ଦିତୀୟ ବଂଶାବଳୀ 9:15 · ଓଡ଼ିଆ ବାଇବେଲ
ଶ ଲୋମନ ପିଟା ସୁନାରୁ 200 ବୃହତ୍ ଢ଼ାଲ ନିର୍ମାଣ କଲେ। ପ୍ରେତ୍ୟକକଟି ଢ଼ାଲ ନିମନ୍ତେ 600 ଶକେଲ ପିଟା ସୁନା ବ୍ଯବହୃତ ହାଇେଥିଲା।
Cross references
ଯାତ୍ରା ପୁସ୍ତକ 25:36
ସେ ଦୀପଶାଖାଟି ସଂପୂର୍ଣ୍ଣଭାବେ ଶୁଦ୍ଧ ସୁବର୍ଣ୍ଣ ରେ ନିର୍ମିତ ହବେ। ଏହି ସମସ୍ତ ସୁବର୍ଣ୍ଣ କାର୍ୟ୍ଯ ପିଟା ସୁବର୍ଣ୍ଣ ରେ ହବେ। ଏବଂ ଏହା ୟୋଡାୟାଇ ଗୋଟିଏ ଖଣ୍ଡ କରା ହବେ।
ପ୍ରଥମ ରାଜାବଳୀ 10:16
ସେ ମଧ୍ଯ ପିଟା ସୁନା ରେ 200 ବଡ ଢାଲ ପ୍ରସ୍ତୁତ କଲେ। ପ୍ରତି ଢାଲ ରେ 600 ଶକେଲ ସୁନା ଲାଗିଲା।
ଦିତୀୟ ବଂଶାବଳୀ 12:9
ଶୀଶକ୍ ୟିରୁଶାଲମ ଉପରେ ଆକ୍ରମଣ କଲେ ଓ ସଦାପ୍ରଭୁଙ୍କ ମନ୍ଦିର ରେ ଥିବା ଧନସମ୍ପତ୍ତି ସବୁ ଲୁଟି ନଇଗେଲେ। ଶୀଶକ୍ ମିଶରର ରାଜା ଥିଲେ। ଆଉ ସେ ରାଜାଙ୍କ ଗୃହ ରେ ଥିବା ଧନସମ୍ପତ୍ତି ସବୁ ଲୁଟି ନଇଗେଲେ। ଆହୁରି ମଧ୍ଯ ସେ ଶ ଲୋମ ନିର୍ମାଣ କରିଥିବା ସୁବର୍ଣ୍ଣ ଢ଼ାଲ ନଇଗେଲେ।