ଶଲୋମନ କରିଥିବା ଅନ୍ଯାନ୍ଯ କାର୍ୟ୍ଯସକଳ ଭବଷ୍ଯଦ୍ବକ୍ତା ନାଥନଙ୍କ ଲଖାେସବୁ, ଶୀଲୋନୀଯ ଭବିଷ୍ଯଦ୍ବକ୍ତା, ଅହିଯଙ୍କର ଭବିଷ୍ଯଦ୍ବାଣୀ ଓ ଭବିଷ୍ଯଦ୍ବକ୍ତା ଇଦୋଙ୍କର ଦର୍ଶନ ପୁସ୍ତକରେ ଆରମ୍ଭରୁ ଶଷେ ପର୍ୟ୍ଯନ୍ତ ଲଖାୟୋଇ ଅଛି। ଇଦ୍ଦୋ ୟିଏ ନବାଟଙ୍କ ପୁତ୍ର ୟାରବିଯାମ୍ଙ୍କ ବିଷଯ ରେ ଲେଖିଛନ୍ତି।
Cross references
ଏହାପରେ ଦାଉଦ, ଯେତବେେଳେ ନୂତନ ଗୃହକକ୍ସ୍ଟ ଗମନ କଲେ, ସଦାପ୍ରଭୁ ତାଙ୍କୁ ତାଙ୍କର ଚତକ୍ସ୍ଟର୍ଦ୍ଦିଗସ୍ଥିତ ଶତୃମାନଙ୍କଠାରକ୍ସ୍ଟ ଶାନ୍ତି ପ୍ରଦାନ କଲେ।
ସଦାପ୍ରଭୁ ଦାଉଦଙ୍କ ନିକଟକକ୍ସ୍ଟ ନାଥନକକ୍ସ୍ଟ ପଠାଇଲେ। ନାଥନ ୟାଇ ଦାଉଦଙ୍କକ୍ସ୍ଟ କହିଲେ, ଏକ ନଗର ରେ ଦକ୍ସ୍ଟଇଜଣ ଲୋକ ଥିଲେ। ସେଥି ମଧ୍ଯରକ୍ସ୍ଟ ଜଣେ ଥିଲେ ଧନୀ ଓ ଅନ୍ୟ ଜଣକ ଥିଲେ ଗରିବ।
ସଦାପ୍ରଭୁ ନାଥନ ନାମକ ଏକ ଭବିଷ୍ଯଦ୍ବକ୍ତାଙ୍କ ମାଧ୍ଯମ ରେ କହି ପଠାଇଲେ ଏବଂ ସଦାପ୍ରଭୁ ନାଥନ ତା'ର ନାମ ଶଲୋମନ ୟିଦୀଦିଯପରି ଦେଲେ। ନାଥନ ସଦାପ୍ରଭୁଙ୍କ ପାଇଁ ଏହା କଲେ।
ମାତ୍ର ସାଦୋକ ଯାଜକ, ଯିହାୟୋଦାରଦାର ପୁତ୍ର ବନାଯ, ନାଥନ ଭବିଷ୍ଯଦ୍ବକ୍ତା, ଶିମିଯି, ରଯେି ଓ ଦାଉଦଙ୍କର ସ୍ବତନ୍ତ୍ର ପ୍ରହପୀଗଣ ଅଦୋନିଯଙ୍କୁ ସମର୍ଥନ କରି ନ ଥିଲେ। ସମାନେେ ଦାଉଦଙ୍କର ବିଶ୍ବସ୍ତ ଥିଲେ।
ମାତ୍ର ସେ ନାଥନ ଭବିଷ୍ଯଦ୍ବକ୍ତାଙ୍କୁ, ବନାଯଙ୍କୁ, ପିତାଙ୍କର ସ୍ବତନ୍ତ୍ର ବୀରମାନଙ୍କୁ ଓ ନିଜର ଭାଇ ଶଲୋମନଙ୍କୁ ନିମନ୍ତ୍ରଣ କଲେ ନାହିଁ।
ବତ୍ଶବୋ ରାଜାଙ୍କ ସହିତ କଥାବାର୍ତ୍ତା କରୁଥିବା ବେଳେ ଭବିଷ୍ଯଦ୍ବକ୍ତା ନାଥନ ସଠାେରେ ଉପସ୍ଥିତ ହେଲ।
ତା'ପରେ ରାଜା ଦାଉଦ କହିଲେ, ସାଦୋକ ଯାଜକକୁ, ନାଥନ ଭବିଷ୍ଯଦ୍ବକ୍ତାଙ୍କୁ ଓ ଯିହାୟୋଦାରଦାର ପୁତ୍ର ବନାଯକୁ ମାେ ନିକଟକୁ ଡାକ। ଏଣୁ ସେ ତିନିଜଣ ରାଜାଙ୍କ ସମ୍ମୁଖକୁ ଆସିଲେ।
ତା'ପରେ ଶଲୋମନଙ୍କର ଦାସ ୟାରବିଯାମ ମଧ୍ଯ ରାଜାଙ୍କର ବିପକ୍ଷ ରେ ବିଦ୍ରୋହ କଲେ। ସେ ସ ରଦୋ ନଗର ନିବାସୀ ଇଫ୍ରଯିମଙ୍କ ପରିବାରବର୍ଗ ଥିଲେ। ତାଙ୍କର ମାତାଙ୍କର ନାମ ସରୁଯା, ସେ ଜଣେ ବିଧବା ଥିଲେ।
