Home Bibles ☰ Books ଦିତୀୟ ବଂଶାବଳୀ 7:13 · ଓଡ଼ିଆ ବାଇବେଲ
ଦିତୀୟ ବଂଶାବଳୀ 7:13 · ଓଡ଼ିଆ ବାଇବେଲ

ଯେତବେେଳେ ଆମ୍ଭେ ଆକାଶ ରୁଦ୍ଧ କରୁ, ବର୍ଷା ହୁଏ ନାହିଁ, କି ଆମ୍ଭେ ପଙ୍ଗପାଳମାନଙ୍କୁ ଦେଶ ବିନାଶ କରିବାକୁ ଆଦେଶ ଦେଉ ଅବା ଆମ୍ଭେ ଆମ୍ଭର ଲୋକମାନଙ୍କ ନିକଟକୁ ରୋଗ ପ୍ ରରଣେ କରୁ,

Cross references

ଯାତ୍ରା ପୁସ୍ତକ 10:4

ତୁମ୍ଭମାନେେ ଯଦି ମାରେ ଲୋକମାନଙ୍କୁ ୟିବାକୁ ନଦିଅ। ତବେେ କାଲି ତୁମ୍ଭ ରାଜ୍ଯ ରେ ପଙ୍ଗପାଳ ଦଳ ଆଣିବି।

ଗଣନା ପୁସ୍ତକ 14:12

ମୁଁ ମହାମାରୀଦ୍ବାରା ସମାନଙ୍କେୁ ସଂହାର କରିବି ଓ ସମାନଙ୍କେର ଅଧିକାର ଛଡଇେ ନବେି। ପୁଣି ସମାନଙ୍କେଠାରୁ ତୁମ୍ଭକୁ ବଡ ଓ ବଳବାନ ଜାତି କରିବି।

ଗଣନା ପୁସ୍ତକ 16:46

ତା'ପରେ ମାଶାେ ହାରୋଣଙ୍କୁ କହିଲେ, ତୁମ୍ଭେ ପିତ୍ତଳର ଅଙ୍ଗାରଧାନୀ ନଇେ ତହିଁ ମଧିଅରେ ୟଜ୍ଞବଦେୀରୁ ଅଗ୍ନି ଦିଅ। ଏଥି ରେ ଧୂପ ଦଇେ ଶୀଘ୍ର ମଣ୍ତଳୀ ନିକଟକୁ ୟାଇ ସମାନଙ୍କେ ନିମନ୍ତେ ପ୍ରାଯଶ୍ଚିତ କର। କାରଣ ସଦାପ୍ରଭୁ ଅତି କୋରଧିତ ହାଇେଛନ୍ତି, ମହାମରୀ ବ୍ଯାପି ଗଲାଣି।

ଦିତୀୟ ବିବରଣ 11:17

ଯଦି ତୁମ୍ଭମାନେେ ଏପରି କର, ତବେେ ସଦାପ୍ରଭୁଙ୍କର କ୍ରୋଦ୍ଧ ତୁମ୍ଭମାନଙ୍କ ପ୍ରତି ପ୍ରଜ୍ଜଳିତ ହବେ। ଏବଂ ସେ ଆକାଶ ରୋଧ କଲେ ବର୍ଷା ହବେ ନାହିଁ ଓ ଭୂମି ନିଜ ଫଳ ପ୍ରଦାନ କରିବ ନାହିଁ। ଆଉ ସଦାପ୍ରଭୁ ତୁମ୍ଭମାନଙ୍କୁ ଯେଉଁ ଉତ୍ତମ ଦେଶ ଦେଉଛନ୍ତି, ତହିଁରକ୍ସ୍ଟ ତୁମ୍ଭମାନେେ ଶୀଘ୍ର ଉଚ୍ଛିନ୍ନ ହବେ।

ଦିତୀୟ ଶାମୁୟେଲ 24:13

ଗାଦ ଦାଉଦଙ୍କ ନିକଟକକ୍ସ୍ଟ ୟାଇ ତାଙ୍କୁ କହିଲେ, ଏହି ତିନୋଟି ମଧ୍ଯରକ୍ସ୍ଟ ଗୋଟିକକ୍ସ୍ଟ ବାଛ।

ଦିତୀୟ ବଂଶାବଳୀ 6:26

ଆକାଶ ରୁଦ୍ଧ ହାଇେ ହୁଏତ ବର୍ଷା ହାଇେ ନ ପା ରେ। ଯଦି ଇଶ୍ରାୟେଲର ଲୋକମାନେ ତୁମ୍ଭ ବିରୁଦ୍ଧ ରେ ପାପ କରନ୍ତି, ତବେେ ଏହା ଘଟିବ। ଆଉ ଯଦି ଇଶ୍ରାୟେଲର ଲୋକମାନେ ଏହି ମନ୍ଦିର ଆଡ଼େ ଚାହିଁ ତୁମ୍ଭଠା ରେ ସ୍ବୀକାର କରନ୍ତି ଏବଂ ପ୍ରାର୍ଥନା କରନ୍ତି, ଆଉ ତୁମ୍ଭେ ସମାନଙ୍କେୁ ଦଣ୍ଡ ଦଇେଥାଅ। ଯଦି ସମାନେେ ସମାନଙ୍କେର ପାପ ପାଇଁ ଅନୁତାପ କରନ୍ତି।

