ଦିତୀୟ ବଂଶାବଳୀ 9:14 · ଓଡ଼ିଆ ବାଇବେଲ
ଭ୍ରମଣକାରୀ ବଣିକ ଓ ବ୍ଯବସାଯୀମାନେ ଶଲୋମନଙ୍କ ନିମନ୍ତେ ଆହୁରି ସୁନା ଆଣିଲେ। ଆରବର ସମସ୍ତ ରାଜାଗଣ ଓ ଦେଶର ଶାସକଗଣ ଶଲୋମନଙ୍କ ନିକଟକୁ ସୁନା ଓ ରୂପା ନଇେ ଆସିଲେ।
Cross references
ଗୀତସଂହିତା 68:29
ହେ ପରମେଶ୍ବର, ତୁମ୍ଭର ୟିରୁଶାଲମସ୍ଥ ମନ୍ଦିରରୁ ରାଜାମାନେ ତୁମ୍ଭ ନିକଟକୁ ଉପହାର ଆଣିବାର ତୁମ୍ଭେ ଦେଖିବ।
ଗୀତସଂହିତା 68:30
ନଳବଣର ସହେି ବନ୍ଯ ପଶୁମାନଙ୍କୁ ଦଣ୍ଡ ଦିଅ। ସହେି ଜାତିଗୁଡ଼ିକର ଷଣ୍ଢଗୁଡ଼ିକୁ ଓ ଗାଈଗୁଡ଼ିକୁ ଆଦେଶ ମାନିବାକୁ ପ୍ରସ୍ତୁତ କରାଅ। ତୁମ୍ଭେ ସହେି ଜାତିଗୁଡ଼ିକୁ ୟୁଦ୍ଧରେ ହରାଇଥିଲ। ବର୍ତ୍ତମାନ ସହେି ଲୋକମାନଙ୍କୁ ତୁମ୍ଭ ପାଇଁ ରୂପା ଆଣିବେ। ସହେି ଜାତିମାନଙ୍କୁ ବିକ୍ଷିପ୍ତ କର, ଯେଉଁମାନେ ୟୁଦ୍ଧକୁ ଭଲ ପାଆନ୍ତି।
ଗୀତସଂହିତା 72:10
ତର୍ଶୀଶର ରାଜା ଓ ଅନ୍ୟ ସୁଦୂର ରାଜାଗଣ ତାଙ୍କ ପାଇଁ ଉପହାର ଆଣନ୍ତୁ। ଶିବାର ଓ ସିବାର ରାଜାଗଣ ତାଙ୍କ ପାଇଁ ଭଟେି ଆଣନ୍ତୁ।