ଥରେ ୟାରବିଯାମ ୟିରୁଶାଲମ ବାହାରକୁ ଯାଉଥିଲା ବେଳେ ଶୀଲୋର ଭବିଷ୍ଯଦ୍ବକ୍ତା ଅହିଯଙ୍କ ସହିତ ତାଙ୍କର ବାଟରେ ଦଖାେ ହେଲା। ଅହିଯ ଏକ ନୂତନ କୋଟ ପରିଧାନ କରିଥିଲେ ଓ କ୍ଷେତ୍ର ରେ କବଳେ ସେ ଦୁ ହେଁ ଥିଲେ।
ଶଲୋମନଙ୍କ ରାଜତ୍ବ କାଳ ରେ ବହୁ ମହାନ ଓ ବୁଦ୍ଧିମାନ କାର୍ୟ୍ଯ କଲେ ଯାହାକି ଶଲୋମନଙ୍କର ଇତିହାସ ପୁସ୍ତକରେ ଲିଖିତ ହାଇେଅଛି।
ୟାରବିଯାମ ନିଜର ପତ୍ନୀକୁ କହିଲେ, ତୁମ୍ଭେ ଯେପରି ମାରେ ପତ୍ନୀ ବୋଲି ଜଣା ନ ପଡିବ, ସହେିପରି ଛଦ୍ମ ବେଶ ରେ ଶୀଲୋକୁ ୟାଅ। ସଠାେରେ ଅହିଯ ଭବିଷ୍ଯଦ୍ବକ୍ତା ବାସ କରନ୍ତି। ସେ ମାେତେ କହିଥିଲେ ମୁଁ ଇଶ୍ରାୟେଲ ଲୋକମାନଙ୍କ ଉପରେ ରାଜା ହବେି।
ରାଜା ଦାଉଦଙ୍କର କୃତ ସମସ୍ତ ବିଷଯ, ଆରମ୍ଭରୁ ଶଷେ ପର୍ୟ୍ଯନ୍ତ ଶାମୁଯଲେ ଭବିଷ୍ଯତବକ୍ତା, ନାଥନ ଭବିଷ୍ଯତବକ୍ତା ଓ ଗାଦ୍ ଭବିଷ୍ଯତବକ୍ତାମାନଙ୍କର ପୁସ୍ତକଗୁଡ଼ିକରେ ଲଖାୟୋଇଅଛି।
ରିହବିଯାମ୍ ମିଶର ରେ ଥିଲେ, କାରଣ ସେ ରାଜା ଶଲୋମନଙ୍କଠାରୁ ପଳାଯନ କରିଥିଲେ। ୟାରବିଯାମ୍ ନବାଟଙ୍କ ପୁତ୍ର ଥିଲେ। ୟାରବିଯାମ୍ ଶୁଣିଲେ ଯେ, ରିହବିଯାମ୍ ନୂତନ ରାଜା ହବୋକୁ ଯାଉଅଛନ୍ତି। ତେଣୁ ୟାରବିଯାମ୍ ମିଶରରୁ ଫରେି ଆସିଲେ।
ରିହବିଯାମ୍ ଯେତବେେଳେ ରାଜା ଥିଲେ, ତାଙ୍କର ରାଜତ୍ବର ଆରମ୍ଭରୁ ଶଷେ ପର୍ୟ୍ଯନ୍ତ ଯେଉଁ କର୍ମସବୁ କରିଥିଲେ, ସହେିସବୁ ଭବିଷ୍ଯଦ୍ବକ୍ତା ଶମଯିଯଙ୍କ ଲିଖିତ ସକଳ ବିଷଯ ଓ ଦାର୍ଶନିକ ଇଦ୍ଦୋଙ୍କ ଲିଖିତ ସକଳ ବିଷଯ ରେ ଲିପିବଦ୍ଧ କରାୟାଇଅଛି। ସହେି ବ୍ଯକ୍ତିମାନେ ପାରିବାରିକ ଇତିହାସ ସବୁ ଲେଖିଥିଲେ। ରିହବିଯାମ୍ ଓ ୟାରବିଯାମ୍ ଏହି ଦୁଇ ରାଜାଙ୍କ ମଧିଅରେ, ସମାନଙ୍କେ ରାଜତ୍ବ କାଳ ରେ ସବୁ ସମୟରେ ୟୁଦ୍ଧ ଲାଗି ରହିଥିଲା।
ଅବିଯ ଆଉ ଯେଉଁସବୁ କର୍ମ କରିଥିଲେ, ତାହା ଉଦ୍ଦୋ ଭବିଷ୍ଯଦ୍ବକ୍ତାଙ୍କର ପୁସ୍ତକମାନଙ୍କ ରେ ଲଖାୟୋଇଅଛି।