ଆଉ, ତା'ପରେ ସମାନେେ ବନ୍ଦୀରୂପେ ରହିଥିବା ଦେଶ ରେ ସମାନଙ୍କେର ସମସ୍ତ ହୃଦଯ ଓ ଆତ୍ମା ସହିତ ତୁମ୍ଭ ନିକଟକୁ ଫରେିବେ। ଆଉ ସମାନେେ ସମାନଙ୍କେର ଦେଶ, ଯେଉଁ ଦେଶ ତୁମ୍ଭେ ସମାନଙ୍କେର ପୂର୍ବପୁରୁଷମାନଙ୍କୁ ଦଇେଥିଲ ଓ ତୁମ୍ଭର ମନୋନୀତ ଏହି ନଗର ଆଡ଼େ ଚାହିଁ ପ୍ରାର୍ଥନା କରିବେ। ଆଉ ମୁଁ ତୁମ୍ଭ ନାମ ନିମନ୍ତେ ନିର୍ମାଣ କରିଥିବା ମନ୍ଦିର ଆଡ଼େ ଚାହିଁ ସମାନେେ ପ୍ରାର୍ଥନା କରିବେ।
Cross references
ସହେି ସମୟରେ ତୁମ୍ଭେ ଓ ତୁମ୍ଭର ସନ୍ତାନଗଣମାନେ ତୁମ୍ଭର ସଦାପ୍ରଭୁ ପରମେଶ୍ବରଙ୍କ ନିକଟକକ୍ସ୍ଟ ଫରେି ଆସିବେ। ଏବଂ ତୁମ୍ଭେ ଓ ତୁମ୍ଭର ସନ୍ତାନଗଣ ସଦାପ୍ରଭୁଙ୍କର ବାକ୍ଯ ସମସ୍ତ ମନପ୍ରାଣ ଦଇେ ମାନିବ, ଯାହା ମୁ ଆଜି ତୁମ୍ଭକୁ ଆଜ୍ଞା ଦଇେଛି।
ତୁମ୍ଭେ ତୁମ୍ଭର ଲୋକମାନଙ୍କୁ ସମାନଙ୍କେ ଶତୃମାନଙ୍କ ବିରୁଦ୍ଧ ରେ ୟୁଦ୍ଧ କରିବାକୁ ଏକ ସ୍ଥାନକୁ ପ୍ ରରଣେ କରିବ। ସମାନେେ ତୁମ୍ଭ ଦ୍ବାରା ମନୋନୀତ ଏହି ନଗର ଓ ତୁମ୍ଭ ନାମ ନିମନ୍ତେ ମୁଁ ନିର୍ମାଣ କରିଥିବା ଏହି ମନ୍ଦିର ଆଡ଼େ ଚାହିଁ ତୁମ୍ଭ ନିକଟରେ ପ୍ରାର୍ଥନା କରିବେ।
ତେଣୁ ସଦାପ୍ରଭୁ ସୈନ୍ଯବାହିନୀର ସନୋପତିଙ୍କୁ ଆଣିଲେ, ୟିଏକି ଅଶୂରର ରାଜାର ସବୋ କରୁଥିଲେ ଏବଂ ସମାନେେ ଯିହୁଦାକୁ ଆକ୍ରମଣ କଲେ। ସହେି ସନୋପତିମାନେ ମନଃଶିଙ୍କୁ ଧରିଲେ ଓ ତାଙ୍କୁ ବନ୍ଦୀ କରି ନେଲେ। ସମାନେେ ତାଙ୍କ ଶରୀର ରେ ଆଙ୍କୁଡ଼ି ଲଗାଇଲେ ଓ ତାଙ୍କ ହାତ ରେ ପିତ୍ତଳର ଜଞ୍ଜିର ପିନ୍ଧାଇଲେ ଓ ତାଙ୍କୁ ବାବିଲ ଦେଶକୁ ନଇଗେଲେ।
ତେଣୁ ତୁମ୍ଭମାନେେ ଆମ୍ଭକୁ ଆହ୍ବାନ କରିବ ଓ ଆମ୍ଭ ନିକଟରେ ପ୍ରାର୍ଥନା କରିବ। ଆଉ ଆମ୍ଭେ ତୁମ୍ଭମାନଙ୍କ ପ୍ରାର୍ଥନା ପ୍ରତି ଧ୍ଯାନ ଦବୋ।
ଦାନିୟେଲ ସର୍ବଦା ପ୍ରତିଦିନ ତିନିଥର ପରମେଶ୍ବରଙ୍କୁ ପ୍ରାର୍ଥନା କରୁଥିଲେ। ଯେତବେେଳେ ନୂତନ ବିଧି ବିଷଯ ରେ ଲଖାେ ସ୍ବାକ୍ଷାରିତ ହାଇେଅଛି ବୋଲି ଦାନିୟେଲ ଜାଣିଲେ ସେ ଆପଣା ଗୃହକୁ ଆସିଲେ। ତାହାଙ୍କ କଠାେରୀର ଝରକା ୟିରୁଶାଲମ ଆଡେ ମଲୋ ଥିଲା। ସେ ପୂର୍ବରୁ ଆଣ୍ଠୁମାଡି ଦିନ ମଧିଅରେ ତିନିଥର ପ୍ରାର୍ଥନା କଲେ ଓ ଆପଣା ପରମେଶ୍ବରଙ୍କୁ ଧନ୍ଯବାଦ ପ୍ରଦାନ କଲେ।
ଏଣୁ ମୁଁ ଉପବାସ, ଚଟବସ୍ତ୍ର ପରିଧାନ ଓ ଭସ୍ମ ଲପନେ କରି ପ୍ରାର୍ଥନା ଓ ବୀନତି ଦ୍ବାରା ପ୍ରଭୁ ପରମେଶ୍ବରଙ୍କର ଅନ୍ବଷେଣ କରିବା ପାଇଁ ତାଙ୍କ ପ୍ରତି ଦୃଷ୍ଟି ଦଲେି।
ଇଶ୍ରାୟେଲ, ତୁମ୍ଭର ପତନ ହେଲା ଏବଂ ତୁମ୍ଭେ ପରମେଶ୍ବରଙ୍କ ବିରୁଦ୍ଧ ରେ ପାପ କଲ। ତେଣୁ ତୁମ୍ଭର ପ୍ରିଯ ସଦାପ୍ରଭୁ ପରମେଶ୍ବରଙ୍କ ନିକଟକୁ ଫରେିଆସ।
ଏହା ସଦାପ୍ରଭୁଙ୍କର ବାର୍ତ୍ତା: ବର୍ତ୍ତମାନ ତୁମ୍ଭମାନେେ ସର୍ବାନ୍ତକରଣ ରେ ଆମ୍ଭ ନିକଟକୁ ଫରେିଆସ। ମନ୍ଦ କର୍ମ କରିଥିଲ ବୋଲି ବିଳାପ କର। ସେଥିପାଇଁ ଉପବାସ କରି ପ୍ରାର୍ଥନା କର।