ଦିତୀୟ ବଂଶାବଳୀ 6:28

ଦେଶ ରେ ହୁଏତ ଦୁର୍ଭିକ୍ଷ ପଡ଼ିପା ରେ, କିଅବା ଭୟଙ୍କର ରୋଗ ସବୁ ହାଇପୋ ରେ, ଅବା ଶସ୍ଯସବୁ ରୋଗଗ୍ରସ୍ତ ହାଇପୋ ରେ, ଅଥବା ଫିମ୍ପି, କିଅବା ପଙ୍ଗପାଳ, ନତୁବା ଝିଣ୍ଟିକା କିଅବା ଶତ୍ରୁମାନେ ଯଦି ଇଶ୍ରାୟେଲର ଲୋକମାନଙ୍କୁ ସମାନଙ୍କେ ନଗର ମଧିଅରେ ଆକ୍ରମଣ କରନ୍ତି, କିଅବା ଯଦି ଇଶ୍ରାୟେଲ ରେ କୌଣସି ପ୍ରକାରର ରୋଗ ଦଖାୟୋଏ,

ଆୟୁବ ପୁସ୍ତକ 11:10

ଯଦି ପରମେଶ୍ବର ତୁମ୍ଭକୁ ବନ୍ଦୀକରି ବିଚାର ସଭା ରେ ଉପସ୍ଥାପିତ କରାନ୍ତି, କିଏ ତାକୁ ବାରଣ କରିବ।

ଆୟୁବ ପୁସ୍ତକ 12:14

ଯଦି ପରମେଶ୍ବର କିଛି ଚିରି ଦିଅନ୍ତି, ଲୋକେ ତାହାକୁ ଆଉ ପୁଣି ତିଆରି କରିପାରନ୍ତି ନାହିଁ। ଯଦି ପରମେଶ୍ବର ଜଣକୁ ବନ୍ଦୀଗୃହ ରେ ପକାଇ ଦିଅନ୍ତି, ଲୋକେ ଚେଷ୍ଟାକରି ମଧ୍ଯ ତାକୁ ମୁକୁଳାଇ ପାରନ୍ତି ନାହିଁ।

ଗୀତସଂହିତା 105:34

ପରମେଶ୍ବର ନିର୍ଦ୍ଦଶେ ଦେଲେ ଓ ଅସଂଖ୍ଯ ପଙ୍ଗପାଳ ଓ ପତଙ୍ଗ ଉପସ୍ଥିତ ହେଲେ, ସମାନେେ ଅସଂଖ୍ଯ ଥିଲେ।

ଗୀତସଂହିତା 107:34

ପରମେଶ୍ବର ଉର୍ବର ଜମିକୁ ଲବଣାକ୍ତ ଭୂମିରେ ବଦଳାଇ ପାରନ୍ତି। କାରଣ ଦେଶର ଅଧର୍ମୀ ଲୋକମାନେ ସଠାେରେ ବାସ କରନ୍ତି।

ଯିହିଜିକଲ 14:19

ପୁଣି ପରମେଶ୍ବର କହିଲେ, ଆମ୍ଭେ ଯବେେ ସହେି ଦେଶକୁ ମହାମାରୀ ପଠାଉ ଓ ଆମ୍ଭର କୋପ ତା' ଉପ ରେ ଢ଼ାଳି ଦେଉ, ତବେେ ମନୁଷ୍ଯ ଓ ପଶୁକୁ ତା' ମଧ୍ଯରୁ ଉଚ୍ଛନ୍ନ କରୁ।

ଯୋୟେଲ 1:4

ଯାହା ଶୂକ କୀଟ ଛାଡିଛନ୍ତି ତାକୁ ପଙ୍ଗପାଳ ଖାଇଛନ୍ତି। ଯାହା ପଙ୍ଗପାଳ ଛାଡିଛନ୍ତି ତାକୁ ପତଙ୍ଗ ଶଷେ କରିଛନ୍ତି ଏବଂ ଯାହା ପତଙ୍ଗ ଛାଡିଛନ୍ତି ତାକୁ ଘୁଘୁର୍ରିଯା ନଷ୍ଟ କରିଛନ୍ତି।

Interlinear

Choose Theme