ଲୋକମାନେ ମିଶର ଓ ଅନ୍ଯାନ୍ଯ ଦେଶମାନଙ୍କରୁ ଶଲୋମନଙ୍କ ନିମନ୍ତେ ଅଶ୍ବମାନ ଆଣିଲେ।
Cross references
ଶଲୋମନଙ୍କର ଅଶ୍ବଗୁଡିକ ବଣିକମାନଙ୍କ ଦ୍ବାରା ମିଶରରୁ ଓ କ୍ଯୁଏରୁ ଅଣାଗଲା, ଯେଉଁମାନେ କି ସଗେୁଡିକ ସଠାରୁେ କିଣିଥିଲେ।
କ୍ଯୁଏ ଏବଂ ମିଶରରୁ ଶଲୋମନ ଘାଡ଼ୋସବୁ କିଣିଲେ। ରାଜାଙ୍କର ବଣିକମାନେ ଘାଡ଼ାସବୁ କିଣିବାକୁ କ୍ଯୁଏକୁ ଗଲେ।
ଶଲୋମନଙ୍କ ବପୋରିମାନେ ମିଶରରୁ ଗୋଟିଏ ରଥକୁ 600 ରୂପା ମୁଦ୍ରା ଏବଂ ଗୋଟିଏ ଘାଡ଼ୋକୁ 150 ରୂପା ମୁଦ୍ରା ଦଇେ କିଣିଲେ। ଏହାପରେ ବପୋରିମାନେ ଘାଡ଼ୋ ଓ ରଥସବୁ ହିତ୍ତୀଯ ଓ ଅରାମ ଲୋକମାନଙ୍କର ସମସ୍ତ ରାଜାମାନଙ୍କୁ ବିକିଲେ।
ଅଶ୍ବ ଓ ରଥମାନଙ୍କୁ ରଖବା ନିମନ୍ତେ ଶଲୋମନଙ୍କର 4 ,000 ଅଶ୍ବଶାଳା ଥିଲା। ତାଙ୍କର 12,000 ରଥଚାଳକ ଥିଲେ। ଶଲୋମନ ସମାନଙ୍କେୁ ତାଙ୍କ ସଙ୍ଗ ରେ ୟିରୁଶାଲମ ରେ ଓ ରଥ ନିମନ୍ତେ ନିର୍ମିତ ବିଶଷେ ନଗରଗୁଡ଼ିକରେ ରଖିଲେ।
ତୁମ୍ଭମାନଙ୍କର ଦେଶ ସୁନା ଓ ରୂପା ରେ ପରିପୂର୍ଣ୍ଣ। ସଠାେ ରେ ଧନରତ୍ନର ସୀମା ନାହିଁ। ତୁମ୍ଭମାନଙ୍କର ଦେଶ ମଧ୍ଯ ଅଶ୍ବ ରେ ପରିପୂର୍ଣ୍ଣ ଓ ସଠାେ ରେ ରଥର ସୀମା ନାହିଁ।
ମିଶରକୁ ସାହାୟ୍ଯ ପାଇଁ ଯାଉଥିବା ଲୋକମାନଙ୍କୁ ଦେଖ। ସମାନେେ ଅଶ୍ବମାନଙ୍କ ଉପ ରେ ନିର୍ଭର କରନ୍ତି। ସମାନେେ ଆଶା କରନ୍ତି ଅଶ୍ବଗଣ ସମାନଙ୍କେୁ ରକ୍ଷା କରିବେ। ଆଉ ମଧ୍ଯ ସମାନେେ ଭାବନ୍ତି ଅତ୍ଯଧିକ ରଥ ଓ ବହୁ ବଳବାନ ଅଶ୍ବାରୋହୀ ସୈନ୍ଯ ଥିବାରୁ ସମାନେେ ସୁରକ୍ଷିତ। ସମାନେେ ଇଶ୍ରାୟେଲର ପବିତ୍ରତା ପ୍ରତି ବିଶ୍ବାସ ରଖନ୍ତି ନାହିଁ କିମ୍ବା ସଦାପ୍ରଭୁଙ୍କୁ ଅନ୍ବଷେଣ କରନ୍ତି ନାହିଁ। ତେଣୁ ସମାନେେ ସନ୍ତାପର ପାତ୍ର।