ତା' ହେଲେ ଆମ୍ଭେ ତୁମ୍ଭର ରାଜ୍ଯକୁ ମହାନ୍ କରିବା। ଆମ୍ଭେ ତୁମ୍ଭର ପିତା ଦାଉଦଙ୍କ ସହିତ ଏହି ଚୁକ୍ତି କରିଥିଲୁ। ଆମ୍ଭେ ତାଙ୍କୁ କହିଥିଲୁ, ଦାଉଦ, ତୁମ୍ଭ ବଂଶରୁ ସର୍ବଦା ଜଣେ ବ୍ଯକ୍ତି ଇଶ୍ରାୟେଲର ରାଜା ହବେ।'
Cross references
ସେ ମାେ ନାମ ରେ ଏକ ମନ୍ଦିର ନିର୍ମାଣ କରିବ। ଏବଂ ମୁ ତା'ର ରାଜ୍ଯକକ୍ସ୍ଟ ଚିରଦିନ ପାଇଁ ଶକ୍ତିଶାଳୀ କରିବି।
ଯଦି ତୁମ୍ଭେ ଏହିସବୁ କର, ତୁମ୍ଭର ପିତା ଦାଉଦଙ୍କୁ ଆମ୍ଭେ ପ୍ରତିଜ୍ଞା କରିଥିଲୁ, ତୁମ୍ଭ ବଂଶର ଜଣେ ଲୋକ ଇଶ୍ରାୟେଲର ଶାସକ ହବେ। ତଦ୍ନୁସା ରେ ଆମ୍ଭେ ଇଶ୍ରାୟେଲ ରେ ତୁମ୍ଭ ସିଂହାସନ ଚିରଦିନ ପାଇଁ ସ୍ଥାପନ କରିବା।
ବର୍ତ୍ତମାନ, ହେ ସଦାପ୍ରଭୁ ଇଶ୍ରାୟେଲର ପରମେଶ୍ବର, ତୁମ୍ଭର ଦାସ ଦାଉଦଙ୍କୁ ଦତ୍ତ ତୁମ୍ଭର ପ୍ରତିଜ୍ଞା ରକ୍ଷା କର। ତୁମ୍ଭେ ଏହା ପ୍ରତିଜ୍ଞା କରିଥିଲ ; ତୁମ୍ଭେ କହିଲ, 'ଦାଉଦ, ତୁମ୍ଭର ଭବିଷ୍ଯତ ବଂଶଧରମାନଙ୍କରୁ ଜଣେ ସର୍ବଦା ମାେ ସମ୍ମୁଖ ରେ ଇଶ୍ରାୟେଲର ସିଂହାସନ ଉପରେ ବିରାଜମାନ ହବେ। ଯଦି ତୁମ୍ଭର ପୁତ୍ରମାନେ ନିଜର କର୍ମ ସାବଧାନତା ପୂର୍ବକ କରିବେ, ତବେେ କବଳେ ଏହା ଘଟିବ। ତୁମ୍ଭେ ଯେପରି ମାରେ ଆଇନ୍ସବୁ ପାଳନ କରିଅଛ, ସହେିପରି ସମାନଙ୍କେୁ ମଧ୍ଯ ମାରେ ଆଇନ୍ ମାନିବାକୁ ପଡ଼ିବ।'
ଆମ୍ଭେ ସର୍ବଦା ତାଙ୍କୁ ପ୍ରମେ କରିବା ଓ ତା' ପ୍ରତି ବିଶ୍ବସ୍ତ ରହିବା। ଆମ୍ଭର ଚୁକ୍ତି ସର୍ବଦା ତା'ଠାରେ ରଖିବା, ତାହା କବେେ ଶଷେ ହବେ ନାହିଁ।
ସଦାପ୍ରଭୁ ଦାଉଦଙ୍କୁ ପ୍ରତିଜ୍ଞା କଲେ, ତାଙ୍କ ପ୍ରତି ବିଶ୍ବାସର ଗୋଟିଏ ଶପଥ କଲେ, ଆମ୍ଭେ ତୁମ୍ଭର ବଂଶରୁ ଜଣକୁ ସବୁଦିନ ପାଇଁ ରାଜସିଂହାସନରେ ଅଧିଷ୍ଠିତ କରିବା।
ଦାଉଦ, ୟଦି ତୁମ୍ଭର ଉତ୍ତରାଧିକାରୀଗଣ ଆମ୍ଭର ନିଯମକୁ ଓ ଆମ୍ଭେ ଯେଉଁ ବ୍ଯବସ୍ଥା ଶିକ୍ଷା ସମାନଙ୍କେୁ ଦିଏ ସଗେୁଡ଼ିକୁ ମାନନ୍ତି, ତବେେ ତୁମ୍ଭ ପରିବାରରୁ କହେିଜଣେ ସବୁଦିନ ରାଜା ହାଇେ ରହିବି।
ସଦାପ୍ରଭୁ କହନ୍ତି, ଯଦି କହେି ଦିନରାତି ସହିତ ନିଯମ ଭଙ୍ଗ କରେ, ସେ ନିଯମିତ ଭାବରେ ଦଖାେ ଦିଏ ନାହିଁ। ମାତ୍ର ଯଥା ସମୟରେ ଦିବାରାତ୍ରି ହୁଏ।
ସଦାପ୍ରଭୁ କହନ୍ତି, ଯଦି ଦିବାରାତ୍ରି ସମ୍ବନ୍ଧୀଯ ଆମ୍ଭର ନିଯମ ସ୍ଥିର ନ ରହେ ଓ ଆମ୍ଭେ ଯବେେ ଆକାଶର ଓ ପୃଥିବୀର ବିଧି ସକଳ ନିରୂପଣ କରି ନ ଥାଉ, ତାହା ହେଲେ ତୁମ୍ଭେ ଆମ୍ଭକୁ ଅଗ୍ରାହ୍ଯ କରିବା।