ଦିତୀୟ ବଂଶାବଳୀ 6:31 · ଓଡ଼ିଆ ବାଇବେଲ
ଦିତୀୟ ବଂଶାବଳୀ 6:31 · ଓଡ଼ିଆ ବାଇବେଲ

ତବେେ ତୁମ୍ଭେ ଆମ୍ଭମାନଙ୍କର ପୂର୍ବପୁରୁଷମାନଙ୍କୁ ଦଇେଥିବା ଦେଶ ରେ ଲୋକମାନେ ଯେତକୋଳ ବାସ କରିବେ, େସତଦେିନ ପର୍ୟ୍ଯନ୍ତ ସମାନେେ ତୁମ୍ଭକୁ ଭୟ କରିବେ ଓ ତୁମ୍ଭକୁ ମାନିବେ।

Cross references

ଯାତ୍ରା ପୁସ୍ତକ 20:20

ତହିଁରେ ମାଶାେ ଲୋକମାନଙ୍କୁ କହିଲେ, ଭୟ କର ନାହିଁ। କାରଣ ତୁମ୍ଭମାନଙ୍କୁ ପରୀକ୍ଷା କରିବାକୁ ଓ ତୁମ୍ଭମାନେେ ଯମେନ୍ତ ପାପ ନକରିବ, ଏଥିପାଇଁ ଆପଣାର ଭୟାନକତା ତୁମ୍ଭମାନଙ୍କର ଚକ୍ଷୁ ଗୋଚର କରିବାକୁ ସଦାପ୍ରଭୁ ଆସି ଅଛନ୍ତି।

ପ୍ରଥମ ଶାମୁୟେଲ 12:24

କିନ୍ତୁ ତୁମ୍ଭମାନେେ ନିଶ୍ଚିତ ସଦାପ୍ରଭୁଙ୍କୁ ଭୟ ଓ ସମ୍ମାନ କର। ମନ ପ୍ରାଣ ଦଇେ ସଦାପ୍ରଭୁଙ୍କ ସବୋ କର, କାରଣ ସେ ତୁମ୍ଭମାନଙ୍କ ନିମନ୍ତେ ବଡ ଆଶ୍ଚର୍ୟ୍ଯଜନକ କାର୍ୟ୍ଯ କରୁଛନ୍ତି।

ଆୟୁବ ପୁସ୍ତକ 28:28

ପରମେଶ୍ବର ଲୋକମାନଙ୍କୁ କହିଲେ, ସଦାପ୍ରଭୁଙ୍କୁ ଭୟ ଓ ସମ୍ମାନ କର। ତାହାହିଁ ଜ୍ଞାନ ଅଟେ। ମନ୍ଦ କାର୍ୟ୍ଯ କର ନାହିଁ। ତାହାହିଁ ବୁଝିବା ଶକ୍ତି ଅଟେ। ଆୟୁବ ତା'ର କାହାଣୀ କହି ଚାଲିଥିଲା।

ଗୀତସଂହିତା 128:1

ଯେଉଁମାନେ ସଦାପ୍ରଭୁଙ୍କୁ ଭୟ କରନ୍ତି, ସମାନଙ୍କେର ପ୍ରେତ୍ୟକକ ବ୍ଯକ୍ତି ଧନ୍ଯ ଓ ସଦାପ୍ରଭୁଙ୍କର ପଥରେ ଚାଲନ୍ତି।

ଗୀତସଂହିତା 130:4

ହେ ସଦାପ୍ରଭୁ, ତୁମ୍ଭେ ଲୋକମାନଙ୍କୁ କ୍ଷମା କର, ସେଥିପାଇଁ ସମାନେେ ତୁମ୍ଭଙ୍କୁ ଡ଼ରନ୍ତି ଏବଂ ଉପାସନା କରନ୍ତି।

ରେରିତମାନଙ୍କ କାର୍ଯ୍ୟର ବିବରଣ 9:31

ଏହାଦ୍ବାରା ୟିହୂଦା, ଶମିରୋଣ ଓ ଗାଲିଲୀର ମଣ୍ଡଳୀ ରେ ଶାନ୍ତି ଥିଲା ଓ ଏହା ଶକ୍ତିଶାଳୀ ହେଉଥିଲା। ବିଶ୍ବାସୀମାନଙ୍କ ସଂଖ୍ଯା ବଢ଼ିବା ରେ ଲାଗିଲା। ପ୍ରଭୁଙ୍କ ଭୟ ଓ ପବିତ୍ର ଆତ୍ମାର ସହାୟତା ପାଇ ସମାନେେ ରହୁଥିଲେ।

Interlinear

Choose Theme