ବର୍ତ୍ତମାନ, ଆମ୍ଭର ଚକ୍ଷୁ ଉନ୍ମୁକ୍ତ ହବେ ଓ ଏହି ସ୍ଥାନ ରେ ଯେଉଁସବୁ ପ୍ରାର୍ଥନା କରାୟିବ, ତାହାକୁ ଆମ୍ଭର କର୍ଣ୍ଣ ଧ୍ଯାନପୂର୍ବକ ଶୁଣିବ।
Cross references
ସହେି ଦେଶ ବିଷଯ ରେ ସଦାପ୍ରଭୁ ତକ୍ସ୍ଟମ୍ଭ ପରମେଶ୍ବର ମନୋୟୋଗ କରନ୍ତି। ବର୍ଷର ଆରମ୍ଭରକ୍ସ୍ଟ ବର୍ଷର ଶଷେ ପର୍ୟ୍ଯନ୍ତ ସଦାପ୍ରଭୁ ତକ୍ସ୍ଟମ୍ଭ ପରମେଶ୍ବରଙ୍କ ଦୃଷ୍ଟି ତହିଁ ଉପରେ ସର୍ବଦା ଥାଏ।
ଦୟାକରି ଏହି ମନ୍ଦିର ଉପରେ ତୁମ୍ଭର ଚକ୍ଷୁ ଦିବାରାତ୍ର ମୁକ୍ତ ଥାଉ। ଯାହାକି ତୁମ୍ଭେ କହିଥିଲ, ' ମାରେ ନାମ' ସଠାେରେ ସମ୍ମାନ୍ବିତ ହବେ। ଦୟାକରି ଶୁଣିବା ଲୋକକୁ କୃପା କର। ଯାହା ତୁମ୍ଭର ଦାସଗଣ କୃତଜ୍ଞଭାବରେ ଏହି ମନ୍ଦିର ରେ ତୁମ୍ଭଙ୍କୁ ପ୍ରାର୍ଥନା କରୁଛନ୍ତି।
ମୁଁ ପ୍ରାର୍ଥନା କରେ ଯେ, ଏହି ମନ୍ଦିର ପ୍ରତି ଦିବାରାତ୍ରି ଦୃଷ୍ଟିପାତ କରିବା ନିମନ୍ତେ ତୁମ୍ଭର ଚକ୍ଷୁ ଯେପରି ଉନ୍ମୁକ୍ତ ରହିଥାଉ। ତୁମ୍ଭେ କହିଅଛ ଯେ, ତୁମ୍ଭେ ଏହି ସ୍ଥାନ ଉପରେ ତୁମ୍ଭର ନାମ ସ୍ଥାପନ କରିବ। ମୁଁ ଏହି ମନ୍ଦିର ଆଡ଼େ ଚାହିଁ ପ୍ରାର୍ଥନା କରିବା ସମୟରେ ତୁମ୍ଭେ ମାରେ ପ୍ରାଥର୍ନା ଶୁଣିବ।
ବର୍ତ୍ତମାନ, ହେ ମାରେ ପରମେଶ୍ବର, ତୁମ୍ଭେ ତୁମ୍ଭର ଚକ୍ଷୁ ଓ କର୍ଣ୍ଣ ଉନ୍ମୁକ୍ତ କରିବାକୁ ମୁଁ ତୁମ୍ଭକୁ ନିବଦନେ କରେ। ଆମ୍ଭମାନେେ ଏହି ସ୍ଥାନ ରେ ଯେଉଁ ପ୍ରାର୍ଥନା କରୁଅଛୁ, ତାହା ଶୁଣ।
ତୁମ୍ଭର କର୍ଣ୍ଣ ଶୁଣୁ ଏବଂ ତୁମ୍ଭର ଆଖି ଖୋଲ ଏବଂ ମାରେ ପ୍ରାର୍ଥନା ପ୍ରତି ଧ୍ଯାନ ଦିଅ। ଯାହା ମୁଁ ଦିନ ଓ ରାତ୍ରି ତୁମ୍ଭକୁ ପ୍ରାର୍ଥନା କରୁଅଛି। ମୁଁ ତୁମ୍ଭ ଦାସ ଇଶ୍ରାୟେଲୀୟମାନଙ୍କ ପାଇଁ ତୁମ୍ଭ ନିକଟରେ ପ୍ରାର୍ଥନା କରୁଅଛି। ତୁମ୍ଭ ବିରୁଦ୍ଧ ରେ କରିଥିବା ପାପ ଆମ୍ଭେ ସ୍ବୀକାର କରିଛୁ। ଉତ୍ତଯ ମୁଁ ଓ ମାରେ ପରିବାର ପାପ କରିଛୁ।
ୟିଏକି ଆମ୍ଭର ପ୍ରାର୍ଥନା ଶୁଣନ୍ତି, ସମସ୍ତ ଲୋକମାନେ ତୁମ୍ଭ ପାଖକୁ ଆସିବେ।
ହେ ମାରେ ପ୍ରଭୁ, ମାରେ ଗୁହାରୀ ଶୁଣ। ସାହାୟ୍ଯ ପାଇଁ ମାରେ ଡ଼ାକ ଶୁଣ।
ହେ ସଦାପ୍ରଭୁ ଦୟାକରି କର୍ଣ୍ଣ ଦଇେ ଶୁଣ, ହେ ସଦାପ୍ରଭୁ, ଚକ୍ଷୁ ଖାଲିେ ଦେଖ। ପୁଣି ଜୀବନ୍ତ ପରମେଶ୍ବରଙ୍କୁ ଧିକ୍କାର କରିବା ପାଇଁ ସନ୍ ହରେୀବ ଯାହା କିଛି ପଠାଇଛି, ତାହାର ସହେି ସବୁକଥା ଶୁଣ।
ଭଲ ଲୋକମାନଙ୍କୁ ପ୍ରଭୁ ଦେଖନ୍ତି, ସମାନଙ୍କେର ପ୍ରାର୍ଥନା ସବୁ ସେ ଶୁଣନ୍ତି। କିନ୍ତୁ ମନ୍ଦ କାମ କରୁଥିବା ଲୋକଙ୍କର ସେ ବିରୋଧୀ ଅଟନ୍ତି। ଗୀତସଂହିତା 34:12-16