Home Bibles ଦିତୀୟ ବଂଶାବଳୀ 8:2 · ଓଡ଼ିଆ ବାଇବେଲ
ଦିତୀୟ ବଂଶାବଳୀ 8:2 · ଓଡ଼ିଆ ବାଇବେଲ

ଏହାପରେ ହୂରମ ରାଜା ଦଇେଥିବା ସହରଗୁଡ଼ିକୁ ଶଲୋମନ ଆଉଥରେ ନିର୍ମାଣ କଲେ। ଆଉ ଶଲୋମନ ଏହି ସହରଗୁଡ଼ିକରେ ବାସ କରିବା ନିମନ୍ତେ କିଛି ଇଶ୍ରାୟେଲୀୟ ଲୋକଙ୍କୁ ଅନୁମତି ଦେଲେ।

Cross references

ପ୍ରଥମ ରାଜାବଳୀ 9:11

କୋଡିଏ ବର୍ଷ ପରେ ରାଜା ଶଲୋମନ ସୋରର ରାଜା ହୀରମଙ୍କୁ ଗୀଲୀଲି ଦେଶସ୍ଥ କୋଡିଏ ନଗର ଦେଲେ। ସେ ତାଙ୍କୁ ଏହି ନଗରଗୁଡିକ ଦେଲେ, କାରଣ ହୀରମ ସଦାପ୍ରଭୁଙ୍କ ମନ୍ଦିର ଓ ରାଜଗୃହ ନିର୍ମାଣ ରେ ଶଲୋମନଙ୍କୁ ସାହାୟ୍ଯ କରିଥିଲେ। ସେ ଶଲୋମନଙ୍କୁ ଏରସ କାଠ, ଦବଦୋରୁ କାଠ ଓ ସୁବର୍ଣ ଯୋଗଇ ଥିଲେ।

Interlinear

Choose Theme